Posted inରାଜ୍ୟ

ସୁସ୍ଥ ହେଲେ ୧୩୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୮।୧: ଓଡ଼ିଶାରେ ଗୁରୁବାର ୧୩୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନାରୁ ଆରୋଗ୍ୟ ଲାଭ କରିଥିବା ଲୋକଙ୍କ ସଂଖ୍ୟା ୩,୩୧,୬୬୭ରେ ପହଞ୍ଚିଛି। ସୁନ୍ଦରଗଡ଼ରୁ ସର୍ବାଧିକ ୨୩ ଜଣ ସୁସ୍ଥ ହୋଇଥିବାବେଳେ ପୁରୀରୁ ୨୦, ଅନୁଗୁଳରୁ ୧୩, ଯାଜପୁରରୁ ୮, ବରଗଡ଼ରୁ ୬, ଭଦ୍ରକରୁ ୫, କେନ୍ଦୁଝର ଓ ନୂଆପଡ଼ାରୁ ୪, ବଲାଙ୍ଗୀର, କଟକ, ଦେଓଗଡ଼, ଜଗତ୍‌ସିଂହପୁର, ଝାରୁସୁଗୁଡ଼ା ଓ ଖୋର୍ଦ୍ଧାରୁ ୩, ଗଜପତି, ଗଞ୍ଜାମ, ମୟୁରଭଞ୍ଜ ଓ ସୋନୁପରରୁ ୨, ବାଲେଶ୍ୱର, ବୌଦ୍ଧ, କଳାହାଣ୍ଡି ଓ ଷ୍ଟେଟ୍‌ ପୁଲରୁ ଜଣେ ଲେଖାଏ ଆରୋଗ୍ୟ ଲାଭ କରଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିଘେରରେ କେନ୍ଦୁଘାଟି

କେନ୍ଦୁଝର, ୨୩ା୯ (ସ୍ବ.ପ୍ର.)-ସରକାର ସମସ୍ତ ଗ୍ରାମକୁ ସବୁଦିନିଆ ରାସ୍ତା ନିର୍ମାଣ ପାଇଁ ପଦକ୍ଷେପ ନେଉଛନ୍ତି। ଏପରିକି ବିଜୁ ସେତୁ ଯୋଜନାରେ ନଦୀନାଳରେ ପୋଲ ନିର୍ମାଣ କରି...

ସିଏଏ ନେଇ ବୁଝାଇବା ବେଳ ଗଲାଣି, ଆଗରୁ ବୁଝାଇଥିଲେ ଭଲ ହୋଇଥାନ୍ତା: ପ୍ରତାପ

ଭୁବନେଶ୍ୱର,୨୭।୨(ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଗସ୍ତ ନେଇ ବିଜେଡି ମୁଖପାତ୍ର ପ୍ରତାପ ଦେବ ପ୍ରତିକ୍ରିୟା ରଖିଛନ୍ତି। ଓଡ଼ିଶାରେ ଲୋକଙ୍କୁ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିଷୟରେ...

ସବୁ ଜିଲାରେ କୋଭିଡ୍‌-୧୯ ହସ୍ପିଟାଲ

ଭୁବନେଶ୍ୱର,୧।୪(ବ୍ୟୁରୋ)/ ଝାରସୁଗୁଡ଼ା ଅଫିସ୍‌: ରାଜ୍ୟର ସବୁ ଜିଲାରେ କୋଭିଡ୍‌-୧୯ ହସ୍ପିଟାଲ ସ୍ଥାପନ ହେବ। ଏଥିପାଇଁ ବିଭିନ୍ନ ଘରୋଇ ହସ୍ପିଟାଲ ସହଯୋଗରେ ଯୁଦ୍ଧକାଳୀନ ଭିତ୍ତିରେ ଏହା କରାଯିବ।...

କମାଣ୍ଡାଣ୍ଟ ଫାଗୁରାମଙ୍କ ଦେହାନ୍ତ: ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଶେଷକୃତ୍ୟ

ରାଇରଙ୍ଗପୁର,୧୪।୩(ଡି.ଏନ.ଏ)-ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଥାନା ଅଧୀନ ସାନପାଖଣା ଗ୍ରାମର ସଶସ୍ତ୍ର ସୁରକ୍ଷା ବାହିନୀ କମାଣ୍ଡାଣ୍ଟ ଡା. ଫାଗୁରାମ ମାରାଣ୍ଡି(୫୪)ଙ୍କ ଶୁକ୍ରବାର ହୃଦ୍‌ରୋଗରେ ମୃତ୍ୟୁ ଘଟିଛି। ଆସାମ...

୩୦ ପୂର୍ବରୁ ବସିବ ବିଧାନସଭା ଅଧିବେଶନ

ଭୁବନେଶ୍ୱର,୩ା୯(ବ୍ୟୁରୋ)-ସେପ୍ଟେମ୍ବର ୩୦ ତାରିଖ ପୂର୍ବରୁ ବିଧାନସଭା ଅଧିବେଶନ ବସିବ। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ବର୍ତ୍ତମାନ ରାଜସ୍ଥାନ ବିଧାନସଭା...

ନୂଆ ରୂପ ପାଇବ ରାଜ୍ୟ ସଂଗ୍ରହାଳୟ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ଭର୍ଚୁଆଲ୍‌ ସଂଗ୍ରହାଳୟ ମଙ୍ଗଳବାର ଉଦ୍‌ଘାଟିତ ହୋଇଛି। ସଂଗ୍ରହାଳୟର ୬୩ତମ ପ୍ରତିଷ୍ଠା ଦିବସରେ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ...

ପରୀକୁ ନେଇ ଥମୁନି ତାତି

ଭୁବନେଶ୍ୱର,୨ା୧୨(ବ୍ୟୁରୋ): ପରୀ ମୃତ୍ୟୁ ଘଟଣାରେ ଏସ୍‌ଆଇଟି ତଦନ୍ତ ନିର୍ଦ୍ଦେଶ ପରେ ବି ଏହି ମାମଲା ଥମିବାର ନାଁ ନେଉନି। ଭାଜପାର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ...

‘ୟାସ୍‌’ ଆସିବା ସମୟରେ କେଉଁଠି କେତେ ରହିବ ପବନର ବେଗ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ବାତ୍ୟା ‘ୟାସ୍‌’ ଏବେ ପାରାଦୀପଠାରୁ ୫୦୦ କିଲୋମିଟର ଦୂରରେ ଅଛି। ସୋମବାର ଏହା ବାତ୍ୟାର ରୂପ ନେବ। ମଙ୍ଗଳବାର ଅତି ଭୀଷଣ ବାତ୍ୟାରେ ପରିଣତ...

Advertisement
Archives

Model This Week