ବିଶ୍ୱ ଏଡ୍‌ସ ଦିବସ: ସଚେତନତା ସୃଷ୍ଟି ପାଇଁ ଦସ୍ତଖତ ଅଭିଯାନ

କେନ୍ଦୁଝର,୧।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟାଳୟରେ ରବିବାର ବିଶ୍ୱ ଏଡ୍‌ସ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲାମୁଖ୍ୟ ଡାକ୍ତରଖାନା ପରିସରରୁ ଏକ ସଚେତନତା ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିଲା। ଏହି ଅବସରରେ ସ୍ବାସ୍ଥ୍ୟ ବିଭାଗ ଓ ଆଇନ ସେବା ପ୍ରାଧିକରଣ ମିଳିତ ଆନୁକୂଲ୍ୟରେ ଏଡ୍‌ସ ଉପରେ ସଚେତନତା ସୃଷ୍ଟି ପାଇଁ ଏକ ଦସ୍ତଖତ ଅଭିଯାନ ଅନୁଷ୍ଠିତ ହୋଇଛି। ଉକ୍ତ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ବିଭାଗର ଅଧିକାରୀ, ଜିଲାର ବିଭିନ୍ନ କୋର୍ଟର ବିଚାରପତି ଓ ଜିଲା ଆଇନ ସେବା ପ୍ରାଧିକରଣର ଅଧିକାରୀମାନେ ସାମିଲ ଥିଲେ। ଜିଲା ମୁଖ୍ୟ ବିଚାର ବିଭାଗୀୟ ବିଚାରପତି ତିରଞ୍ଜନ ପାତ୍ର, ସଚିବ ଜିଲା ଆଇନ ସେବା ପ୍ରାଧିକରଣ, ବନାଲି ତ୍ରିପାଠୀ, ରେଜିଷ୍ଟ୍ରାର ସିଭିଲ କୋର୍ଟ, ଚିନ୍ମୟୀ ରଥ, ଦେବାନୀ ବିଚାରପତି ସ୍ବର୍ଣ୍ଣଲତା ନାୟକ, ପ୍ରଥମ ଶ୍ରେଣୀ କନିଷ୍ଠ ବିଚାରପତି ବିରଜା ପ୍ରସାଦ ପଣ୍ଡା, ସିଡିଏମ- ପିଏଚଓ ଡକ୍ଟର ଦେବେନ ଦାସ, ଏଡିପିଏଚ୍‌ଓ (ଟିବି) ଡକ୍ଟର ଜଗଦୀଶ ପ୍ରସାଦ ସାହୁ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri