ଆଜି ରାଜ୍ୟରୁ ୧୩୪ ପଜିଟିଭ୍‌ ଚିହ୍ନଟ, କମୁନି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ସୋମବାର ରାଜ୍ୟରେ ୧୩୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୪୪୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭୯ ଜଣ ଚିହ୍ନଟ ହୋଇଥିବା ବେଳେ ୫୫ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୨୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୯ ଏବଂ ପୁରୀରୁ ୧୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳ ୫, ବାଲେଶ୍ୱର ୯, ବରଗଡ଼ ୩, ବଲାଙ୍ଗୀର ୩, ବୌଦ୍ଧ ୨, କଟକ ୨, ଗଜପତି ୧, ଗଞ୍ଜାମ ୧, ଜଗତସିଂହପୁର ୧, ଯାଜପୁର ୭, ଝାରସୁଗୁଡ଼ା ୧୨, କଳାହାଣ୍ଡି ୧, କେନ୍ଦ୍ରାପଡ଼ା ୧, କେନ୍ଦୁଝର ୩, ଖୋର୍ଦ୍ଧା ୫, ମୟୂରଭଞ୍ଜ ୪, ନୂଆପଡ଼ା ୧୧ ଏବଂ ସୋନପୁରରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୋଲ୍‌ ସଂଖ୍ୟା ରହିଛି ୧।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩, ୪୪୪ରେ ପହଞ୍ଚିଥିବା ବେଳେ ୩,୨୯,୫୪୬ ଜଣ ସୁସ୍ଥ ହୋଇଛନ୍ତି। ୧୯୪୪ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri