ଅଟୋ ଓଲଟି ଶ୍ରମିକଙ୍କ ଜୀବନ ଗଲା

ସମ୍ବଲପୁର, ୨୫।୧୧(ବ୍ୟୁରୋ):ସମ୍ବଲପୁର ଜିଲା ସଦର ଥାନା ଭୋଇପାଲି ଗ୍ରାମ ନିକଟରେ ଅଟୋ ଦୁର୍ଘଟଣା ହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଘେନୁପାଲି ଅଞ୍ଚଳର କ୍ଷମାଶିଳ ମିର୍ଞ୍ଚା (୪୫)। ସଦର ଥାନା ପୋଲିସ ମୃତଦେହ ଜବତକରି ବ୍ୟବଚ୍ଛେଦ ପାଇଁ ପଠାଇଛି। ସୂଚନାଯୋଗ୍ୟ ଯେ, ଅଟୋରେ ପ୍ରାୟ ୮ରୁ ୧୦ଜଣ ଶ୍ରମିକ ଘେନୁପାଲି ଅଞ୍ଚଳରୁ ସିଣ୍ଡୋଲ ଗ୍ରାମକୁ ଧାନ କାଟିବା ପାଇଁ ଯାଉଥିଲେ। ରାସ୍ତାରେ ଏକ ଖାଲ ଥିବାରୁ ଅଟୋର ଚକ ପଡିଯାଇ ଓଲଟି ପଡିଥିଲା। ଫଳରେ କ୍ଷମାଶିଳଙ୍କ ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥି


All Right Reserved By Dharitri.Com

ବଡ ଡୁମ୍ବୁଳାଗାଁରେ ପଶିଲା ଝରଣା ପାଣି : ୨ ଶହ ପରିବାର ଜଳବନ୍ଦୀ

ଦିଗପହଣ୍ଡି,୨୬ା୧୦(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗାଁରେ ସୀତାଦେଈ ପାହାଡର ଝରଣା ପାଣି ପଶିଯିବାରୁ ପ୍ରାୟ ୨ ଶହ ପରିବାର ଜଳବନ୍ଦୀ ଅଛନ୍ତି। ବିଡିଓ ହଳଧର ଶବର, ବ୍ଲକ...

ସରକାରୀ ଜମି ଜବରଦଖଲ: ଉଚ୍ଛେଦ ଲାଗି ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଭବାନୀପାଟଣା,୨୫।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅର୍ତ୍ତଳ ପଞ୍ଚାୟତ କାନ୍ଦୁଲଝର ଗାଁର କିଛି ପ୍ରଭାବଶାଳୀ ବ୍ୟକ୍ତି ପ୍ରାୟ ୫ ଏକର ସରକାରୀ ଜମିକୁ ଜବରଦଖଲ...

ଗଞ୍ଜାମ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଦାୟିତ୍ୱ ନେଲେ ବିଧାୟକ ଶ୍ରୀକାନ୍ତ ସାହୁ

ଛତ୍ରପୁର,୧୩।୮(ଡି.ଏନ୍‌.ଏ .): ଗଞ୍ଜାମ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁରସ୍ଥିତ ଜିଲା ଗ୍ରାମ୍ୟ...

ବନ୍ଧୁକ ଦେଖାଇ ଗହଣା ଲୁଟ୍‌ ଘଟଣା: ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗ ଠାବ, କାର୍‌ ଜବତ

ରୂପ୍‌ସା, ୨୬।୧୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରୂପ୍‌ସା ଥାନା ତାହାରପୁର ଗ୍ରାମର ଗହଣା ଦୋକାନୀ ମୃତ୍ୟୁଞ୍ଜୟ ଗିରିଙ୍କ ଗହଣା ଦୋକାନରୁ ୩୦ଲକ୍ଷ ଟଙ୍କାର ସୁନା, ରୁପା ଅଳଙ୍କାର...

ଗୁଣିଗାରେଡ଼ି ସନ୍ଦେହରେ ଦମ୍ପତିଙ୍କୁ ହତ୍ୟା

ଖପ୍ରାଖୋଲ,୧୭-୯ (ଡି.ଏନ.ଏ.):ମଧ୍ୟଯୁଗୀୟ ଅନ୍ଧବିଶ୍ୱାସ, ଗୁଣିଗାରେଡି ସନ୍ଦେହ କିଭଳି ଭୟାନକ ରୂପ ନେଇପାରେ ସେଭଳି ଏକ ବୀଭତ୍ସ ଘଟଣା ଘଟିଛି ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ତଥା...

ଜେଲରୁ ମୁକୁଳିଲେ ଗର୍ଭବତୀ: ସହଯୋଗର ହାତ ବଢ଼ାଇଲେ ଉପକାରାଗାର ମୁଖ୍ୟ

ଚମ୍ପୁଆ,୨।୯(ଡି.ଏନ.ଏ.)- କେନ୍ଦୁଝର ଜିଲା ଚମ୍ପୁଆ ଉପକାରାଗାରରେ ରହୁଥିବା ଝାଡଖଣ୍ଡ ଜୟନ୍ତୀଗଡ ଅଞ୍ଚଳର ଆଦିତ୍ୟ ସିର୍କା ନାମ୍ନୀ ଜଣେ ୮ ମାସର ଗର୍ଭବତୀ ମହିଳାଙ୍କୁ ଶନିବାର ଜାମିନ୍‌ରେ...

ବଳାତ୍କାର, ହତ୍ୟା ମାମଲାରେ ଦୋଷୀଙ୍କୁ ଫାଶୀ: ତତ୍କାଳୀନ ଆଇଆଇସି, ସରକାରୀ ଓକିଲ ସମ୍ବର୍ଦ୍ଧିତ

କଟକ ଅଫିସ, ୧୨।୯: ଏରସମା ଥାନା ଅଞ୍ଚଳର ନାବାଳିକା ବଳାତ୍କାର ଓ ହତ୍ୟା ଅଭିଯୋଗରେ ଗିରଫ ହୋଇଥିବା ଅଭିଯୁକ୍ତ କାଳିଆ ଓରଫ ଲବ ମାନାଙ୍କୁ ଜଗତ୍‌ସିଂହପୁର...

ପରିବେଶ ରକ୍ଷା ଲାଗି ସଚେତନତା ଉପରେ ଗୁରୁତ୍ୱ : ନୀଳଗିରି ଏନଏସିକୁ ମଡ଼େଲ୍‌ ଭାବେ ଗ୍ରହଣ

ବାଲେଶ୍ୱର ଅଫିସ, ୮।୬-ବାଲେଶ୍ୱର ଜିଲା ବର୍ଜ୍ୟବସ୍ତୁ ପରିଚାଳନା କମିଟିର ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ଏକ ବୈଠକ ଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ ଶୁକ୍ର୍ରବାର ଅନୁଷ୍ଠିତ ହୋଇଯାଇଛି ା...

Leave a comment

Your email address will not be published. Required fields are marked *