କୂଅରୁ ମିଳିଲା କଟାମୁଣ୍ଡ: ମୃତଦେହ ଉଦ୍ଧାର, ତଦନ୍ତ ଜାରି

କଣିହାଁ,୨୮।୧୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହା ବ୍ଲକ ରେଙ୍ଗାଳି ଗ୍ରାମ ବାଲିପଶି ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ସାହିର ଦୁର୍ଯ୍ୟୋଧନ ତୁଙ୍ଗ(୪୨)ଙ୍କ ମୁଣ୍ଡକୁ କେହି ଦୁର୍ବୃତ୍ତ କାଟି ବୁଧବାର ବିଳମ୍ବିତ ରାତିରେ ତାଙ୍କ ବାଡ଼ିପଟରେ ଥିବା କୂଅରେ ପକାଇ ଦେଇଛି। ଏ ସମ୍ପର୍କରେ ଜଣାପଡ଼ିବା ପରେ ଗୁରୁବାର ଘଟଣାସ୍ଥଳରେ ରେଙ୍ଗାଳି ଡ୍ୟାମ ପୋଲିସ ପହଞ୍ଚି କୂଅରୁ ମୃତଦେହ ଉଦ୍ଧାର କରିବା ସହିତ ତଦନ୍ତ ଜାରିରଖିଛି।


All Right Reserved By Dharitri.Com

ଘର ଭାଂଗବାର ୫ ବଛର ବିତଲା:ତାରପଲିନ୍‌ ତଲେ ବୁଢ଼ାବୁଢ଼ି, ପରହର ଘରେ ପୁଓବହ

ଅତାବିରା, ୨୮।୬ (ଡି.ଏନ୍‌.ଏ): ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟିଲି ପଁଚେତ୍‌ ଉଦେପୁର ଗଁାର କୃଷ୍ଣ ବନଛୁର(୬୪)। ସେ ଝନେ ନିହାତି ଗରିବ୍‌ ହେଇଥିଲାବେଲେ ୫...

ଝିଅକୁ ହରାଇଥିବା ହୋମଗାର୍ଡଙ୍କୁ ସହାୟତା

ପିପିଲି,୩୦।୪(ଡି.ଏନ.ଏ.): ଝିଅକୁ ହରାଇବା ସତ୍ତ୍ୱେ କର୍ତ୍ତବ୍ୟକୁ ଅବହେଳା ନ କରି କାର୍ଯ୍ୟରେ ରହିଥିବା ପିପିଲି ଥାନା ଅଞ୍ଚଳରେ କାର୍ଯ୍ୟରତ ହୋମଗାର୍ଡ ଗୌରୀ ବେହେରାଙ୍କୁ ସହାୟତାର ସୁଅ...

ମାନସିକଧାରୀ ଭୋଗ ଲଗାଇଲେ ଆରିସା ପିଠା, ଖିର ଗଇଁଠା

ଚଣ୍ଡିଖୋଲ,୨୪।୧(ଡି.ଏନ.ଏ) ଓଡ଼ିଶା ପ୍ରସିଦ୍ଧ ଓଳାଶୁଣୀ ଗୁମ୍ଫା ମେଳା ଶୁକ୍ରବାର ୫ମ ଦିନରେ ପହଞ୍ଚିଛି। ଅପରାହ୍ନରେ ମେଳାରେ ପଡ଼ିଥିବା ତିନିକଡ଼ ରାସ୍ତାରେ ବ୍ୟାପକ ଜନଗହଳି ସହିତ ପାହାଡ଼...

ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କଲେ ଆଇସିଏମ୍‌ଆର୍‌, ଡବ୍ଲ୍ୟୁଏଚ୍‌ଓ ପ୍ରତିନିଧି ଦଳ

ଗୋପାଳପୁର,୧୧ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ଦ୍ରୁତ ଗତିରେ କରୋନା ପଜିଟିଭଙ୍କ ସଂଖ୍ୟା ବଢିବାରେ ଲାଗିଛି। ରବିବାର ଡବ୍ଲ୍ୟୁଏଚ୍‌ଓ, ଆଇସିଏମ୍‌ଆର ପ୍ରତିନିଧି ଦଳ ରବିବାର ଦୁଇଟି ସଙ୍ଗରୋଧ କେନ୍ଦ୍ର...

ମହାବିଦ୍ୟାଳୟ ପରିସରରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ଜେନାପୁର,୧୩।୩(ଡି.ଏନ୍‌.ଏ.): ଯାଜପୁର ଜିଲା ଜେନାପୁର ଥାନା ଅନ୍ତର୍ଗତ ମୁକୁନ୍ଦ ପାତ୍ର ମହାବିଦ୍ୟାଳୟ ପରିସରରେ ଥିବା ଏକ ଶାଗୁଆନ ଗଛରୁ ଶୁକ୍ରବାର ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ...

ରାସ୍ତାକଡରେ ବିପଦ ସାଜିଛି ଶୁଖିଲା ଗଛ, ତୁରନ୍ତ ହଟାଇବା ଦାବି

ଗଣିଆ,୧ା୯(ଡି.ଏନ.ଏ.): ଗଣିଆ-ବଡମୂଳ ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱରେ ଥିବା ଶୁଖିଲା ଗଛଗୁଡିକ ବିପଦସଙ୍କୁଳ ଅବସ୍ଥାରେ ରହିଛି । ଏହି ରାସ୍ତାର ଉଭୟ ପାର୍ଶ୍ୱରେ ଅନେକ ବଡ...

ଦୁଇ ପଡ଼ୋଶୀ ମହିଳାଙ୍କ କଳି, ଜଣଙ୍କର ଜୀବନ ଗଲା

ରାସଗୋବିନ୍ଦପୁର, ୨୬।୧୧ (ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନାଠାରୁ ପ୍ରାୟ ୧୩ କି.ମି. ଦୂର ଅମର୍ଦ୍ଦା ପଞ୍ଚାୟତ ଅଧୀନ ବାଉଁଶୁଣି ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ...

ଖଡିଆଳ, ବୋଡେନ ଓ ସିନାପାଲିରେ ସ୍ବାସ୍ଥ୍ୟ ସମସ୍ୟା ବେହାଲ

ନୂଆପଡା ଅଫିସ,୨୨ା୯ ନୂଆପଡା ଜିଲାର ଖଡିଆଳ, ବୋଡେନ ଏବଂ ସିନାପାଲି ବ୍ଲକ ଅଞ୍ଚଳରେ ସରକାରୀ ସ୍ବାସ୍ଥ୍ୟ ସେବା ବିପର୍ଯ୍ୟସ୍ତ ହୋଇପଡିଛି । ସରକାରଙ୍କ ତରଫରୁ ବିଭିନ୍ନ...

Leave a comment

Your email address will not be published. Required fields are marked *