Posted inUncategorized

ଅସହ୍ୟ ହେଲା ଅତ୍ୟାଚାର: ସ୍ବାମୀଙ୍କ ଉପରେ ଗରମ ପାଣି ଢ଼ାଳିଦେଲେ ସ୍ତ୍ରୀ

ଦିଗପହଣ୍ଡି/ପାଟପୁର,୨୬ା୧୧(ଡି.ଏନ୍‌.ଏ.)- ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଅତ୍ୟାଚାର ସହି ନ ପାରି ସ୍ବାମୀଙ୍କ ଉପରେ ସ୍ତ୍ରୀ ଗରମ ପାଣି ଢ଼ାଳି ଦେଇଥିବା ଅଭିଯୋଗ ହୋଇଛି। ଗୁରୁତର ଆହତ ସ୍ବାମୀଙ୍କୁ ପଡୋଶୀ  ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ତାଙ୍କ ଶରୀରର ପଚାଶ ପ୍ରତିଶତ ପୋଡ଼ି ଯାଇଥିବା ଡା. ରମେଶ ଚନ୍ଦ୍ର ପାତ୍ର କହିଛନ୍ତି।


All Right Reserved By Dharitri.Com

Posted inUncategorized View All

ଓଡ଼ିଶାରେ ରାଷ୍ଟ୍ରପତି

ଭୁବନେଶ୍ୱର,୨୭।୯(ବ୍ୟୁରେ): ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀରୁ ଆସି ଓଡ଼ିଶାରେ ପହଞ୍ଚିଛନ୍ତି। ବାୟୁସେନାର ସ୍ବତନ୍ତ୍ର ବିମାନ ‘ରାଜକମଲ’ରେ ଭୁବନେଶ୍ୱରର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ...

ଶିକ୍ଷକ ନିଯୁକ୍ତି ଦାବିରେ ୩ଦିନ ହେଲା ସ୍କୁଲରେ ତାଲା

ଦେବଗଡ଼,୧।୩(ଡି.ଏନ.ଏ)-ଦେବଗଡ଼ ଜିଲା ରିଆମାଳ ବ୍ଲକ ଆଡସ ପଞ୍ଚାୟତ ଅନ୍ତର୍ଗତ ନବଡିହି କରଡାପାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ଦାବିରେ ବିଦ୍ୟାଳୟ ପରିଚାଳନା କମିଟି...

ଗବର ସିଂ ଚୟନ ଅନ୍ତରାଳେ

‘କିତ୍‌ନେ ଆଦ୍‌ମୀ ଥେ’ ଡାଏଲଗ୍‌ କଥା ମନେପଡିଲେ ଆଖି ସାମ୍‌ନାକୁ ଚାଲିଆସେ ସେହି ଡକାୟତ ଗବର ସିଂଙ୍କ ମୁହଁ। ସୁପର ଡୁପର ହିଟ୍‌ ହିନ୍ଦୀ ସିନେମା...

ଶ୍ରମିକଙ୍କ ପାଇଁ ପୁଣି ଡ୍ରାଇଭର ସାଜିଲେ ମନ୍ତ୍ରୀ ସୁଶାନ୍ତ ସିଂ

ସୋହେଲା,୯ା୫(ଡି.ଏନ.ଏ.): କିଛି ଦିନ ତଳେ ରାଜ୍ୟ ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ଶ୍ରମିକମାନଙ୍କ ପାଇଁ ନିଜେ ଡ୍ରାଇଭର ସାଜି ରାତିରେ ସୋନପୁର...

ୟୁଏସ୍‌ ଓପନ୍‌ ଟେନିସ୍‌: ସେରେନାଙ୍କୁ ହରାଇ ଆଣ୍ଡ୍ରେସ୍କୁ ଚାମ୍ପିୟନ

ନ୍ୟୁୟର୍କ,୮।୯(ଏଏଫପି): ୧୯ ବର୍ଷୀୟା କାନାଡ଼ା ମହିଳା ଟେନିସ୍‌ ତାରକା ବାଇଆଙ୍କା ଆଣ୍ଡ୍ରେସ୍କୁ ଏଥର ୟୁଏସ୍‌ ଓପନ୍‌ ଟାଇଟଲ ହାସଲ କରିଛନ୍ତି। ବର୍ଷର ଚତୁର୍ଥ ତଥା ଅନ୍ତିମ...

ଇଞ୍ଜେକଶନ୍‌ ନେଇ ଏକାଧିକ ରୋଗୀ ଅସୁସ୍ଥ

ପୁରୀ ଅଫିସ,୧୨।୧୨: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟର ସର୍ଜରୀ ୱାର୍ଡରେ ବୁଧବାର ସକାଳେ ଇଞ୍ଜେକଶନ ନେବା ପରେ ଏକାଧିକ ରୋଗୀ ଅସୁସ୍ଥ ହୋଇପଡ଼ିଥିଲେ। ଇଞ୍ଜେକସନ୍‌ ନେବାର...

ବିଅର ଗ୍ରିଲ୍ସ କେମିତି ବୁଝୁଥିଲେ ମୋଦିଙ୍କ ହିନ୍ଦୀ

ନୂଆଦିଲ୍ଲୀ,୨୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ଜନତାଙ୍କ ମନରେ ଉଙ୍କି ମାରୁଥିବା ଏକ ବଡ ପ୍ରଶ୍ନର ଉତ୍ତର ଦେଇଛନ୍ତି। ସେ...

Leave a comment

Your email address will not be published. Required fields are marked *