ଆସିକା,୧୯।୪(ଡି.ଏନ୍.ଏ.):ଆସିକା ଥାନା ବାବନପୁର-ଢୁଙ୍କୁଣି ରାସ୍ତା କଡରେ ଏକ ଚାଷଜମିରୁ ଗୁରୁବାର ରାତିରେ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ଜଣକ ଏହି ଥାନା ଅନ୍ତର୍ଗତ ଖାରିଆ ଗ୍ରାମର ଚିତ୍ରସେନ ପ୍ରଧାନ (୨୨)। ପୋଲିସ ମୃତଦେହ ଉଦ୍ଧାର କରି ଶୁକ୍ରବାର ଆସିକା ସରକାରୀ ଡାକ୍ତରଖାନାରେ ବ୍ୟବଛେଦ ପରେ ପରିବାରଙ୍କୁ ହସ୍ତାନ୍ତର କରିଛି। ଘଟଣା ସମ୍ପର୍କରେ ଆସିକା ଥାନାରେ ନଂ.୯/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଥିବା ଥାନା ଅଧିକାରୀ ପୀତବାସ ଧାରୁଆ ସୂଚନା ଦେଇଛନ୍ତି। ଅପରପକ୍ଷେ ମୃତ ଚିତ୍ରସେନଙ୍କ ବାପା ରଘୁନାଥ ଅଂଶୁଘାତ ଯୋଗୁ ପୁଅର ମୃତ୍ୟୁ ହୋଇଥିବା ଥାନାରେ ଅଭିଯୋଗ କରିଥିବା ପୋଲିସ ପକ୍ଷରୁ କୁହାଯାଇଛି।

କେନ୍ଦ୍ର-ରାଜ୍ୟ ସରକାରଙ୍କ ଜନ ବିରୋଧୀ ନୀତିର ପ୍ରତିବାଦ: ଗଞ୍ଜାମ ଜିଲା କଂଗ୍ରେସର ବିକ୍ଷୋଭ, ଗଣଧାରଣା
ବ୍ରହ୍ମପୁର ଅଫିସ,୨୩ା୧୧-କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନ ବିରୋଧୀ ନୀତି ଏବଂ ବହୁମୁଖୀ ଦୁର୍ନୀତି ପ୍ରତିବାଦରେ ଗଞ୍ଜାମ ଜିଲା କଂଗ୍ରେସ ପକ୍ଷରୁ ଶୁକ୍ରବାର ବ୍ରହ୍ମପୁରରେ ଶୋଭାଯାତ୍ରା...

ଶାଗୁଆନ ପଟା ସହ ଅଟୋ ଜବତ, ଚାଳକ ଫେରାର
ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗଁ। ,୪।୭(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଶାଗୁଆନ କାଠପଟା ବୋଝେଇ ଅଟୋକୁ ବନ ବିଭାଗ ଜବତ କରିଛି । ଘଟଣାସ୍ଥଳରୁ...
ଗଳାକାଟି ହତ୍ୟା ଘଟଣା: କୋର୍ଟରେ ହତ୍ୟାକାରୀଙ୍କ ଆତ୍ମସମର୍ପଣ
ବ୍ରହ୍ମପୁର ଅଫିସ,୧୩ା୧୨- ବ୍ରହ୍ମପୁର ରେଳଷ୍ଟେଶନ ୪ ନମ୍ବର ପ୍ଲାଟଫର୍ମରେ ଜଣେ ଯୁବକଙ୍କ ଗଳା କାଟି ହତ୍ୟା କରାଯାଇଥିଲା। ପୋଲିସ ଅଭିଯୁକ୍ତ ବି. ବୁଲା ଦୋରାଙ୍କୁ ଧରିପାରି...

ବିସ୍ଫୋରଣରେ ଯୁବକଙ୍କ ମୃତ୍ୟୁ
ଭଞ୍ଜନଗର,୧୮।୪(ଡି.ଏନ.ଏ): ଭଞ୍ଜନଗର ଥାନା ଅନ୍ତର୍ଗତ ଅଗଝୋଳରେ ବୁଧବାର ବିଳମ୍ବିତ ରାତିରେ ବୋମା ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ଉକ୍ତ ଗଁ।ର ସଦାଶିବ ପ୍ରଧାନଙ୍କ (୨୪) ମୃତ୍ୟୁ...

ଦଶମ ଶ୍ରେଣୀ ଟପ୍ପର୍ଙ୍କୁ ସମ୍ବର୍ଦ୍ଧନା
ବ୍ରହ୍ମପୁର ଅଫିସ୍,୨୧ା୫-ଆଇସିଏସ୍ଇ ଦଶମ ଶ୍ରେଣୀ ପରୀକ୍ଷାରେ ବ୍ରହ୍ମପୁରରେ ଟପ୍ପର୍ ହୋଇଥିଲେ ଉମେଶ ପ୍ରସାଦ ପଣ୍ଡା। ସୋମବାର ଉମେଶଙ୍କୁ ନେହେରୁ ନଗର ଉନ୍ନୟନ କମିଟି ପକ୍ଷରୁ ସମ୍ବର୍ଦ୍ଧିତ...

ଠିକାଦାରଙ୍କ ଘରକୁ ବୋମାମାଡ଼ ଘଟଣା: ଦୁର୍ଦ୍ଦାନ୍ତ ରାଜିଙ୍କ ସମେତ ୩ ଗିରଫ, ବୋମା ଜବତ
ବ୍ରହ୍ମପୁର ଅଫିସ,୧୮ା୬-ବ୍ରହ୍ମପୁର ବଡ଼ବଜାର ପୋଲିସ ଜଣେ ଠିକାଦାରଙ୍କ ଘର ଉପରକୁ ବୋମା ମାଡ଼ କରିବା ଅଭିଯୋଗରେ ଦୁର୍ଦ୍ଦାନ୍ତ ରାଜି ଗୌଡ଼ଙ୍କ ସମେତ ୩ ଜଣଙ୍କୁ ରବିବାର...

ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ଓକିଲ ସଂଘର ଆନ୍ଦୋଳନ
ବ୍ରହ୍ମପୁର ଅଫିସ,୨୭ା୬: ବ୍ରହ୍ମପୁରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଗଞ୍ଜାମ ଓକିଲ ସଂଘ ପକ୍ଷରୁ ଦୀର୍ଘଦିନ ହେଲା ଆନ୍ଦୋଳନ ହୋଇଆସୁଛି । ଏହି ଧାରାରେ...

‘ମୋ ଗୋପାଳପୁର କାର୍ଯ୍ୟକ୍ରମ’ ଉଦ୍ଘାଟିତ: ପାଷ୍ଟିକ୍, ପଲିଥିନ ଛାଡ଼, ଗୋପାଳପୁର ଓ ବେଳାଭୂମି ସୁନ୍ଦର ରହିବ : ଜିଲାପାଳ
ଗୋପାଳପୁର,୯।୮: ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଭିନବ ପ୍ରୟାସରେ ‘ମୋ ଗୋପାଳପୁର କାର୍ଯ୍ୟକ୍ରମ’ ତଥା ବେଳାଭୂମି ସାମୂହିକ ସଫେଇ ଅଭିଯାନ ଆରମ୍ଭ ହୋଇଛି। ଶୁକ୍ରବାର...