୧୩,୨୬୨ କୋଟିର ଏଫ୍‌ପିଆଇ ନିବେଶ

ନୂଆଦିଲ୍ଲୀ: ଭାରତୀୟ ଶେୟାର ବଜାରରେ ବିଦେଶୀ ପୋର୍ଟଫୋଲିଓ ନିବେଶକ(ଏଫ୍‌ପିଆଇ)ଙ୍କ ନିବେଶ ଜୁନ ମାସରେ ୧୩,୨୬୨ କୋଟି ଟଙ୍କା ରହିଛି। ବିଦେଶୀ ନିବେଶକମାନେ ଭାରତୀୟ ବଜାରରେ ନିବେଶ ଧାରା ଜାରି ରଖିଛନ୍ତି। କୋଭିଡ୍‌ ମାମଲା କମୁଥିବା ବେଳେ ଅର୍ଥ ବ୍ୟବସ୍ଥା ଖୋଲିବା ନେଇ ନିବେଶକ ଆଶା ରଖିଛନ୍ତି। ଦେଶର ବିଭିନ୍ନ ପ୍ରାନ୍ତରେ କଟକଣା ବର୍ତ୍ତମାନ ହ୍ରାସ ପାଉଛି। ଏହାଦ୍ୱାରା ଆର୍ଥତ୍କ କାର୍ଯ୍ୟକଳାପ ବଢିଛି। ପ୍ରଥମ ତ୍ରୈମାସରେ କମ୍ପାନୀଗୁଡିକର ଫଳାଫଳ ଉନ୍ନତ ରହିଛି। ଆଗାମୀ ଦିନଗୁଡିକରେ ମଧ୍ୟ ସକାରାତ୍ମକ ଅଭିବୃଦ୍ଧି ନେଇ ଆକଳନ କରାଯାଇଛି। ଡିପୋଜିଟାରୀ ଡାଟା ମୁତାବକ, ଏଫପିଆଇ ଜୁନ୍‌ ୩୦ ସୁଦ୍ଧା ଶେୟାରରେ ୧୭,୨୧୫ କୋଟି ଏବଂ ବଣ୍ଡରେ ୩୯୪୬ କୋଟି ନିବେଶ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

IRCTC ଆକାଉଣ୍ଟର ପାସୱାର୍ଡ ଭୁଲି ଯାଇଛନ୍ତି କି? ଏହି ସହଜ ଷ୍ଟେପ୍ସ ଆପଣାଇ କେଇ ମିନିଟ୍‌ରେ କରନ୍ତୁ ରିସେଟ୍‌

ନୂଆଦିଲ୍ଲୀ,୨୧।୬:ଭାରତରେ ପ୍ରତିଦିନ ହଜାର ହଜାର ଟ୍ରେନ ଚାଲୁଛି। କୋଟି କୋଟି ଲୋକ ଏଥିରେ ଯାତ୍ରା କରୁଛନ୍ତି। ପୂର୍ବରୁ ଲୋକେ ଟିକେଟ କାଉଣ୍ଟରକୁ ଯାଇ ଲମ୍ବା ଲାଇନରେ ଛିଡ଼ା…

ଇପିଏଫ୍‌ଓ ୩.୦ରେ ବଡ଼ ପରିବର୍ତ୍ତନ! ଆଉ ୭୫% ନୁହେଁ, ଏଣିକି ବିନା କାରଣରେ ବି ଉଠାଇ ପାରିବେ ପୁରା PF ଟଙ୍କା

ନୂଆଦିଲ୍ଲୀ,୨୧।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର ସଦସ୍ୟମାନଙ୍କ ପାଇଁ ‘EPFO 3.0’ ଅଧୀନରେ ଅନେକ ସହଜ ଓ ସୁବିଧାଜନକ ନିୟମ ଆଣିବାକୁ ଯାଉଛି। ଏହି…

ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପ୍ରାଇମ ଡେ’ର ୧୦ମ ସଂସ୍କରଣ

ଭୁବନେଶ୍ୱର,୨୧।୬: ଆସନ୍ତା ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପକ୍ଷରୁ ପ୍ରାଇମ ଡେ’-୨୦୨୬ର ୧୦ମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି । ଏହା ୪ ଜୁଲାଇ ରାତି ୧୨ଟାରୁ…

ସାବଧାନ! ବଦଳିଲା ରେଳବାଇର ନିୟମ; ବିନା ଟିକେଟ୍‌ରେ ଯାତ୍ରା କଲେ ଦୁଇଗୁଣା ଜରିମାନା ସହ ଜେଲ ଦଣ୍ଡ

ନୂଆଦିଲ୍ଲୀ,୨୧।୬: ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କୁ ସେମାନଙ୍କ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଉଥିବା ଟ୍ରେନ, ଲୋକଙ୍କ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ଅଟେ। କମ ଭଡ଼ା ହେବା ସତ୍ତ୍ୱେ…

ସେକେଣ୍ଡ ହ୍ୟାଣ୍ଡ ଗାଡ଼ି କିଣୁଥିଲେ ସାବଧାନ ! କେବଳ ଲୁକ୍‌ ନୁହେଁ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ ଜରୁରୀ ଡକ୍ୟୁମେଣ୍ଟ

ନୂଆ କାର୍‌ ତୁଳନାରେ କମ ଦାମ୍‌ରେ ଗାଡ଼ି ବା ସେକେଣ୍ଡ ହ୍ୟାଣ୍ଡ କାର୍‌ (Used Car) କିଣିବାକୁ ପସନ୍ଦ କରୁଛନ୍ତି। ତେବେ ବ୍ୟବହୃତ କାର୍‌ କିଣିବା ସମୟରେ…

ଗ୍ୟାସ୍‌ ସିଲିଣ୍ଡର ଲିକ୍‌ ହେଲେ ଭୁଲରେ ବି କରନ୍ତୁ ନାହିଁ ଏହି ୫ କାମ, ସାମାନ୍ୟ ଅସାବଧାନତା ଯୋଗୁ…

ଆଜିର ସମୟରେ ଏଲପିଜି ଗ୍ୟାସ ସିଲିଣ୍ଡର (LPG Gas Cylinder) ପ୍ରାୟ ସମସ୍ତଙ୍କ ରୋଷେଇ ଘରର ଏକ ଅପରିହାର୍ଯ୍ୟ ଅଂଶ ପାଲଟିଛି। କିନ୍ତୁ ଏହାର ବ୍ୟବହାରରେ ସାମାନ୍ୟ…

ପିଏମ ସୂର୍ଯ୍ୟଘର: ଓଡ଼ିଶାର ପ୍ରଥମ ସୋଲାର ଦିଦି ବ୍ୟାଚ୍‌ର ପ୍ରଶିକ୍ଷଣ ସମ୍ପନ୍ନ

ଭୁବନେଶ୍ୱର, ୨୦।୬: ଟାଟା ପାୱାର ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିସିଓଡିଏଲ) ପକ୍ଷରୁ କଟକସ୍ଥିତ ଟାଟା ପାୱାର ସ୍କିଲ ଡେଭେଲପମେଣ୍ଟ ଇନଷ୍ଟିଚ୍ୟୁଟ (ଟିପିଏସଡିଆଇ)ରେ ପିଏମ ସୂର୍ଯ୍ୟଘର: ମୁଫ୍ତ…

ରୟାଲ୍ ଏନଫିଲ୍ଡର ପ୍ରଥମ ଇଲେକ୍ଟ୍ରିକ୍ ବାଇକ୍ ‘Flying Flea C6’ ଲଞ୍ଚ୍: ଜାଣନ୍ତୁ ଦମଦାର୍ ଫିଚର୍ସ-ମୂଲ୍ୟ

ନୂଆଦିଲ୍ଲୀ,୧୯।୬: ଭାରତୀୟ ବାଇକ୍ ନିର୍ମାତା କମ୍ପାନୀ ରୟାଲ୍ ଏନଫିଲ୍ଡର ନୂଆ ଇଲେକ୍ଟ୍ରିକ୍ ବ୍ରାଣ୍ଡ୍ ‘Flying Flea’ ଏହାର ପ୍ରଥମ ଇଲେକ୍ଟ୍ରିକ୍ ମୋଟରସାଇକେଲ୍ Flying Flea C6 ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri