Posted inଜାତୀୟ

ହିମସ୍ଖଳନ: ୨ ଯବାନ ଶହୀଦ

ଶ୍ରୀନଗର,୩୦ା୧୧(ପି.ଟି.) : କେନ୍ଦ୍ରଶାସିତ ଅଞ୍ଚଳ ଲଦାଖର ଦକ୍ଷିଣ ସିଆଚେନ୍‌ ଗ୍ଲାସିୟର୍‌ ସେକ୍ଟର ନିକଟରେ ଶନିବାର ପାଟ୍ରୋଲିଂ କରୁଥିବା ବେଳେ ହଠାତ୍‌ ହିମସ୍ଖଳନ ହେବାରୁ ୨ ଭାରତୀୟ ଯବାନ ଶହୀଦ ହୋଇଛନ୍ତି। ପ୍ରାୟ ୧୮ ହଜାର ଫୁଟ ଉପରେ ସେମାନେ ପାଟ୍ରୋଲିଂ କରୁଥିଲେ ବୋଲି ଶ୍ରୀନଗରର ପ୍ରତିରକ୍ଷା ବିଭାଗର ମୁଖପାତ୍ର କହିଛନ୍ତି। ହିମସ୍ଖଳନ ପରେ ଉଦ୍ଧାରକାରୀ ଦଳ, ମେଡିକାଲ ଟିମ୍‌ ଓ ସେନା ହେଲିକପ୍ଟର ସେଠାରେ ପହଞ୍ଚି କାର୍ଯ୍ୟାରମ୍ଭ କରିଥିଲେ ହେଁ ୨ ଯବାନ ପ୍ରାଣ ହରାଇଥିଲେ। ଅନ୍ୟମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇ ପାରିଥିବା ସେନା ମୁଖପାତ୍ର ପ୍ରକାଶ କରିଛନ୍ତି।


All Right Reserved By Dharitri.Com

ପ୍ରି ଓ୍ବେଡିଂ ଫଟୋ ଶୁଟ୍‌ରେ ସିଏଏ-ଏନ୍‌ଆର୍‌ସିକୁ ନା

ସାରା ଦେଶରେ ଏବେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆର୍‌ସି)କୁ ନେଇ ବିରୋଧ ପ୍ରଦର୍ଶନ କରାଯାଉଥିବା ବେଳେ ଏବେ ଏମିତି ଏକ...

ରାସ୍ତା ମଝିରେ ଏସ୍‌ପିଙ୍କ ଗୋଡ଼ ଧରି କାନ୍ଦି ପକାଇଲେ ଭାଜପା ନେତା

ମିର୍ଜାପୁର,୮।୭: ଉତ୍ତର ପ୍ରଦେଶ ମିର୍ଜାପୁରର କୋତବାଲି ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଜଣେ ଭାଜପା ନେତା ରାସ୍ତା ମଝିରେ ଏସ୍‌ପିଙ୍କ ଗୋଡ଼ ଧରି...

ଥରିଲା ଲଦାଖ

ଲଦାଖ,୧୨।୧: ରିକ୍ଟର ସ୍କେଲରେ ୫.୩ ତୀବ୍ରତାର ଏକ ଭୁକମ୍ପ ରବିବାର ଲଦାଖରେ ଅନୁଭୂତ ହୋଇଥିବା ସୂଚନା ମିଳିଛି। ଏହା ସକାଳ ପ୍ରାୟ ୧୦ଟା ୫୪ରେ ଅନୁଭୂତ...

ପଶ୍ଚିମବଙ୍ଗ ରାଜ୍ୟପାଳଙ୍କୁ କଳାପତାକା ଦେଖାଇଲେ ଛାତ୍ର

କୋଲକାତା,୨୩।୧୨: ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖର ସୋମବାର ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଯାଦବପୁର ବିଶ୍ୱବିଦ୍ୟାଳୟକୁ ଯାଇଥିବା ବେଳେ ତାଙ୍କୁ ଛାତ୍ରଙ୍କ ବିରୋଧର ସାମ୍ନା...

ଘରକୁ ଫେରିଲେ ନୁସରତ

କୋଲକାତା,୧୯।୧୧: ଅଭିନେତ୍ରୀ ତଥା ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି) ଏମ୍‌ପି ନୁସରତ ଜହାଁ ସୋମବାର ସନ୍ଧ୍ୟାରେ ସୁସ୍ଥ ହୋଇ ହସ୍ପିଟାଲରୁ ଘରକୁ ଫେରିଛନ୍ତି। ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ...

ଦଳର ନିଆରା ନିର୍ବାଚନୀ ପ୍ରତିଶ୍ରୁତି: ଇଦ୍‌ରେ ମୁସଲମାନଙ୍କୁ ଛେଳି ଫ୍ରି, ଅଧା ଦାମ୍‌ରେ ମଦ ଓ ମହିଳାଙ୍କୁ ଦିଆଯିବ ସୁନା

ନୂଆଦିଲ୍ଲୀ,୧୭।୪: ଲୋକ ସଭା ନିର୍ବାଚନ ପାଇଁ ବିଭିନ୍ନ ଦଳର ନେତାମାନେ ଜୋରସୋରରେ ପ୍ରଚାର ଚଳାଇଛନ୍ତି। ଏଥିସହ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନେତାମାନେ ବିଭିନ୍ନ ପ୍ରତିଶ୍ରୁତି...

ଏସିଡ୍‌ ଆକ୍ରମଣରେ ୨୧ ଗୁରୁତର

ହାଜିପୁର, ୨୯ା୮(ପି.ଟି.): ବିହାରର ବୈଶାଳୀ ଜିଲା ଅନ୍ତର୍ଗତ ଦୌଡ଼ନଗର ଗ୍ରାମରେ ଘରୋଇ କଳିକୁ ନେଇ ଏସିଡ୍‌ ଆକ୍ରମଣ ହୋଇଛି। ଏଥିରେ ୩ ମହିଳାଙ୍କ ସମେତ ୨୧...

ମାତ୍ର ୧୮୧ ଖଣ୍ଡ ଭୋଟରେ ହାରିଗଲେ ପ୍ରାର୍ଥୀ

ଲକ୍ଷ୍ମୌ, ୨୪।୫: ରାଜନୀତିରେ ବିଜୟ-ପରାଜୟ ତ ଲାଗିରହିଛି, କିନ୍ତୁ ଯଦି ଅଳ୍ପ ବ୍ୟବଧାନରେ ପରାଜୟ ଭୋଗିବାକୁ ପଡେ ତେବେ ମନ କଷ୍ଟ ହେବ ନିଶ୍ଚୟ। ସେମିତି...

Leave a comment

Your email address will not be published. Required fields are marked *