Posted inଖେଳ

ମୁଖ୍ୟ ପର୍ଯ୍ୟାୟରେ ତନଭୀ, ଋତୁପର୍ଣ୍ଣା

ଲକ୍ଷ୍ନୌ, ୨୬।୧୧ (ପି.ଟି.)- ଭାରତୀୟ ମହିଳା ଶଟ୍‌ଲର ତନଭୀ ଲାଡ୍‌ ଓ ଋତୁପର୍ଣ୍ଣା ଦାସ ଏଠାରେ ଅନୁଷ୍ଠିତ ସୟଦ ମୋଦି ଇଣ୍ଟରନ୍ୟାଶନାଲ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ମୁଖ୍ୟ ପର୍ଯ୍ୟାୟରେ ପ୍ରବେଶ କରିଛନ୍ତି। ଯୋଗ୍ୟତା ପର୍ଯ୍ୟାୟର ମହିଳା ସିଙ୍ଗଲ୍ସ କ୍ୱାର୍ଟର ଫାଇନାଲରେ ତନଭୀ ୧୯-୨୧, ୨୧-୧୮, ୨୧-୮ ଗେମ୍‌ରେ ସାଥୀ ଖେଳାଳି ପ୍ରଶି ଜୋଶୀଙ୍କୁ ପରାସ୍ତ କରିଥିଲେ। ସେହିଭଳି ଋତୁପର୍ଣ୍ଣା ୨୧-୧୦, ୨୧-୧୨ ସିଧାସଳଖ ଗେମ୍‌ରେ ଶିଖା ଗୌତମଙ୍କୁ ହରାଇଛନ୍ତି। ମୁଖ୍ୟ ପର୍ଯ୍ୟାୟର ପ୍ରଥମ ରାଉଣ୍ଡରେ ତନଭୀ ରୁଷିଆର ନାଟାଲିଆ ପେର୍ମିନୋଭାଙ୍କୁ ଭେଟିବେ। ସେହିଭଳି ଋତୁପର୍ଣ୍ଣା ହଂକଂର ୟିପ୍‌ ପୁଇ ୟିନଙ୍କ ବିପକ୍ଷରେ ଖେଳି ଅଭିଯାନ ଆରମ୍ଭ କରିବେ।


All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ ଖେଳୁଥିଲା ମ୍ୟାଚ୍‌, ଷ୍ଟାଡିୟମରେ ପହଞ୍ଚିଲେ କୋହଲିଙ୍କ ପ୍ରଶଂସକ

ଲାହୋର, ୧୦।୧୦:ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ବର୍ତ୍ତମାନ ସମୟର ବିଶ୍ୱର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍‌ଙ୍କ ମଧ୍ୟରେ ଅନ୍ୟତମ। ମାତ୍ର ୩୦ ବର୍ଷ ବୟସରେ ସେ...

୮ମ ଶ୍ରେଣୀ ଛାତ୍ର ୪୫ କିମି ସାଇକେଲ ଚଳାଇ କଲେ ରେକର୍ଡ

ଶିମଲା,୨୫।୧: ହିମାଚଳପ୍ରଦେଶର ଜଣେ ୮ମ ଶ୍ରେଣୀ ଛାତ୍ର ୨ ଘଣ୍ଟା ୪୩ ମିନିଟ ସାଇକେଲ ଚଳାଇ ୪୫ କିମି ଦୂରତା ଅତିକ୍ରମ କରି ଏକ ରେକର୍ଡ...

ବେଲଜିୟମ କୋଚ୍‌ ମାର୍ଟିନେଜଙ୍କ କାର୍ଯ୍ୟକାଳ ବୃଦ୍ଧି

ବ୍ରସେଲ୍ସ,୪।୫(ଏଏଫ୍‌ପି): ବେଲ୍‌ଜିୟମ ଫୁଟବଲ କୋଚ୍‌ ରୋବେର୍ଟୋ ମାର୍ଟିନେଜଙ୍କ କାର୍ଯ୍ୟକାଳ ବୃଦ୍ଧି ହୋଇଛି। କାତାରରେ ଆୟୋଜନ ହେବାକୁ ଥିବା ଫିଫା ବିଶ୍ୱକପ୍‌ ପର୍ଯ୍ୟନ୍ତ ସେ କୋଚ୍‌ ପଦରେ...

ଟି୨୦ ବିଶ୍ୱକପ୍‌ ବାତିଲ ହେଲେ ଆଇପିଏଲ୍‌ ଲାଗି ବାଟ ଖୋଲିବ: ଟେଲର

ମେଲବୋର୍ନ,୧୭।୫(ପି.ଟି.): କୋଭିଡ-୧୯ ମହାମାରୀ କାରଣରୁ ଚଳିତ ବର୍ଷ ଅଷ୍ଟ୍ରେଲିଆରେ ଆୟୋଜନ ହେବାକୁଥିବା ଟି୨୦ ବିଶ୍ୱକପ୍‌ ବାତିଲ ହେବା ସମ୍ଭାବନା ସୃଷ୍ଟି ହୋଇଛି। ଯଦି ଏହି ମେଗା...

ଭାରତୀୟ କ୍ରିକେଟ ଦଳର ସଙ୍କଟମୋଚକ ଥିଲେ ଏହି ବ୍ୟାଟ୍ସମ୍ୟାନ୍‌

ଭାରତୀୟ କ୍ରିକେଟ ଦଳର ଭେରି ଭେରି ସ୍ପେଶାଲ ବ୍ୟାଟ୍ସମ୍ୟାନ୍‌ ଭିଭିଏସ୍‌ ଲକ୍ଷ୍ମଣ ଆଜି ୪୫ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୪ ମସିହା ନଭେମ୍ବର ୧ ତାରିଖରେ...

କର୍ତ୍ତବ୍ୟ ପରାୟଣ ଯୋଗୀନ୍ଦର ଶର୍ମାଙ୍କୁ ଆଇସିସିର ପ୍ରଶଂସା

ନୂଆଦିଲ୍ଲୀ,୨୯।୩(ପି.ଟି.)-୨୦୦୭ ଟି୨୦ ବିଶକପ୍‌ ହିରୋ ପୂର୍ବତନ ଭାରତୀୟ କ୍ରିକେଟର ତଥା ପୋଲିସ୍‌ ଅଧିକାରୀ ଯୋଗୀନ୍ଦର ଶର୍ମାଙ୍କୁ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଭୂୟିୟସୀ ପ୍ରଶଂସା କରିଛି।...

ଜୁନ୍‌ ୧୭ରୁ ପୁଣି ଆରମ୍ଭ ହେବ ପ୍ରିମିୟର ଲିଗ୍‌

ଲଣ୍ଡନ, ୨୯।୫(ଏଏଫ୍‌ପି): ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ଫୁଟବଲ ପ୍ରତିଯୋଗିତା ପ୍ରିମିୟର ଲିଗ୍‌ ଜୁନ୍‌ ୧୭ ତାରିଖରୁ ପୁଣି ଆରମ୍ଭ ହେବ। ଇଂଲିଶ୍‌ ପ୍ରିମିୟର ଲିଗ୍‌ (ଇପିଏଲ୍‌)...

ତୃତୀୟ ଦିନିକିଆ: ବାଂଲାଦେଶର ବୃହତ୍‌ ବିଜୟ

ସିଲହେଟ,୭।୩- ବର୍ଷା ବାଧାପ୍ରାପ୍ତ ଜିମ୍ବାଓ୍ବେ ବିପକ୍ଷ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଘରୋଇ ବାଂଲାଦେଶ ଡକ୍‌ଓ୍ବର୍ଥ/ ଲୁଇସ୍‌ ନିୟମରେ ୧୨୩ ରନରେ ବିଜୟୀ ହୋଇଛି। ଟସ୍‌ ହାରି...

Leave a comment

Your email address will not be published. Required fields are marked *