Posted inଖେଳ

ହେଲମେଟ ପିନ୍ଧି ବୋଲିଂ କଲେ ବୋଲର

ଅକ୍‌ଲାଣ୍ଡ,୨୮।୧୧- କ୍ରିକେଟ ପଡ଼ିଆରେ ବଢ଼ୁଥିବା ଆହତ ସମସ୍ୟା ଯୋଗୁ ଖେଳାଳିଙ୍କ ସୁରକ୍ଷାକୁ ଏବେ ଗୁରୁତ୍ୱ ଦିଆଯାଉଛି। ମୁଣ୍ଡରେ ବଲ ବାଜିବାରୁ ବ୍ୟାଟ୍ସମ୍ୟାନମାନେ ଗଭୀର ଆହାତ ହେବାର ବହୁ ଦୃଷ୍ଟାନ୍ତ ରହିଛି। କିନ୍ତୁ ବଲ ବୋଲରଙ୍କ ମୁଣ୍ଡରେ ମଧ୍ୟ ବାଜିବାର ସମ୍ଭାବନା ରହିଛି। ଏଥିଯୋଗୁ ନ୍ୟୁଜିଲାଣ୍ଡ ପେସର ଆଣ୍ଡ୍ର୍ୟୁ ଏଲିସ ବଲ ବାଜିବାରୁ ବର୍ତ୍ତିବା ପାଇଁ ହେଲମେଟ ପିନ୍ଧି ବୋଲିଂ କରିଛନ୍ତି। ଉଲ୍ଲେଖଥାଉ କି, ଚଳିିତ ଫୋର୍ଡ ଟ୍ରଫିର ପୂର୍ବ ସେସନରେ ବୋଲିଂ କଲାବେଳେ ଏଲିସଙ୍କ ମୁଣ୍ଡରେ ଆଘାତ ଲାଗିଥିଲା। ଏଥିନେଇ ପରବର୍ତ୍ତୀ ସେସନରେ ନିଜକୁ ସୁରକ୍ଷିତ ରଖିବା ପାଇଁ ହେଲାମେଟ ବ୍ୟବହାର କରିଥିଲେ। ତେବେ ସେ ହେଲମେଟ ପରିଧାନ କରି ବୋଲିଂ କରିବାରେ ପ୍ରଥମ ବୋଲର ନୁହେଁ। ୨୦୧୭ ଡିସେମ୍ବରରେ ବୋରିସ ବନର୍‌ସ ପ୍ରଥମ ବୋଲର ଭାବେ ହେଲମେଟ ବ୍ୟବହାର କରିଥିଲେ।


All Right Reserved By Dharitri.Com

Posted inଖେଳ View All

ରାଜକୋଟ୍‌ରେ ଭଲ ନାହିଁ ଭାରତର ରେକର୍ଡ

ରାଜକୋଟ,୧୬।୧(ପି.ଟି.)- ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ (ଏସ୍‌ସିଏ) ଗ୍ରାଉଣ୍ଡରେ ଘରୋଇ ଭାରତର ରେକର୍ଡ ଭଲ ନାହିଁ। ଏଠାରେ ଗତ ଦୁଇଟି ମ୍ୟାଚ୍‌ ଖେଳି ଭାରତ ପରାସ୍ତ...

ପନ୍ତ ଜେଏସ୍‌ଡବ୍ଲ୍ୟୁର ବ୍ରାଣ୍ଡ୍‌ ଆମ୍ବାସାଡର

ନୂଆଦିଲ୍ଲୀ, ୬।୨(ପି.ଟି.)- ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଜେଏସ୍‌ଡବ୍ଲ୍ୟୁ ଷ୍ଟିଲ୍‌ର ବ୍ରାଣ୍ଡ୍‌ ଆମ୍ବାସାଡର ନିଯୁକ୍ତ ହୋଇଛନ୍ତି। ବୁଧବାର ଏ ନେଇ ଜେଏସ୍‌ଡବ୍ଲ୍ୟୁ ତରଫରୁ ଘୋଷଣା...

ମିଷ୍ଟର ଡିପେଣ୍ଡବୁଲ୍‌ ୪୭ ବର୍ଷରେ କଲେ ପଦାର୍ପଣ: ପିଲାଦିନ ସାଥୀ ବିଜେତାଙ୍କୁ କରିଥିଲେ ଜୀବନସାଥୀ

ନୂଆଦିଲ୍ଲୀ,୧୧।୧: ଭାରତୀୟ କ୍ରିକେଟର ରାହୁଲ ଦ୍ରାବିଡ୍‌ ଶନିବାର ୪୭ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୭୩ଜାନୁୟାରୀ ୧୧ରେ ଇନ୍ଦୋରଠାରେ ଜନ୍ମଗ୍ରହଣ କରିଥିଲେ। ୧୨ ବର୍ଷ ବୟସରୁ...

କରୋନା ଭାଇରସ୍‌: ସାମୟିକ ଡୋପ୍‌ ଟେଷ୍ଟ କରିବନି ଚିନାଡା

ଲାଉସାନେ, ୩ା୨ (ଏଏଫ୍‌ପି)-ଟୋକିଓ ଅଲିମ୍ପିକ୍ସ ୬ମାସରୁ କମ୍‌ ସମୟ ରହିଥିବା ବେଳେ କରୋନା ଭାଇରସ ପାଇଁ ଚାଇନାର ଷ୍ଟେଟ୍‌ ଆଣ୍ଟି ଡୋପିଂ ଏଜେନ୍ସି (ଚିନାଡା)କୁ ସାମୟିକ...

ଭାରତୀୟ କ୍ରିକେଟ ଦଳର ସଙ୍କଟମୋଚକ ଥିଲେ ଏହି ବ୍ୟାଟ୍ସମ୍ୟାନ୍‌

ଭାରତୀୟ କ୍ରିକେଟ ଦଳର ଭେରି ଭେରି ସ୍ପେଶାଲ ବ୍ୟାଟ୍ସମ୍ୟାନ୍‌ ଭିଭିଏସ୍‌ ଲକ୍ଷ୍ମଣ ଆଜି ୪୫ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୪ ମସିହା ନଭେମ୍ବର ୧ ତାରିଖରେ...

୧୯ ବର୍ଷରୁ କମ୍‌ ଏସିଆ କପ୍‌: ଭାରତ-ବାଂଲାଦେଶ ଫାଇନାଲ

କଲମ୍ବୋ, ୧୨।୯- ଶ୍ରୀଲଙ୍କାରେ ଚାଲିଥିବା ୧୯ ବର୍ଷରୁ କମ୍‌ ଏସିଆ କପ୍‌ କ୍ରିକେଟ୍‌ ପ୍ରତିଯୋଗିତାର ଫାଇନାଲ ଲାଇନ୍‌ଅପ୍‌ ଚୂଡ଼ାନ୍ତ ହୋଇଛି। ଭାରତ ଓ ବାଂଲାଦେଶ ପରସ୍ପରକୁ...

ଧାରରେ ଗ୍ଲୋଭ୍ସ ନେଇ ପ୍ରାକ୍ଟିସ କରୁଥିଲେ ପଙ୍ଘାଲ

ନୂଆଦିଲ୍ଲୀ,୨୬।୯: ବିଜେନ୍ଦ୍ର କୁମାର, ଅଖିଲ କୁମାର, ବିକାଶ କ୍ରିଷ୍ଣନ ଓ ଶିବ ଥପ୍ପାଙ୍କ ପରେ ଦେଶର ଉଦୀୟମାନ ବକ୍ସର ହେଉଛନ୍ତି ରୋହତକର ଅମିତ ପଙ୍ଘାଲ। ନିକଟରେ...

ମହିଳାଙ୍କ ଉପରେ ବାସନ୍ଦ ଲାଗିବା ପ୍ରସଙ୍ଗ:  ଇରାନ ଗସ୍ତ କରିବେ ଫିଫା ପ୍ରତିନିଧି

ଲୌସାନ୍ନେ,୧୨।୯(ଏଏଫ୍‌ପି): ଇରାନରେ ମହିଳା ପ୍ରଶଂସକଙ୍କୁ ଫୁଟ୍‌ବଲ ଷ୍ଟାଡିୟମ ମଧ୍ୟକୁ ପ୍ରବେଶକୁ ବାରଣ ରହିଛି। ଏହି ନିୟମରେ ପରିବର୍ତ୍ତନ କରିବା ପାଇଁ ଫିଫା ପକ୍ଷରୁ ପ୍ରତିନିଧି ମଣ୍ଡଳି...

Leave a comment

Your email address will not be published. Required fields are marked *