ସାଇକେଲରେ ଯାଉଥିବା ବେଳେ ପିଟିଲା କାର୍‌: ମା’ ମୃତ, ଝିଅ ଗୁରୁତର

ଖୋର୍ଦ୍ଧା ଅଫିସ/ବାଲୁଗାଁ,୨୯।୧୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବାଲୁଗାଁ ଥାନା ସୁବୁଦ୍ଧିପାଟଣାଛକରେ ଶୁକ୍ରବାର ପୂର୍ବାହ୍ନରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ସାଇକେଲରେ ଯାଉଥିବା ସୁବୁଦ୍ଧିପାଟଣାଗ୍ରାମର ମା’ ଏବଂ ଝିଅଙ୍କୁ ପଛପଟୁ ଦ୍ରୁତ ଗତିରେ ଆସୁଥିବା ଏକ କାର୍‌ ଧକ୍କା ଦେଇଥିଲା। ଉଭୟଙ୍କୁ ଗୁରୁତର ଅବସ୍ଥାରେ ବାଲୁଗାଁ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ମା’ ପରିଛା ହାତୀଙ୍କ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା। ହେଲେ ବାଟରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି।


All Right Reserved By Dharitri.Com

ସାଧନା ଓ ଆତ୍ମବିଶ୍ୱାସ ଆଣିଦିଏ ସଫଳତା

ବନ୍ତ,୧୧।୯ (ସ୍ବ.ପ୍ର.)-ପିଲାଦିନୁ ଅଭିନୟ କଳା ପ୍ରତି ଥିବା ରୁଚି ତାଙ୍କୁ ଲକ୍ଷ୍ୟପଥରେ ଆଗେଇ ନେଇ ଚାଲିଛି। ପ୍ରଥମେ ରଙ୍ଗମଞ୍ଚରେ ଅଭିନୟ ଓ ନୃତ୍ୟ ପରିବେଷଣ କରି...

ରାଇବଣିଆରେ ହାତୀ ଉପଦ୍ରବ, ଭାଙ୍ଗିଲେ ବହୁ ଘର

ବାଲେଶ୍ୱର ଅଫିସ, ୯।୧୧-ଜଳେଶ୍ୱର ବ୍ଲକ ରାଇବଣିଆ ଅଞ୍ଚଳରେ ଚଳିତବର୍ଷ ବାରମ୍ବାର ହାତୀ ପ୍ରବେଶ କରି ବହୁ ଧନଜୀବନ ନଷ୍ଟ ହୋଇଛି। ସ୍ଥାନୀୟ ବାସିନ୍ଦା ଏକପ୍ରକାର ଭୟ...

ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପାଇଁ ଦାବିପତ୍ର

କପ୍ତିପଦା,୧ା୧୦(ଡ଼ି.ଏନ୍‌.ଏ)- କପ୍ତିପଦା ବ୍ଲକ ଅଧୀନ ବଡ଼ ଗୁଡୁଗୁଡ଼ିଆ ପଞ୍ଚାୟତର ସରପଞ୍ଚ ଦମୟନ୍ତୀ ହାଁସଦା ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ପାଇଁ ଦାବି ହୋଇଛି। ସୋମବାର ଉକ୍ତ...

ନିଯୁକ୍ତି ବାଟ ଫିଟୁନି

ଝାରସୁଗୁଡ଼ା ଏକ ଶିଳ୍ପ ବହୁଳ ଜିଲା। ଏଠାରେ ପ୍ରାୟ ୧୧ଟି ବୃହତ୍‌ ଓ ମଧ୍ୟମ ଶ୍ରେଣୀର ଶିଳ୍ପାନୁଷ୍ଠାନ ରହିଛି। ମାତ୍ର ସରକାରଙ୍କ କୋହଳ ନୀତି ଯୋଗୁ...

ନୋ ପାର୍କିଂ ସ୍ଥାନରେ ଟ୍ରକ ପାର୍କିଂ

କେନ୍ଦୁଝର, ୧୦ା୭ (ସ୍ବ.ପ୍ର.)-କେନ୍ଦୁଝର ସହର ଦେଇ ଯାଇଥିବା ଏନଏଚ ୪୯ ରେ ବାରମ୍ବାର ଦୁର୍ଘଟଣା ଘଟୁଥିଲେ ହେଁ ପ୍ରଶାସନର ଚେତା ପଶୁନି ା ସହର ମଧ୍ୟରେ...

କୀଟନାଶକ ପିଇ ମହିଳା ମୃତ, ପୋଲିସର ତଦନ୍ତ ଆରମ୍ଭ

କେନ୍ଦୁଝର,୬।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ସୁନାପେଣ୍ଠ ପଞ୍ଚାୟତ କଣ୍ଟୁଳା ଗ୍ରାମ ପଙ୍ଗାପଶି ସାହିରେ କୀଟନାଶକ ପିଇ ଶୁକ୍ରବାର ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ...

ଲୁଟ୍‌ ଉଦ୍ୟମ କରି ମାଡ଼ ଖାଇଲେ ଯୁବକ

ପୁରୀ ଅଫିସ,୧୬ା୧ : ଜଣେ ମହିଳାଙ୍କ ଭ୍ୟାନିଟି ବ୍ୟାଗ ଝାମ୍ପି ଫେରାର ହୋଇଯିବାକୁ ଉଦ୍ୟମବେଳେ ଧରାପଡି ନିର୍ଧୂମ ଛେଚା ଖାଇଲେ ଯୁବକ। ସ୍ଥାନୀୟ ଲୋକେ ତାଙ୍କୁ...

କୂଳ ଲଙ୍ଘୁଛି ସମୁଦ୍ର

ଗଞ୍ଜାମ,୨୭ା୬(ଡି.ଏନ.ଏ.)-ଗଞ୍ଜାମ ବ୍ଲକ ଗୋଖରକୁଦାଠାରୁ ପ୍ରୟାଗୀ ଏବଂ ଦକ୍ଷିଣରେ ଥିବା ଆର୍ଯୀପଲ୍ଲୀ ପର୍ଯ୍ୟନ୍ତ ଦିନକୁ ଦିନ ସମୁଦ୍ର କୂଳ ଲଙ୍ଘୁଛି। ଏଥିଯୋଗୁ ଋଷିକୁଲ୍ୟା ବେଳାଭୂମି ଅବକ୍ଷୟ ହେବାରେ...

Leave a comment

Your email address will not be published. Required fields are marked *