କାଳିଆ ଟଙ୍କା ପାଇ ନ ଥିବା ହିତାଧିକାରୀଙ୍କ ଗଣଧାରଣା

କେସିଙ୍ଗା,୨୫।୧୧: କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବେଲଖଣ୍ଡି ପଞ୍ଚାୟତର ବହୁ ହିତାଧିକାରୀ କାଳିଆ ଯୋଜନା ଟଙ୍କା ପାଇ ନ ଥିବା ପ୍ରତିବାଦରେ ସୋମବାର ବ୍ଲକ ସମ୍ମୁଖରେ ଗଣଧାରଣା ଦେଇଛନ୍ତି। ଏଥିରୁ ବହୁ ଯୋଗ୍ୟ ହିତାଧିକାରୀ ବାଦ୍‌ ପଡିଥିବା ନେଇ ଏହି ଧାରଣା ଦିଆଯାଇଛି। ସକାଳୁ ଉକ୍ତ ପଞ୍ଚାୟତର ବହୁ ଚାଷୀ ଓ ଭୂମିହୀନ ବ୍ଲକରେ ପହଞ୍ଚି ଧାରଣା ଦେଇଛନ୍ତି। ଖବର ପାଇ ଘଟଣାସ୍ଥଳରେ ପୋଲିସ ମୁତୟନ ଥିବା ବେଳେ ଅପରାହ୍ନରେ ବିଡିଓ ପ୍ରତିଶ୍ରୁତି ଦେବା ପରେ ସେମାନେ ଧାରଣାରୁ ଉଠିଛନ୍ତି।


All Right Reserved By Dharitri.Com

ଅହମଦାବାଦରୁ ଫେରିଲା ଓଡ଼ିଆ ଶ୍ରମିକମାନଙ୍କ ମୃତଦେହ; ଓଡ଼ିଶା:ମୋ ପରିବାର ସଙ୍ଗଠନର ସହାୟତା

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଗୁଜରାଟର ଅହମ୍ମଦାବାଦ ସହରରେ କାର୍ଯ୍ୟରତ ଯାଜପୁର ଜିଲାର ଜମାଦାର ଗ୍ରାମ ପଞ୍ଚାୟତର ରେକାବି ବଜାରର ୩ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା। ସେମାନେ ହେଉଛନ୍ତି- ଦୟାନିଧି...

ନୋଡାଲ ହାଇସ୍କୁଲରେ ଅବ୍ୟବସ୍ଥା

ବଡ଼ସାହି,୧୨ା୮(ସ୍ବ.ପ୍ର)-ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ମାଣତ୍ରୀସ୍ଥିତ ବୈଦନାଥ ନୋଡ଼ାଲ ହାଇସ୍କୁଲରେ ଶିକ୍ଷକ ଓ କର୍ମଚାରୀ ପଦବୀ ଖାଲି ଥିବାରୁ ଶିକ୍ଷାଦାନରେ ବାଧା ସୃଷ୍ଟି ହେଉଛି।...

ଟ୍ରକ ଧକ୍କାରେ ବାଇକ୍‌ ଚାଳକ ମୃତ :କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଛତ୍ରପୁର,୫ା୧୧(ଡି.ଏନ.ଏ) -ଛତ୍ରପୁର ଥାନା ଅଧୀନ ବଡମାଧପୁର ଗାଁ ହନୁମାନ ସାହି ରାସ୍ତାରେ ସୋମବାର ମଧ୍ୟାହ୍ନରେ ଏକ ବାଇକକୁ ଟ୍ରକ ଧକ୍କା ଦେବାରୁ ବାଇକ ଚାଳକଙ୍କ ମୃତ୍ୟୁ...

ଲିନ୍ସଲରୀ ପ୍ରୋଜେକ୍ଟ କାର୍ଯ୍ୟ ତଦାରଖ

ବଅଁରପାଳ,୨୪ା୧(ଡି.ଏନ.ଏ.) ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋର ନୂତନ ଅଧ୍ୟକ୍ଷ ଶ୍ରୀଧର ପାତ୍ର ଦୁଇ ଦିନିଆ ଅନୁଗୋଳ ଗସ୍ତରେ ଆସି ଗୁରୁବାର ନାଲ୍‌କୋ ସ୍ମେଲଟର ଓ ପାୱାର ପ୍ଲାଣ୍ଟର...

ଏସ୍‌ସିବି ପୁନର୍ବିନ୍ୟାସ: ବୁଧବାରଠାରୁ ଉଚ୍ଛେଦ ପ୍ରକ୍ରିୟା ଜୋରଦାର

କଟକ ଅଫିସ,୧୧।୨: ବୁଧବାରଠାରୁ ଉଚ୍ଛେଦ ପ୍ରକ୍ରିୟା ଜୋରଦାର ହେବ। ଫେବୃୟାରୀ ମଧ୍ୟରେ ଉଚ୍ଛେଦ କାର୍ଯ୍ୟ ଶେଷ କରାଯିବ। ମନ୍ଦିର ଓ ମସ୍‌ଜିଦ୍‌ ଆଦି ଉଚ୍ଛେଦ ହେବ।...

ପଲିଥିନ୍‌ ତଲେ ଅସାହା ଜୀବନ୍‌

ପାଇକମାଳ, ୨୫ା୧୦(ଡି.ଏନ୍‌.ଏ.)-ବରଗଡ ଜିଲା ପାଇକମାଳ ବ୍ଲକ ମାଣ୍ଡୋସିଲ ପଁଚେତ୍‌ ଡୁମେରବାହାଲ ଗଁାର କଷ୍ଟ ସାହୁ। ପରିବାର କହେଲେ ମାଏକିନା ଆର ଦୁଇ ପୁଓକୁ ନେଇ ତାକର...

ଦନ୍ତା ଆକ୍ରମଣରେ ଦୁଇ ଆହତ

ବଡ଼ସାହି,୫ା୨(ସ୍ବ.ପ୍ର)- ବଡ଼ସାହି ଥାନା ଅଧୀନ ଦେଉଳିଆ ପଞ୍ଚାୟତ ଗଦଗଦି ଗ୍ରାମର ଦୁଇ ମହିଳା ଦନ୍ତା ଆକ୍ରମଣରେ ଆହତ ହୋଇଛନ୍ତି ା ମହିଳା ଦ୍ୱୟ ହେଲେ ସେହି...

ଚୋରା କୋଇଲା ବୋଝେଇ ଗାଡ଼ି ଜବତ, ଚାଳକ ଫେରାର

ଭଦ୍ରକ ଅଫିସ/ପଦ୍ମପୁର,୧୮।୧୦(ଡି.ଏନ୍‌.ଏ.): ଭଦ୍ରକ ସଦର ବ୍ଲକ ଅଧୀନ ସାବରଙ୍ଗ ଫାଣ୍ଡି ପୋଲିସ ଓ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ମିଳିତ ଚଢ଼ାଉ କରି ଶୁକ୍ରବାର ଭୋର ସମୟରେ...

Leave a comment

Your email address will not be published. Required fields are marked *