Posted inଜାତୀୟ

୨୦ ମିନିଟ ବନ୍ଦ ରହିଲା ବାଲାଜୀ ମନ୍ଦିର

ହାଇଦ୍ରାବାଦ,୨ା୧୨: ତେଲଙ୍ଗାନାର ୨୬ ବର୍ଷୀୟା ପ୍ରାଣୀ ଚିକିତ୍ସକ ଗଣବଳାତ୍କାର ଓ ହତ୍ୟା ଘଟଣାର ଶାନ୍ତିପୂର୍ଣ୍ଣ ପ୍ରତିବାଦ ସ୍ବରୂପ ଚିଲ୍‌କୁର ବାଲାଜୀ ମନ୍ଦିରର ପୂଜକମାନେ ଭକ୍ତମାନଙ୍କ ଲାଗି ଦର୍ଶନ ୨୦ ମିନିଟ ବନ୍ଦ କରିଦେଇଥିଲେ। ସମସ୍ତ ଶ୍ରଦ୍ଧାଳୁ ଓ ପୂଜକ ମନ୍ଦିର ବାହାରେ ସମବେତ ହୋଇ ମହିଳା ଓ ଝିଅମାନଙ୍କ ସୁରକ୍ଷା ଲାଗି ‘ମହାପ୍ରଦକ୍ଷିଣମ୍‌’ କରିଥିଲେ।


All Right Reserved By Dharitri.Com

ରାଜଘାଟରେ ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୋଦି

ନୂଆଦିଲ୍ଲୀ,୩୦।୧: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ଅବସରେ ରାଜଘାଟ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହାସହ ରାଷ୍ଟ୍ରପତି ରାମନାଥ...

ଏଇଏସ୍‌-ଲିଚୁ ସମ୍ପର୍କର ତଦନ୍ତ ନିର୍ଦ୍ଦେଶ

ପାଟନା,୨୨ା୬: ବିହାରରେ ମସ୍ତିଷ୍କ ଜ୍ୱର ୧୫୦ରୁ ଊର୍ଦ୍ଧ୍ୱ ଶିଶୁଙ୍କ ଜୀବନ ନେଲାଣି। ରାଜ୍ୟର ୧୬ଟି ଜିଲାକୁ ଏହି ରୋଗ ବ୍ୟାପିଥିବାବେଳେ ଛତିଶଗଡ଼ରେ ମଧ୍ୟ ୩ ଶିଶୁ...

ଦେଓଘର ପହଞ୍ଚି ବାବା ବୈଦନାଥଙ୍କୁ ଦର୍ଶନ କଲେ ତେଜ ପ୍ରତାପ

ରାଞ୍ଚି,୨୯।୭: ଶ୍ରାବଣ ମାସର ଦ୍ୱିତୀୟ ସୋମବାରରେ ଝାଡ଼ଖଣ୍ଡର ଦେଓଘରରେ ଥିବା ବାବା ବୈଦନାଥ ମନ୍ଦିରରେ ଶ୍ରଦ୍ଧାଳୁମାନେ ପୂଜାର୍ଚ୍ଚନା କରିଛନ୍ତି। ଏହି କ୍ରମରେ ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି)...

ଫ୍ଲାଇଙ୍ଗ୍‌ ସ୍କ୍ବାଡ୍‌ ପକ୍ଷରୁ ଚଢ଼ାଉ: ଟାୟାର ଭିତରୁ ମିଳିଲା ୨କୋଟି ୪୦ ଲକ୍ଷର ବଣ୍ଡଲ

ବେଙ୍ଗାଲୁର୍‌,୨୧।୪: ଲୋକ ସଭା ନିର୍ବାଚନ ପାଇଁ ଫ୍ଲାଇଙ୍ଗ୍‌ ସ୍କ୍ବାଡ୍‌ ପକ୍ଷରୁ ଚଢ଼ାଉ ଜାରି ରହିଛି। କର୍ନାଟକ ଶିମୋଗା ଜିଲାରେ ଏକ ଟାୟାର ଭିତରୁ ୨ କୋଟି...

ସ୍ତ୍ରୀ,ପୁଅ ସହ ଥାନାକୁ ଗଲେ ଆଜମ ଖାନ

ରାମପୁର,୨।୧୦: ଉତ୍ତରପ୍ରଦେଶ ରାମପୁରରେ ଥିବା ସମାଜବାଦୀ ପାର୍ଟି(ଏସ୍‌ପି)ର ଏମ୍‌ପି ଆଜମ ଖାନ ବୁଧବାର ନିଜର ବୟାନ ରେକର୍ଡ ପାଇଁ ଥାନାରେ ପହଞ୍ଚିଛନ୍ତି। ଥାନାକୁ ଆଜମଙ୍କ ସହ...

ସାଗରଦ୍ୱୀପ ନିକଟରେ ସ୍ଥଳଭାଗ ଛୁଇଁଲା ବୁଲ୍‌ବୁଲ୍‌

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ବାତ୍ୟା ‘ବୁଲ୍‌ବୁଲ୍‌’ ଶନିବାର ରାତି ପ୍ରାୟ ୧୧ଟାରେ ପଶ୍ଚିମବଙ୍ଗ ୨୪ପ୍ରଗଣା ଜିଲାର ସାଗରଦ୍ୱୀପ ଏବଂ ବାଂଲାଦେଶର ଖେପପୁରା ମଧ୍ୟରେ ସ୍ଥଳଭାଗ ଛୁଇଁଛି। ଏହି...

ମେଡିକାଲ ଶିକ୍ଷାର୍ଥୀଙ୍କ ଫିଟନେସ୍‌ ପାଇଁ ପିଡୋମିଟର ସଫ୍ଟଓ୍ବେରରେ ହେବ ମନିଟରିଂ

ଜୟପୁର,୬।୬: ମେଡିକାଲ ଶିକ୍ଷାର୍ଥୀଙ୍କ ଫିଟନେସ୍‌ ପାଇଁ ରାଜସ୍ଥାନର କେତେକ ମେଡିକାଲ କଲେଜ୍‌ରେ ଶିକ୍ଷାର୍ଥୀଙ୍କ ମନିଟରିଂ ପିଡୋମିଟର ସଫ୍ଟଓ୍ବେର ଦ୍ୱାରା ସମ୍ପନ୍ନ ହେବ। ଏଥିରେ ଅଜମେର, ଯୋଧପୁର,...

କଶ୍ମୀରରୁ କନ୍ୟାକୁମାରୀ: ୮ ଦିନରେ ସାଇକେଲ୍‌ରେ ୩୬ ହଜାର କିମି

ବେଙ୍ଗାଲୁରୁ,୨।୧୧: କଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ କମ୍‌ ସମୟରେ ସାଇକେଲ ଯାତ୍ରା କରି ଲ୍ୟୁଟ୍‌ନାଟ୍‌ କଲୋନେଲ୍‌ ଭାରତ ପାନ୍ନୁ ଗିନିଜ୍‌ ରେକର୍ଡ କରିଛନ୍ତି। ସେ ଧାର୍ଯ୍ୟ ୩୬...

Leave a comment

Your email address will not be published. Required fields are marked *