୧୩୪ କୋଟିର ମାଲିକାଣୀ ବିଦ୍ୟା

ମୁମ୍ବାଇ: ନୂଆ ବର୍ଷରେ ଜନ୍ମଦିନ ପାଳିଛନ୍ତି ବଲିଉଡ୍‌ର ହଟ୍‌ ଅଭିନେତ୍ରୀ ବିଦ୍ୟା ବାଲାନ। ୧୯୭୮ ଜାନୁୟାରୀ ୧ରେ କେରଳରେ ତାଙ୍କର ଜନ୍ମ। ନିଜ ଅଭିନୟ ବଳରେ ସେ ଥରେ ରାଷ୍ଟ୍ରୀୟ ପୁରସ୍କାର ସହ ୫ ଥର ଫିଲ୍ମ ଫେୟାର ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ବିଦ୍ୟାଙ୍କ ପିଲାଦିନ ବିତିଛି ବମ୍ବେରେ। ପାଠପଢ଼ା ସରିବା ପରେ ସେ ଫିଲ୍ମ ଦୁନିଆରେ ପାଦ ଥାପିଥିଲେ। ୨୦୧୧ରେ ଆସିଥିବା ଫିଲ୍ମ ‘ଡାର୍ଟି ପିକ୍ଚର’ ତାଙ୍କ କ୍ୟାରିୟରର ଟର୍ନିଂ ପଏଣ୍ଟ ଥିଲା। ଏଥିରେ ତାଙ୍କୁ ବୋଲ୍ଡ ଅବତାରରେ ଦେଖିବାକୁ ମିଳିଥିଲା। ଏହାପରଠାରୁ ସେ ଅନେକ ସଫଳ ଫିଲ୍ମ ଭେଟି ଦେଇଛନ୍ତି। ଅଭିନୟରେ ବିଦ୍ୟା ଯେତିକି ସଫଳ, ସେତିକି ସେ ପାଉଣା ମଧ୍ୟ ନେଇଥାନ୍ତି। ମୋଟ ସମ୍ପତ୍ତି ଦେଖିଲେ ବିଦ୍ୟା ୧୩୪ କୋଟିର ମାଲିକାଣୀ। ଫିଲ୍ମ ସହ ଅନେକ ବିଜ୍ଞାପନରେ ସେ କାମ କରନ୍ତି। ତାଙ୍କ ପାଖରେ ୧୪ କୋଟିର ଏକ ଆପାର୍ଟମେଣ୍ଟ ରହିଛି। ଏହାଛଡ଼ା ୮ କୋଟିର ଫ୍ଲାଟ୍‌ ଏବଂ ଦାମୀ କାର୍‌ ମଧ୍ୟ ତାଙ୍କ ପାଖରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri