Posted inଫୁରସତ

ଭ୍ରୁଲତା ଥିବା କୁକୁର

ରୁଷିଆର ବ୍ରତ୍‌ସ୍କର ଗଳିରେ ଏକ ୧୦ ଦିନିଆ କୁକୁର ଛୁଆ ବୁଲୁଥାଏ। ଧଳାରଙ୍ଗର ଏହି କୁକୁର ଛୁଆଟିର ଥିଲା ଭ୍ରୁଲତା। ଓକ୍ସାନା ନାମ୍ନୀ ଜଣେ ମହିଳା କୁକୁର ଉଦ୍ଧାରକାରୀ ନିଜ ସହ ଏକ କୁକୁର ଆବାସସ୍ଥଳକୁ ନେଇଗଲେ। ସେଠି ତାକୁ ଗାଧୋଇବା ସମୟରେ ତା’ର ଆଖି ଉପରେ ଥିବା ଭ୍ରୁଲତାକୁ ଧୋଇ ପୋଛିବାକୁ ଚେଷ୍ଟା କରିଥିଲେ। ସେ ଭାବିଥିଲେ ବୋଧହୁଏ କେହି ମଜାରେ ତା’ର ଭ୍ରୁଲତା କରିଛନ୍ତି। ହେଲେ ଯେତେ ଧୋଇଲେ ବି ତାହା ଲିଭି ନ ଥିଲା। ବରଂ ଅଧିକ ସ୍ପଷ୍ଟଭାବେ ଦେଖାଗଲା। ପରେ ଜଣାପଡିଲା ସେହି ଭ୍ରୁଲତା ହେଉଛି କୁକୁରଟିର ସତସତିକା ଭ୍ରୁଲତା। ତାହା ହେଉଛି ବ୍ରତ୍‌ସ୍କର ବର୍ଥମାର୍କ। ଏହା ତାକୁ ତାର ମା’ବାପାଙ୍କଠାରୁ ବଂଶଗତଭାବେ ମିଳିଛି।


All Right Reserved By Dharitri.Com

ବିମାନରେ ଘଟିଲା ଯାତ୍ରୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ରିପୋର୍ଟ ପରେ ଆଶ୍ଚର୍ଯ୍ୟ ହେଲେ ଡାକ୍ତର

କଲମ୍ବିଆରୁ ଜାପାନ ଯାଉଥିବା ଏକ ବିମାନରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଜାପାନରେ ବିମାନ ପହଞ୍ଚିବା ପରେ ଯେତେବେଳେ ଉକ୍ତ ଯାତ୍ରୀଙ୍କ ମୃତଦେହ ବ୍ୟବଚ୍ଛେଦ କରାଗଲା...

ବୁଲେଟ୍‌ ପ୍ରୁଫ୍‌ ଟଏଲେଟ୍‌ : ଦାମ୍‌ ଜାଣିଲେ ହେବେ ଆଶ୍ଚର୍ଯ୍ୟ

କୁହାଯାଏ, ମଣିଷର ଇଚ୍ଛାଶକ୍ତି ଥିଲେ ସବୁ ଅସମ୍ଭବ ସମ୍ଭବ ହୁଏ। ଚାଇନାରେ ଏହି କଥାକୁ ପ୍ରମାଣ କରି ଦେଖାଇଛନ୍ତି ଜଣେ ବ୍ୟବସାୟୀ। ପୂର୍ବରୁ ଗୀତାର, ଜୋତା...

ବିଶ୍ୱର ସବୁଠୁ ବଡ଼ ଜାହାଜ, ଦାମ୍‌ ରହିଛି…

ଟାଇଟନିକ୍‌ ଜାହାଜ ସମ୍ପର୍କରେ ତ ଜାଣିଥିବେ ନିଶ୍ଚିତ। ମାତ୍ର ଆଜିର ସମୟରେ ‘ସିମ୍ଫୋନୀ ଅଫ୍‌ ଦ ସିଜ୍‌’ହେଉଛି ବିଶ୍ୱର ସବୁଠୁ ବଡ଼ ଜାହାଜ। ଏକ ରିପୋର୍ଟ...

ଏହି ଗଛ ଦିଏ ବର୍ଷାର ଆଗୁଆ ସୂଚନା…

ଗୁଜରାଟରେ ରହିଛି କିଛି ଗଛ ଯିଏ ବର୍ଷା ସମ୍ପର୍କରେ ସୂଚନା ଦେଇଥାନ୍ତି । ଏହା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ତେବେ ଏହା...

ଯେଉଁ ମନ୍ଦିରରେ ଚଢାଯାଏ ହାତକଡ଼ି

ଏ କଥା ସମସ୍ତଙ୍କୁ ଜଣା ଯେ, ଭଗବାନଙ୍କ ଦୁଆରକୁ ଭକ୍ତ ନିଜ ମନସ୍କାମନା ପୂର୍ଣ୍ଣ ଲାଗି ପ୍ରାର୍ଥନା କରିବାକୁ ଆସିଥାଏ। ତାହା ପୂର୍ଣ୍ଣ ହେଲେ ନିଜ...

ଡାକ୍ତରାଣୀଙ୍କ ଟାଟୁ ନିଶା

ଟାଟୁର କ୍ରେଜ୍‌ ଯୁବପିଢିଙ୍କୁ ଅତିକ୍ରମ କରି ବୟସ୍କଙ୍କୁ ଘାରି ସାରିଛି। କେବଳ ସେତିକି ନୁହେଁ ଏବେ ଏଭଳି ବୃତ୍ତିର ଲୋକଙ୍କୁ ବି ଏହି ନିଶା ଘାରିଛି...

ସଫେଇ କର୍ମଚାରୀ ପଦ ଲାଗି ୭ ହଜାର ଇଞ୍ଜିନିୟରଙ୍କ ଆବେଦନ

କୋଏମ୍ବାଟୁର: ତାମିଲନାଡ଼ୁର କୋଏମ୍ବାଟୁରରେ ସଫେଇ କର୍ମଚାରୀ ପଦବୀ ଲାଗି ୭ ହଜାର ଇଞ୍ଜିଜିନିୟରଙ୍କ ଆବେଦନ ବେକାରି ସମସ୍ୟାର ବିକଳ ଚିତ୍ରକୁ ପଦାରେ ପକାଇଛି। ସିଟି କର୍ପୋରେଶନରେ...

ସୂର୍ଯ୍ୟଙ୍କ ଅଦ୍ଭୁତ ଫଟୋ ଶେୟାର କଲା ନାସା

ଓ୍ବାଶିଂଟନ୍‌: ମହାକାଶ ସମ୍ପର୍କରେ ଏବେ ବି ଅନେକ କଥା ଅଜଣା। ହେଲେ ଏ ସମ୍ପର୍କରେ ଅଧିକରୁ ଅଧିକ ତଥ୍ୟ ହାସଲ କରିବା ପାଇଁ ନିରନ୍ତର ଉଦ୍ୟମ...

Leave a comment

Your email address will not be published. Required fields are marked *