ଶୀତଦିନେ ରାତିରେ ଶୋଇବା ପୂର୍ବରୁ ଏହାକୁ ପାଦରେ କରନ୍ତୁ ମାଲିସ୍‌ …

ଶୀତଦିନେ କେତେକଙ୍କର ପାଦ ଫାଟିଥାଏ। ତେବେ ଏଥିରୁ ଦୂରେଇ ରହିବା ପାଇଁ ରାତିରେ ଶୋଇବା ପୂର୍ବରୁ ପାଦରେ ମଏଶ୍ଚର ମାଲିସ କଲେ ସୁଫଳ ମିଳିଥାଏ। ସୋରିଷ ତେଳରେ ଦୁଇ କୋଲା ରସୁଣ ଫୁଟାଇ ଏହାକୁ ଉଷୁମ ଥିବା ସମୟରେ ପାଦ ଏବଂ ଶରୀରରେ ମାଲିସ୍‌ କଲେ ରକ୍ତ ସଞ୍ଚାଳନ ବୃଦ୍ଧି ପାଇବା ସହିତ ଥକାପଣ ଦୂର ହୋଇଥାଏ। ଏପରି କରିବା ଦ୍ୱାରା ଥଣ୍ଡା ସମସ୍ୟା ମଧ୍ୟ ଦୂର ହୋଇଥାଏ। ସପ୍ତାହରେ ୨ଥର ପାଦ ତଥା ଦେହରେ ସୋରିଷ ତେଲ ମାଲିସ କଲେ ବହୁ ଉପକାର ହୋଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି।


All Right Reserved By Dharitri.Com

୨୪ ଘଣ୍ଟାରେ ୧,୦୭୪ ସୁସ୍ଥ

ନୂଆଦିଲ୍ଲୀ, ୫ା୫: କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଭାରତରେ ବଢ଼ିବା ସହ ପରିସ୍ଥିତିକୁ ଗୋଳମାଳିଆ କରିପକାଇଛି। ଏହା ଭିତରେ ଏକ ଖୁସିଖବର ମଧ୍ୟ ସାମ୍ନାକୁ ଆସିଛି। ତାହାହେଲା...

ବିଚାର ବିଭାଗୀୟ ହାଜତରେ କମଲନାଥଙ୍କ ଭଣଜା

ନୂଆଦିଲ୍ଲୀ,୩।୯: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ଭଣଜା ତଥା ବ୍ୟବସାୟୀ ରତୁଲ ପୁରୀଙ୍କୁ ଦିଲ୍ଲୀର ଏକ କୋର୍ଟ ସେପ୍ଟେମ୍ବର ୧୭ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ ପଠାଇଦେଇଛନ୍ତି।...

୯୭ ବର୍ଷ ହେବ ବଢିନି ଏହି ଗାଁର ଜନସଂଖ୍ୟା

ଦେଶରେ ଜନସଂଖ୍ୟା ହୁ ହୁ ହୋଇ ବଢୁଛି। ଏହାକୁ ନେଇ ସରକାର ଚିନ୍ତାପ୍ରକଟ କରୁଥିବାବେଳେ ମଧ୍ୟପ୍ରଦେଶରେ ଏକ ଏମିତି ଗାଁ ଅଛି, ଯେଉଁଠି ଗତ ୯୭...

ସୌରଭ ଜେଇଇ ମେନ୍‌ ଓଡ଼ିଶା ଟପ୍ପର

ନୂଆଦିଲ୍ଲୀ,୧୮ା୧ (ପି.ଟି.): ଜାତୀୟ ପରୀକ୍ଷଣ ସଂସ୍ଥା (ଏନ୍‌ଟିଏ) ପକ୍ଷରୁ ଶୁକ୍ରବାର ରାତିରେ ଜେଇଇ ମେନ୍‌ ପରୀକ୍ଷା ୨୦୨୦ର ଫଳ ଘୋଷଣା କରାଯାଇଛି। ୯ ଜଣ ପ୍ରାର୍ଥୀ...

ଆହତ ମାଙ୍କଡକୁ ଡାକ୍ତରଖାନା ନେବା ପାଇଁ କାର୍‌ ପଠାଇଲେ ମାନେକା ଗାନ୍ଧୀ

ବେଙ୍ଗାଲୁରୁ,୧୮।୧୧: ଆହତ ମାଙ୍ଗଡ ସହାୟତା ଦେବା ପାଇଁ ଆଗେଇ ଆସିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ମାନେକା ଗାନ୍ଧୀ। ଜଣେ ଖବରଦାତା ଆହତ ମାଙ୍କଡକୁ ସହାୟତା ପାଇଁ ଟୁଇଟ୍‌...

ସୁପ୍ରିମକୋର୍ଟରେ ଓଡ଼ିଶା ପାଇଁ ନିର୍ଣ୍ଣାୟକ ହେବ ୨୦୨୦

ନୂଆଦିଲ୍ଲୀ,୨ା୧: ସୁପ୍ରିମକୋର୍ଟରେ ଓଡ଼ିଶା ପାଇଁ ନୂଆବର୍ଷ ୨୦୨୦ ନିର୍ଣ୍ଣାୟକ ହେବ। ଏହି ବର୍ଷ ପୋଲାଭରମ ଡ୍ୟାମ୍‌ ପ୍ରକଳ୍ପ, ଜଗନ୍ନାଥ ମନ୍ଦିର ମାମଲା, ବଂଶଧାରା ଜଳ ବିବାଦ...

ଚର୍ମକୁଞ୍ଚନରୁ ଦୂରେଇ ରଖି ବାର୍ଦ୍ଧକ୍ୟରୁ ଯବାନ କରାଏ ଏହି ଫଳ

ଫଳ ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ହୋଇଥିବା ବେଳେ ଶରୀରକୁ ଶକ୍ତି ଯୋଗାଇଥାଏ। ମାତ୍ର କିଛି ଫଳର ଏପରି ଗୁଣ ରହିଛି, ଯାହା ବାର୍ଦ୍ଧକ୍ୟରୁ ଯୌବନ ରଖିବାରେ...

ପ୍ରତିଦିନ ଖାଆନ୍ତୁ ୨ଟି ଭିଜା ଅଖରୋଟ

ଫାଇବର, ଭିଟାମିନ୍‌ ଓ ମିନେରାଲ୍ସରେ ଭରପୁର ଥିବା ଅଖରୋଟ କେବଳ ମସ୍ତିଷ୍କ ଓ ସ୍ମୃତି ଶକ୍ତି ପାଇଁ ଲାଭଦାୟକ ନୁହେଁ ବରଂ ସୁସ୍ଥ ଶରୀର ପାଇଁ...

Leave a comment

Your email address will not be published. Required fields are marked *