Posted inଜାତୀୟ

ଅଜିତଙ୍କୁ ମନାଇବାକୁ ପହଞ୍ଚିଲେ ଭୂଜବଳ

ମୁମ୍ବାଇ,୧୫।୧୧: ମହାରାଷ୍ଟ୍ରର ଏନ୍‌ସିପି ନେତା ଅଜିତ୍‌ ପାଓ୍ବାର ଭାଜପା ସହ ମିଶି ସରକାର ଗଢିବା ପରେ ବି ଏପର୍ଯ୍ୟନ୍ତ ତାଙ୍କୁ ମନାଇବାକୁ ଉଦ୍ୟମ ଜାରି ରଖିଛି ଏନ୍‌ସିପି। ସୋମବାର ସକାଳେ ଛଗନ ଭୂଜବଳ ତାଙ୍କ ଘରେ ପହଞ୍ଚିଥିବା ସୂଚନା ମିଳିଛି। ଯଦି ଭୂଜବଳଙ୍କ କଥାରେ ଅଜିତ୍‌ ରାଜି ହୋଇଯାଆନ୍ତି ତେବେ ପୁଣିଥରେ ମହାରାଷ୍ଟ୍ର ରାଜନୀତିରେ ସଙ୍କଟ ଦେଖାଦେବ। ସୂଚନାଯୋଗ୍ୟ, ଶନିବାର ଶିବସେନା, ଏନ୍‌ସିପି ଓ କଂଗ୍ରେସ ସହ ମିଶି ସରକାର ଗଢିବାକୁ ଅଣ୍ଟା ଭିଡୁଥିବା ବେଳେ ରାତାରାତି କିନ୍ତୁ ସବୁ ହୋଇଯାଇଥିଲା ଓଲଟ ପାଲଟ। ଗୋଟିଏ ପଟେ ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ଶିବସେନା ମୁଖ୍ୟ ଉଦ୍ଧବ ଠାକରେଙ୍କ ସହ କଥା ହେଉଥିବା ବେଳେ ଅନ୍ୟପଟେ ଏନ୍‌ସିପି ନେତା ଅଜିତ ପାଓ୍ବାର ଭାଜପା ସହ ମିଶି ଉପ ମୁଖ୍ୟମନ୍ତ୍ରୀ ଆସନରେ ବସି ପଡିଥିଲେ। ଏବେ ଏହାକୁ ନେଇ ଶିବସେନା, ଏନ୍‌ସିପି ଓ କଂଗ୍ରେସ କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ସୋମବାର କୋର୍ଟ ଏହା ଉପରେ ରାୟ ଦେବାର ଅଛି। ହେଲେ ତା’ପୂର୍ବରୁ ଏନ୍‌ସିପି ପୁଣିଥରେ ଅଜିତଙ୍କୁ ଫେରାଇ ଆଣିବାକୁ ଚେଷ୍ଟା ଚଳାଇଛି।


All Right Reserved By Dharitri.Com

ସ୍ବାକ୍ଷର ହେବ ୩.୫ ବିଲିୟନ ଡଲାର ପ୍ରତିରକ୍ଷା ଚୁକ୍ତି

ନୂଆଦିଲ୍ଲୀ,୧୪।୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ୨୪ ତାରିଖରୁ ଦୁଇଦିନିଆ ଭାରତ ଗସ୍ତରେ ଆସୁଥିବାବେଳେ ଏହି ଅବସରରେ ଦୁଇଦେଶ ମଧ୍ୟରେ ୩.୫ ବିଲିୟନ ଡଲାର (୨୫,୦୦୦ କୋଟି...

ମୁସଲମାନଙ୍କୁ ସରକାରୀ ଚାକିରି ମିଳିବା ନେଇ ପ୍ରତିକ୍ରିୟା ରଖିଲେ ଏଆଇୟୁଡିଏଫ୍‌ ଅଧ୍ୟକ୍ଷ

ଗୁଆହାଟି,୨୯।୧୦: କିଛି ଦିନ ପୂର୍ବରୁ ଆସାମ ସରକାର ସରକାରୀ ଚାକିରି ନେଇ ଏକ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ପରେ ଏବେ ରାଜନୈତିକ ବୟାନବାଜି ଆରମ୍ଭ...

ସଡ଼କ ସୁରକ୍ଷା ପାଇଁ ୭ ଶହ ହେଲମେଟ୍‌ ବାଣ୍ଟିଲେ ଟ୍ରାଫିକ୍‌ ପୋଲିସ: ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧୯।୬: ସୁଡ଼କ ସୁରକ୍ଷା ନେଇ ଏବେ ଦିଲ୍ଲୀର ଜଣେ ଟ୍ରାଫିକ୍‌ ପୋଲିସ ହେଡ୍‌ କନେଷ୍ଟବଳ ଅଣ୍ଟା ଭିଡ଼ିଛନ୍ତି। ସେ ଇତିମଧ୍ୟରେ ୭ଶହ ହେଲମେଟ୍‌ ମାଗଣାରେ ଲୋକଙ୍କୁ...

ବିହାରରେ ଜଳପ୍ରଳୟ, ଉପମୁଖ୍ୟମନ୍ତ୍ରୀଙ୍କ ଘରେ ପଶିଲା ପାଣି

ପାଟନା, ୩୦।୯: ବିହାରରେ ଜଳପ୍ରଳୟ ଦେଖାଦେଇଛି। ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ନଦୀରେ ବନ୍ୟା ଆସିଛି। ଏପର୍ଯ୍ୟନ୍ତ ବନ୍ୟା ଯୋଗୁ ରାଜ୍ୟରେ ୨୯ ଜଣଙ୍କ ମୃତ୍ୟୁ...

ରାକେଶ ଭଦୌରିଆ ହେବେ ବାୟୁସେନା ମୁଖ୍ୟ

ନୂଆଦିଲ୍ଲୀ,୨୦-୯(ପି.ଟି.): ଏୟାର ମାର୍ଶାଲ ରାକେଶ କୁମାର ସିଂ ଭଦୌରିଆ ଭାରତୀୟ ବାୟୁସେନା (ଆଇଏଏଫ୍‌)ର ପରବର୍ତ୍ତୀ ମୁଖ୍ୟ ହେବାକୁ ଯାଉଛନ୍ତି। ହାଲୁକା ଲଢ଼ୁଆ ବିମାନ ତେଜସ୍‌ର ପରୀକ୍ଷାମୂଳକ...

୧୭ ପେଶାଦାରଙ୍କ ସହାୟତାରେ ନିଜର ପ୍ରଚାର କରିବ ରେଲଓ୍ବେ: ପ୍ରତି ଜୋନ୍‌ ପିଛା ବାର୍ଷିକ ଖର୍ଚ୍ଚ ହେବ ୨ କୋଟି

ନୂଆଦିଲ୍ଲୀ,୧୬।୬: ଭାରତୀୟ ରେଲଓ୍ବେ ନିଜର ପ୍ରଚାର ପାଇଁ ଅଣ୍ଟାଭିଡ଼ିଛି। ଏଥିରେ ୧୭ ପେଶାଦାର ମଙ୍ଗ ଧରିବେ। ପେଶାଦାରମାନେ ଫେସ୍‌ବୁକ୍‌, ଟୁଇଟର, ଇନଷ୍ଟାଗ୍ରାମ୍‌ ଆଦି ପ୍ଲାଟଫର୍ମରେ ପ୍ରଚାର...

ନିର୍ଭୟା ଗଣ ବଳାତ୍କାର ମାମଲା: ସୋମବାର ପୁନର୍ବିଚାର ଓ କ୍ୟୁରେଟିଭ୍‌ ପିଟିଶନ ଦାଖଲ କରିବେ ୩ ଦୋଷୀ

ନୂଆଦିଲ୍ଲୀ,୩।୧୧: ନିର୍ଭୟା ଗଣ ବଳାତ୍କାର ମାମଲାରେ ଫାଶିଦଣ୍ଡାଦେଶ କରାଯାଇଥିବା ୪ ଦୋଷୀଙ୍କ ମଧ୍ୟରୁ ୩ ଜଣ ସୋମବାର ସୁପ୍ରିମ୍‌କୋର୍ଟ ଯିବେ। ସେମାନଙ୍କ ମଧ୍ୟରୁ ଜଣେ ପୁନର୍ବିଚାର...

ଆଦିତ୍ୟନାଥଙ୍କ ଦୀପାବଳି ରାଜନୀତି: ମୁଲାୟମ୍‌ଙ୍କୁ ଭେଟି ୨୫ ମିନିଟ୍‌ କଲେ ଆଲୋଚନା

ଲକ୍ଷ୍ନୌ,୩୦।୧୦: ସମାଜବାଦୀ ନେତା ମୁଲାୟମ୍‌ ସିଂ ଯାଦବଙ୍କୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବୁଧବାର ଭେଟିଛନ୍ତି। ସେ ମୁଲାୟମ୍‌ଙ୍କୁ ତାଙ୍କ ବାସଭବନରେ ଭେଟି ଦୀପାବଳି ଶୁଭକାମନା...

Leave a comment

Your email address will not be published. Required fields are marked *