Posted inଜାତୀୟ

ଆସାମ ଏନ୍‌ଆର୍‌ସି ସଂଯୋଜକ ପ୍ରତୀକ ହଜେଲାଙ୍କ ବିରୋଧରେ ମାମଲା ଦାଏର

ଗୁଆହାଟୀ,୩୦।୧୧: ଆସାମ ଏନ୍‌ଆର୍‌ସି ସଂଯୋଜକ ପ୍ରତୀକ ହଜେଲାଙ୍କ ବିରୋଧରେ ମାମଲା ଦାଏର କରାଯାଇଛି। ରାଜ୍ୟର ପବ୍ଲିକ୍‌ ଓ୍ବାର୍କ୍ସ ନାମକ ଏକ ସ୍ବେଚ୍ଛାସେବୀ ସଂଗଠନ ପକ୍ଷରୁ ହଜେଲାଙ୍କ ବିରୋଧରେ ବ୍ୟାପକ ଅର୍ଥ ହେରଫେର୍‌ ହୋଇଥିବା ଅଭିଯୋଗ କରାଯାଇଛି। ଏହାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେବାକୁ ସଂଗଠନ ପକ୍ଷରୁ କୋର୍ଟଙ୍କୁ ଅନୁରୋଧ କରାଯାଇଛି।


All Right Reserved By Dharitri.Com

ମଝି ଆକାଶରେ ଝଡ଼ରେ ଦୋହଲିଲା ଏୟାର ଇଣ୍ଡିଆ ବିମାନ: ୧୭୨ ଯାତ୍ରୀଙ୍କୁ ନେଇ ଜରୁରୀକାଳୀନ ଅବତରଣ

ନୂଆଦିଲ୍ଲୀ,୨୨।୯: ଦିଲ୍ଲୀରୁ କୋଚି ବନ୍ଦର ଦେଇ ଥିରୁଭାନନ୍ତପୁରମ୍‌ ଯାଉଥିବା ଏୟାର ଇଣ୍ଡିଆର ଏ-୩୨୧ ବିମାନ ମଝି ଆକାଶରେ ଝଡ଼ରେ ଦୋହଲିବା ଆରମ୍ଭ କରିଥିଲା। ବିମାନରେ ଥିବା...

ପୋଲିସ ଭ୍ୟାନ ଉପରେ ଷ୍ଟଣ୍ଟ କରୁଥିବା ଯୁବକଙ୍କ ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୬: ସୋସିଆଲ ମିଡିଆରେ ଏବେ ଦିଲ୍ଲୀ ପୋଲିସର ଏସ୍‌ୟୁଭି ଭ୍ୟାନ ଉପରେ ଜଣେ ଯୁବକ ଷ୍ଟଣ୍ଟ କରୁଥିବାର ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହା ଏକ...

ମାଓବାଦୀ ଅଞ୍ଚଳରେ ଗର୍ଭବତୀଙ୍କୁ ସହାୟକ ହେଉଛି ବାଇକ୍‌ ଆମ୍ବୁଲାନ୍ସ

ରାୟପୁର,୭।୧: ଛତିଶଗଡ଼ର ମାଓ ପ୍ରଭାବିତ ଅଞ୍ଚଳ ମଧ୍ୟରୁ ନାରାୟଣପୁରର ଅଧିକାଂଶ ଗାଁ ଏବେବି ମୁଖ୍ୟ ସଡ଼କ ସହ ଯୋଡି ହୋଇପାରି ନ ଥିବା ଏକ ବଡ...

ଅଜିତ ଯୋଗୀଙ୍କ ପୁଅ ଗିରଫ

ବିଳାସପୁର,୪ା୯(ପି.ଟି.): ନିର୍ବାଚନ ସତ୍ୟପାଠରେ ଜାଲିଆତି ଅଭିଯୋଗରେ ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କ ପୁଅ ଅମିତ୍‌ଙ୍କୁ ମଙ୍ଗଳବାର ବିଳାସପୁର ଜିଲାରୁ ଗିରଫ କରାଯାଇଛି। ୨୦୧୩ ଛତିଶଗଡ଼...

ମହାରାଷ୍ଟ୍ର, ହରିୟାଣା ପାଇଁ ଭାଜପାର ୨ୟ ପ୍ରାର୍ଥୀ ତାଲିକା

ନୂଆଦିଲ୍ଲୀ,୩ା୧୦(ଆଇଏଏନ୍‌ଏସ୍‌): ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଭାଜପା ବୁଧବାର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହରିୟାଣା ପାଇଁ ଏହି ପର୍ଯ୍ୟାୟରେ...

ସିବିଏସ୍‌ଇ ବଢାଇଲା ପରୀକ୍ଷା ଫି’

ନୂଆଦିଲ୍ଲୀ,୧୧।୮: ସିବିଏସଇ ବଢାଇଲା ପରୀକ୍ଷା ଫି’। ସିବିିଏସ୍‌ଇ ଅଧିନରେ ପଢୁଥିବା ଅନୁସୂଚିତ ଜାତି ଏବଂ ଜନଜାତି ଛାତ୍ରୀଛାତ୍ରଙ୍କ ପରୀକ୍ଷା ଫି’କୁ ୨୪ ଗୁଣା ବଢାଇ ଦିଆଯାଇଛି।...

ବ୍ଲଡ୍‌ ସୁଗାର ନିୟନ୍ତ୍ରଣରେ ଭାରତୀୟ ଅସଫଳ: ସର୍ଭେ

ନୂଆଦିଲ୍ଲୀ,୨୩।୬: ଦେଶରେ ଡାଇବେଟିସ୍‌ ସମସ୍ୟା ବଢ଼ିଚାଲିଛି। ତେବେ ଲୋକଙ୍କ ମଧ୍ୟରେ ସଚେତନତା ଅଭାବରୁ ଏଭଳି ରୋଗୀଙ୍କ ସଂଖ୍ୟା ଧୀରେଧୀରେ ବୃଦ୍ଧି ପାଉଥିବା ଏକ ରିପୋର୍ଟରେ ଦର୍ଶାଯାଇଛି।...

ବିଜୟାଦଶମୀରେ ଭାରତକୁ ମିଳିଲା ପ୍ରଥମ ରାଫାଲ ବିମାନ, ‘ଓଁ’ ଲେଖି ପୂଜାର୍ଚ୍ଚନା କଲେ ରାଜନାଥ

ନୂଆଦିଲ୍ଲୀ,୮।୧୦: ବିଜୟାଦଶମୀ ଉପଲକ୍ଷେ ଭାରତକୁ ପ୍ରଥମ ଆର୍‌ବି-୦୦୧ ରାଫାଲ ବିମାନ ମିଳିଛି। ଚୁକ୍ତିନାମା ସ୍ବାକ୍ଷର ହେବାର ତିନି ବର୍ଷ ପରେ ବୁଧବାର ଭାରତକୁ ଫ୍ରାନ୍ସ ଯୁଦ୍ଧ...

Leave a comment

Your email address will not be published. Required fields are marked *