ଜୁଆ ଆଡ୍ଡାରେ ଚଢ଼ାଉ: ୮ ଜୁଆଡି ଗିରଫ

ଜୟପୁର,୨୬।୧୧(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁର ସଦର ଥାନା ପୋଲିସ ସୋମବାର ବିଳମ୍ବିତ ରାତିରେ ସ୍ଥାନୀୟ ବୈରାଗୀମଠ ଗ୍ରାମଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ କରିଛି। ଏଥିରେ ପୋଲିସ ୮ ଜଣ ଜୁଆଡିଙ୍କୁ ଗିରଫ କରିଥିବା ବେଳେ ସେମାନଙ୍କଠାରୁ ନଗଦ ୪୪ ହଜାର ୨୫୦ଟଙ୍କା, ୮ଟି ମୋବାଇଲ, ୭ଟି ବାଇକ୍‌ ଜବତ କରିଛି।


All Right Reserved By Dharitri.Com

ବହିଷ୍କୃତ ବରୀ ବିଜେଡି ସଭାପତିଙ୍କ ଖବରଦାତା ସମ୍ମିଳନୀ : ରାଜନୈତିକ ପାଣିପାଗ ପରିବର୍ତ୍ତନ ଚର୍ଚ୍ଚା

ବରୀ,୨ା୯(ସ୍ବ.ପ୍ର.):  ବରୀ ବ୍ଲକ ବିଜେଡି ସଭାପତି ପଦରୁ ବହିଷ୍କୃତ ହୋଇଥିବା ଏସ୍‌.କେ ସଫିଉଦ୍ଦିନଙ୍କ ତତ୍ୱାବଧାନରେ ରବିବାର ବରୀ ଗ୍ରମାରେ ଏକ ଖବରଦାତା ସମ୍ମିଳନୀ ଆୟୋଜିତ ହୋଇଯାଇଛି।...

ଯୋଡାରେ ରାଜ୍ୟ ନଗର ଉନ୍ନୟନ ସଂସ୍ଥାର ଅତିରିକ୍ତ ନିର୍ଦ୍ଦେଶକ:କଠିନ ବର୍ଜ୍ୟବସ୍ତୁ ପରିଚାଳନା ପ୍ଲାଣ୍ଟ ତଦାରଖ କଲେ

ଯୋଡ଼ା,୩।୮(ଡି.ଏନ.ଏ.)- ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଉପଶାସନ ସଚିବ ତଥା ରାଜ୍ୟ ନଗର ଉନ୍ନୟନ ସଂସ୍ଥାର ଅତିରିକ୍ତ ନିର୍ଦ୍ଦେଶକ ସାରଦା ପ୍ରସାଦ ପଣ୍ଡା...

ଜଳ ଯୋଗାଣ ପାଇପ ଲିକ୍‌, ଧୋଇହୋଇ ଯାଉଛି ପୂର୍ତ୍ତ ବିଭାଗ ରାସ୍ତା

ଖଣ୍ଡପଡ଼ା,୬।୮(ସ୍ବ.ପ୍ର.)-ମହାନଦୀରୁ ନୟାଗଡ଼ ସହରକୁ ପାନୀୟ ଜଳ ଯୋଗାଣ ହେଉଥିବା ପାଇପ ବିଭିନ୍ନ ସ୍ଥାନରେ କଣା ହୋଇଥିବା ଯୋଗୁ ପାଣି ଲିକ୍‌ ହୋଇ ପଥଚାରୀଙ୍କ ପାଇଁ ସମସ୍ୟା...

ଅଧାରେ ରହିଲା ବଣଭୋଜି: ଦୁର୍ଘଟଣାରେ ଜଣଙ୍କ ଜୀବନଗଲା

ମାଧପୁର,୨୫।୧୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା ମାଧପୁର -ବାମୁର ରାସ୍ତା ନୂଆଗାଁ ନୂଆସାହି ନିକଟରେ ବୁଧବାର ଏକ ଟାଟା ଏସିଇ ସହ ବାଇକ୍‌ ଧକ୍କା ହୋଇଛି। ଏଥିରେ ବାଇକ୍‌...

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ଏନ୍‌ସିସି ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବରଗଡ଼ ଅଫିସ/ପଦ୍ମପୁର,୨।୭- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ପକ୍ଷରୁ ବରଗଡ଼ ଜିଲା ପଦ୍ମପୁରସ୍ଥିତ ରାଜବୋରାସମ୍ବର ହାଇସ୍କୁଲର ଏନ୍‌ସିସି ଶିକ୍ଷକ ମୋହନ...

ବୈତରଣୀରେ ପ୍ରଥମ ବନ୍ୟାଜଳ ପ୍ରବେଶ : ବିପଦ ସଙ୍କେତ ଉପରେ ଚାଲିଛି ପାଣି

ଭଣ୍ଡାରିପୋଖରୀ,୭।୯(ଡି.ଏନ୍‌.ଏ.): ଲଘୁଚାପ ଜନିତ ଲଗାଣ ବର୍ଷା ଉପରମୁଣ୍ଡରେ ଲାଗି ରହିବା ଯୋଗୁ ଭଦ୍ରକ ଜିଲାରେ ପ୍ରବାହିତ ବୈତରଣୀ ନଦୀରେ ପ୍ରଥମ ବନ୍ୟାଜଳ ପ୍ରବେଶ କରିଛି। ବୈତରଣୀର...

ହାତୀ ଆକ୍ରମଣରେ ଚାଷୀ ମୃତ

ଦିଗପହଣ୍ଡି,୨୧।୧(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡିରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଦିଗପହଣ୍ଡି ସାନାଦାଣ୍ଡ ସାହିର ଆଲୁ.ଲାଚ୍ଛେୟା। ସୂଚନାଯୋଗ୍ୟ, ମଙ୍ଗଳବାର...

ବିଭିନ୍ନ ଦାବି ନେଇ ରାସ୍ତାକୁ ଓହ୍ଲାଇଲେ ଚାଷୀ, ବାଲିମେଳା ରାସ୍ତା ଅବରୋଧ

କୋରୁକୋଣ୍ଡା, ୧୬।୧୦ (ଡି.ଏନ.ଏ): ମାଲକାନଗିରି ଜିଲା କୋରୁକୋଣ୍ଡାଠାରେ ଚାଷୀ ଉତ୍ତେଜନା ଦେଖାଦେଇଛି। ମାଲକାନଗିରି ବାଲିମେଳା ରାସ୍ତାକୁ କୋରୁକୋଣ୍ଡାଠାରେ ଅବରୋଧ କରିଛନ୍ତି ଉତ୍ତେଜିତ ଚାଷୀ । ଚାଷୀଙ୍କୁ...

Leave a comment

Your email address will not be published. Required fields are marked *