Posted inଜାତୀୟ

ଭାରତୀୟ ସମ୍ବିଧାନ ୭୦ ବର୍ଷରେ: ପ୍ରସ୍ତୁତି ପାଇଁ ଲାଗିଥିଲା ୨ ବର୍ଷ ୧୧ ମାସ ୧୮ ଦିନ

ନୂଆଦିଲ୍ଲୀ,୨୬।୧୧: ଭାରତୀୟ ସମ୍ବିଧାନ ପ୍ରସ୍ତୁତିକୁ ଇତିମଧ୍ୟରେ ୭୦ ବର୍ଷ ପୂରିଛି। ୧୯୪୯ ନଭେମ୍ବର ୨୬ରେ ସମ୍ବିଧାନ କମିଟି ଅଧ୍ୟକ୍ଷ ଡ. ଭୀମରାଓ ଆମ୍ବେଡକର ଏହାକୁ ଦାଖଲ କରିଥିଲେ। ସମ୍ବିଧାନର ପ୍ରସ୍ତୁତି ପାଇଁ ୨ ବର୍ଷ ୧୧ ମାସ ୧୮ ଦିନ ସମୟ ଲାଗିଥିଲା। ଏହାକୁ ୧୯୫୦ ଜାନୁୟାରୀ ୨୬ରେ ପ୍ରଣୟନ କରାଯାଇଥିଲା। ଏହାର ସପକ୍ଷରେ ସଂସଦର ୨୮୪ ଜଣ ସଦସ୍ୟ ହସ୍ତାକ୍ଷର କରିଥିଲେ। ସେମାନଙ୍କ ମଧ୍ୟରେ ୧୫ ଜଣ ମହିଳା ସଦସ୍ୟା ଥିଲେ।  ପୃଥିବୀର ବିଭିନ୍ନ ରାଷ୍ଟ୍ରର ସମ୍ବିଧାନର କେତେକ ଅଂଶ ଭାରତୀୟ ସମ୍ବିଧାନରେ ସାମିଲ୍‌ କରାଯାଇ ଏକ ବୃହତ୍‌ ସମ୍ବିଧାନ ପ୍ରସ୍ତୁତ କରାଯାଇଥିଲା। ୨୦୧୫ଠାରୁ ନଭେମ୍ବର ୨୬କୁ ସମ୍ବିଧାନ ଦିବସ ଭାବେ ପାଳନ କରାଯାଉଛି।

୭୦ ବର୍ଷରେ ଭାରତୀୟ ସମ୍ବିଧାନ

ଭାରତୀୟ ସମ୍ବିଧାନ ପ୍ରସ୍ତୁତିକୁ ଇତିମଧ୍ୟରେ ୭୦ ବର୍ଷ ପୂରିଛି। ୧୯୪୯ ନଭେମ୍ବର ୨୬ରେ ସମ୍ବିଧାନ କମିଟି ଅଧ୍ୟକ୍ଷ ଡ. ଭୀମରାଓ ଆମ୍ବେଦକର ଏହାକୁ ଦାଖଲ କରିଥିଲେ।#SamvidhanDivas #ConstitutionDay #DharitriLive #ConstitutionOfIndia #BRAmbedkar #Dharitri #Constitution #NationalConstitutionDay

Dharitri ಅವರಿಂದ ಈ ದಿನದಂದು ಪೋಸ್ಟ್ ಮಾಡಲಾಗಿದೆ ಮಂಗಳವಾರ, ನವೆಂಬರ್ 26, 2019


All Right Reserved By Dharitri.Com

ସଂସଦର ଶୀତ ଅଧିବେଶନ: ନଭେମ୍ବର ୧୮ରୁ ଡିସେମ୍ବର ୧୩

ନୂଆଦିଲ୍ଲୀ,୨୧।୧୦: ସଂସଦର ଶୀତ ଅଧିବେଶନ ନଭେମ୍ବର ୧୮ରୁ ଡିସେମ୍ବର ୧୩ ପର୍ଯ୍ୟନ୍ତ ଚାଲିବ। ଏନେଇ ସଂସଦୀୟ କାର୍ଯ୍ୟ ମନ୍ତ୍ରଣାଳୟ ପକ୍ଷରୁ ଲୋକ ସଭା ଏବଂ ରାଜ୍ୟ...

ଉଦ୍ଧବଙ୍କୁ ଭେଟିଲେ ଗେହଲଟ

ମୁମ୍ବାଇ,୬।୧: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ସୋମବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ମୁମ୍ବାଇଠାରେ ଏକ ସୌଜନ୍ୟମୂଳକ ସାକ୍ଷାତ୍‌ କରିଛନ୍ତି। ଏହାପରେ ସେ ଖବରଦାତାଙ୍କୁ କହିଛନ୍ତି...

ମୋଦିଙ୍କୁ ଧନ୍ୟବାଦ ଦେଲେ ଅଜିତ

ନୂଆଦିଲ୍ଲୀ,୨୪।୧୧: ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଆସନରେ ବସିବା ପରେ ରବିବାର ଅଜିତ୍‌ ପାଓ୍ବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଦେଇଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି...

ବଦଳିଲେ ୬ଟି ରାଜ୍ୟର ରାଜ୍ୟପାଳ: ଉତ୍ତରପ୍ରଦେଶର ରାମ ନାଇକଙ୍କ ବଦଳରେ ଆନନ୍ଦୀବେନ ପଟେଲ

ନୂଆଦିଲ୍ଲୀ,୨୦।୭: କେନ୍ଦ୍ର ସରକାରଙ୍କ ସହମତିରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ୬ଟି ରାଜ୍ୟର ରାଜ୍ୟପାଳଙ୍କୁ ନିଯୁକ୍ତ କରିଛନ୍ତି। ଏଥିରେ ସବୁଠାରୁ ଆଗରେ ରହିଛନ୍ତି ମଧ୍ୟପ୍ରଦେଶର ରାଜ୍ୟପାଳ ଆନନ୍ଦୀବେନ...

ମହାରାଷ୍ଟ୍ରରେ ଏକୁଟିଆ ସରକାର ଗଢିପାରିବୁ ନାହିଁ: ଭାଜପା

ମୁମ୍ବାଇ,୧୦।୧୧: ମହାରାଷ୍ଟ୍ରରେ ରାଜନୀତିରେ ପୁଣି ନୂଆମୋଡ ଆସିଛି। ମେଣ୍ଟ ହୋଇ ନିର୍ବାଚନ ଲଢିବା ପରେ ଏବେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଭାଜପା ଏବଂ ଶିବସେନା ମଧ୍ୟରେ...

ବେଧଡ଼କ ଦେହବେପାର: ଚେର ଲମ୍ବିଛି ବାଂଲାଦେଶରୁ ଦିଲ୍ଲୀ

ନୂଆଦିଲ୍ଲୀ,୧।୮: ଦେଶର କେତେକ ଅଞ୍ଚଳରେ ବେଧଡ଼କ ଦେହ ବେପାର ଜାରି ରହିଛି। ଏଥିରେ ଏକ ବଡ଼ ର଼୍ୟାକେଟ୍‌ କାମ କରୁଥିବା ପୋଲିସ କହିଛି। ବାଂଲାଦେଶରୁ ଏହାର...

ଫେଲ୍‌ ମାରିଲା ‘ଜନନୀ ଏକ୍ସପ୍ରେସ୍‌’: ରାଜ୍ୟ ରାଜପଥ କଡ଼ରେ ପ୍ରସବ କଲେ ମହିଳା

ବୁରହାନପୁର,୨୪।୮: ମଧ୍ୟପ୍ରଦେଶ ବୁରହାନପୁରରେ ଜଣେ ମହିଳା ରାଜ୍ୟ ରାଜପଥ କଡ଼ରେ ପ୍ରସବ କରିବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ପ୍ରସବ ଯନ୍ତ୍ରଣା ପରେ ‘ଜନନୀ...

ଚୂଡ଼ାନ୍ତ ପର୍ଯ୍ୟାୟରେ ଅଯୋଧ୍ୟା ଶୁଣାଣି

ନୂଆଦିଲ୍ଲୀ, ୧୪ା୧୦ : ଅଯୋଧ୍ୟା ଜମି ବିବାଦର ଚୂଡ଼ାନ୍ତ ଶୁଣାଣି ସୋମବାରଠାରୁ ପୁଣି ଆରମ୍ଭ କରାଯିବ। ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ରାଜନୈତିକ ଦୃଷ୍ଟିକୋଣରୁ...

Leave a comment

Your email address will not be published. Required fields are marked *