୭ କୋଟିର ଦାମିକା ଚେୟାର: ନୋଟ୍‌ରେ ହୋଇଛି ତିଆରି

ମସ୍କୋ,୨।୧୨: ରୁଷିଆରେ ଏକ ଆର୍ଟ ମ୍ୟୁଜିୟମ୍‌ରେ ଦାମିକା ଚେୟାର ରହିଛି। ଚେୟାରଟି ଏକ ଲକ୍ଷ ଡଲାର ନୋଟ୍‌ରେ ନିର୍ମିତ ହୋଇଛି। ଭାରତୀୟ ମୁଦ୍ରାରେ ଏହା ଦାମ ୭କୋଟି ଟଙ୍କା ହେବ ବୋଲି କୁହାଯାଉଛି। ଏହାକୁ ସୁରକ୍ଷିତ ଭାବେ ଅଢ଼େଇ ଇଞ୍ଚ୍‌ ମୋଟା ବୁଲେଟ୍‌ ପ୍ରୁଫ୍‌ କାଚ ଘର ମଧ୍ୟରେ ରଖାଯାଇଛି। ଏହା ଉପରେ ବସିବା ପାଇଁ ୨୯ ନଭେମ୍ବରଠାରୁ ସାଧାରଣ ଲୋକଙ୍କୁ ଆମନ୍ତ୍ରିତ କରାଯାଇଛି। ଏହାଉପରେ ବସି କିପରି ଟଙ୍କା ରୋଜଗାର କରିହେବ ତାହା ଚିନ୍ତା କରିବାକୁ ଆର୍ଟ ମ୍ୟୁଜିୟମ୍‌ ପକ୍ଷରୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି। ଏହି ଚେୟାରର ନାମ ଏକ୍ସ୍‌-୧୦ ମନି ଥ୍ରୋନ୍‌ ରଖାଯାଇଛି। ଏହାକୁ ରୁଷିଆର କଳାକାର ଆଲେକ୍ସ୍‌ ସର୍ଜିୟେଙ୍କୋ ନିର୍ମାଣ କରିଛନ୍ତି।


All Right Reserved By Dharitri.Com

ଟାଇଫୁନ୍‌ ‘ଲେକିମା’ ତାଣ୍ଡବ: ୧୦ ଲକ୍ଷ ଲୋକ ସ୍ଥାନାନ୍ତର

ବେଜିଂ,୧୦।୮: ଚାଇନାରେ ଟାଇଫୁନ୍‌ ‘ଲେକିମା’ ତାଣ୍ଡବ ରଚିଛି। ସ୍ଥାନୀୟ ପୂର୍ବ ଉପକୂଳରେ ଦେଖାଦେଇଥିବା ଏହି ପ୍ରଳୟଙ୍କରୀ ସାମୁଦ୍ରିକ ଝଡ଼ରେ ଇତିମଧ୍ୟରେ ୧୩ରୁ ଅଧିକ ଲୋକଙ୍କର ମୃତ୍ୟୁ...

ତାଲିବାନ ଆକ୍ରମଣରେ ୨୬ ଆଫ୍‌ଗାନ ସୈନ୍ୟ ନିହତ

କାବୁଲ,୨ା୧: ଉତ୍ତର ଆଫଗାନିସ୍ତାନରେ ତାଲିବାନମାନେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରିଛନ୍ତି। ବିଭିନ୍ନ ସ୍ଥାନରେ ସେମାନେ ଆକ୍ରମଣ କରିଥିବାବେଳେ ଏଥିରେ ୨୬ ଜଣ ଆଫ୍‌ଗାନ ସୈନ୍ୟ ପ୍ରାଣ ହରାଇଥିବା...

କୁଇନ୍ସ ୟୁନିଭର୍ସିଟି ଚାନ୍‌ସେଲର ହେଲେ ହିଲାରୀ

ଓ୍ବାଶିଂଶନ/ଲଣ୍ଡନ,୩ା୧(ପି.ଟି.):ଆମେରିକାର ପୂର୍ବତନ ପରରାଷ୍ଟ୍ର ସଚିବ ହିଲାରୀ ରୋଡ୍‌ହାମ୍‌ କ୍ଲିଣ୍ଟନଙ୍କୁ ବ୍ରିଟେନର କୁଇନ୍ସ ୟୁନିଭର୍ସିଟିର ପ୍ରଥମ ମହିଳା ଚାନ୍‌ସେଲର ଭାବେ ନିଯୁକ୍ତି ମିଳିଛି। ୨୦୧୮ରେ ଉକ୍ତ ବିଶ୍ୱବିଦ୍ୟାଳୟରୁ...

ଏଲନ୍‌ ମସ୍କଙ୍କ ଟିନି ବ୍ରେନ୍‌

ସାନ୍‌ ଫ୍ରାନ୍‌ସିସ୍କୋ: ପାରାଲିସିସ୍‌ରେ ପୀଡ଼ିିତ ଓ ମସ୍ତିଷ୍କ ସମସ୍ୟାରେ ରହିଥିବା ବ୍ୟକ୍ତିଙ୍କ ଜୀବନ ଧାରାରେ ଉନ୍ନତି ଆଣିବା ଲାଗି ଏଲନ୍‌ ମସ୍କଙ୍କ ଷ୍ଟ୍ରାର୍ଟଅପ୍‌ ନ୍ୟୁରଲିଙ୍କ୍‌ ଏକ...

ପାକିସ୍ତାନ ବସ୍‌ ଡ୍ରାଇଭର୍‌ଙ୍କ ପୁଅ ହେଲେ ବ୍ରିଟେନର ଅର୍ଥମନ୍ତ୍ରୀ

ଲଣ୍ଡନ,୨୫ା୭: ନୂତନ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନ ପୂର୍ବତନ ଗୃହମନ୍ତ୍ରୀ ସାଜିଦ ଜାଭିଦଙ୍କୁ ଦେଶର ଅର୍ଥମନ୍ତ୍ରୀ କରିବାକୁ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ପଦ ଲାଗି ଦାବିଦାର...

ବିନା ଭିଜାରେ ବର୍ଷ ସାରା କରତାରପୁର କରିଡର ଯାତ୍ରା କରିପାରିବେ ଯାତ୍ରୀ

ଇସ୍‌ଲାମାବାଦ,୪।୯: କରତାରପୁର କରିଡର ନେଇ ଭାରତ ଓ ପାକିସ୍ତାନ ଅଧିକାରୀଙ୍କ ମଧ୍ୟରେ ତୃତୀୟ ସ୍ତର ଆଲୋଚନା ଶେଷ ହୋଇଛି। ବୁଧବାର ଅଟାରୀ ବର୍ଡରରେ ଦୁଇ ଦେଶର...

ବୋରିସ ଜନସନଙ୍କୁ ଅଭିନନ୍ଦନ ଜଣାଇଲେ ମୋଦି

ନୂଆଦିଲ୍ଲୀ/ଲଣ୍ଡନ,୧୩।୧୨: ବ୍ରିଟେନରେ ୧୯୨୩ ପରେ ପ୍ରଥମଥର ଲାଗି ଡିସେମ୍ବରରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଆଉ ଏହି ନିର୍ବାଚନରେ କଞ୍ଜରଭେଟିଭ ପାର୍ଟି ବହୁମତରେ ନିର୍ବାଚନ ଜିତିଥିବା...

ଭାରତକୁ ପ୍ରଶଂସା କଲେ ଆମେରିକା ଏମ୍‌ପି

ଓ୍ବାଶିଂଟନ୍‌,୨୧।୧୧: ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ଉଠିବା ପରେ ଅନେକ ଦେଶ ଭାରତ ସପକ୍ଷରେ ମତ ଦେଇଛନ୍ତି। ଆମେରିକାର ଏମ୍‌ପି ପିଟ୍‌ ଓଲସନ୍‌ ଭାରତକୁ ପ୍ରଶଂସା କରିଛନ୍ତି।...

Leave a comment

Your email address will not be published. Required fields are marked *