ଅଗ୍ନିଶମ ବିଭାଗର ଡିଜି ଭାବେ ଦାୟିତ୍ୱ ନେଲେ ସୁନୀଲ ରାୟ

କଟକ ଅଫିସ୍‌,୨।୧୨:ଅଗ୍ନିଶମ ବିଭାଗର ଡିଜି ଭାବେ ସୋମବାର ଦାୟିତ୍ୱ ନେଇଛନ୍ତି ଆପିଏସ୍‌ ସୁନୀଲ ରାୟ। କଟକ ଅଗ୍ନିଶମ ବିଭାଗ ମୁଖ୍ୟାଳୟକୁ ଆସି ସେ କାର୍ଯ୍ୟଭାର ସମ୍ଭାଳିଛନ୍ତି। ଦାୟିତ୍ୱ ନେବା ପରେ ଡିଜି କହିଛନ୍ତି, ଟ୍ରାନ୍ସପରାନ୍ସି ଏବଂ ଟାଇମ୍‌ ବାଉଣ୍ଡ ଉପରେ ଗୁରୁତ୍ୱ ଦିଆଯିବ।ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ଲୋକଙ୍କୁ ସେବା ଯୋଗାଇ ଦିଆଯିବ। ଏହାସହ ବିଭାଗରେ ସ୍ବଚ୍ଛତା ଆଣିବା ଉପରେ ଧ୍ୟାନ ଦିଆଯିବ ବୋଲି ସେ କହିଛନ୍ତି।


All Right Reserved By Dharitri.Com

ଅରୁଣ ଜେଟ୍‌ଲୀଙ୍କ ବିୟୋଗରେ ରାଜ୍ୟ ଭାଜପା ପକ୍ଷରୁ ଶୋକ ପ୍ରକାଶ

ଭୁବନେଶ୍ୱର, ୨୪।୮(ବ୍ୟୁରୋ): ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ଅରୁଣ ଜେଟ୍‌ଲୀଙ୍କର ଶନିବାର ପରଲୋକ ଘଟିଛି। ତାଙ୍କ ବିୟୋଗରେ ରାଜ୍ୟ ଭାଜପା ସଭାପତି...

ଲଘୁଚାପ ଓ ପ୍ରବଳ ବର୍ଷା ସମ୍ଭାବନା: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବା ମନା

ଭୁବନେଶ୍ୱର, ୨।୮(ବ୍ୟୁରୋ): ଉତ୍ତରପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ହେବ...

ପୂର୍ବଶତ୍ରୁତାରୁ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ

ଜଟଣୀ,୨୯।୯(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପାଞ୍ଚଗାଁ ବଜାରରେ ରବିବାର ଜଣେ ଯୁବକଙ୍କ ଉପରେ ସଂଘବଦ୍ଧ ଆକ୍ରମଣ କରାଯାଇଛି। ସେ ହେଲେ ଉକ୍ତ...

ସଂଶୋଧିତ ମୋଟରଯାନ ଆଇନ ଜରିମାନାକୁ ଭୟ: ଆର୍‌ଟିଓ କ୍ୟାମ୍ପ ଅଫିସ୍‌ରେ ପ୍ରବଳ ଭିଡ଼

ବ୍ରହ୍ମପୁର ଅଫିସ୍‌,୨୫ା୯-ସଂଶୋଧିତ ମୋଟରଯାନ ଆଇନ-୨୦୧୯ରେ ଜରିମାନା ଅର୍ଥ ଅଧିକ ଥିବା ଯୋଗୁ ଗାଡ଼ି ଚାଳକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ଜରିମାନାରୁ ବର୍ତ୍ତିବା ପାଇଁ...

ସରକାରୀ କର୍ମଚାରୀଙ୍କ କାର୍ଯ୍ୟ ସମୟ ଅଧଘଣ୍ଟା ବଢ଼ିଲା, ୪ର୍ଥ ଶନିବାର ସରକାରୀ ଅଫିସ ଛୁଟି

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ରାଜ୍ୟ ସରକାରୀ କର୍ମଚାରୀଙ୍କ କାର୍ଯ୍ୟ କରିବା ସମୟସୀମା ବୃଦ୍ଧି କରାଯାଇଛି। ଏଣିକି ସମସ୍ତ କର୍ମଚାରୀ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ୩୦ ମିନିଟ୍‌...

ପ୍ରୋଗ୍ରାମ ଅଧିକାରୀ ବହିଷ୍କୃତ

ନୟାଗଡ଼ ଅଫିସ,୧୬।୧୧: ନୟାଗଡ଼ ଜିଲା ସମାଜ ମଙ୍ଗଳ କାର୍ଯ୍ୟାଳୟରେ କାର୍ଯ୍ୟରତ ପ୍ରୋଗ୍ରାମ ଅଧିକାରୀ ଚୂଡ଼ାମଣି ମୁର୍ମୁଙ୍କୁ ବିଭାଗୀୟ ପ୍ରମୁଖ ସଚିବ ବହିଷ୍କୃତ କରିଛନ୍ତି। ଗତ ୬...

ବିଶ୍ୱଭୂଷଣଙ୍କ ରେକର୍ଡ ଭାଙ୍ଗିଲେ ରୀତା : ମୁଖ୍ୟମନ୍ତ୍ରୀଙ୍କ ଭୋଟ ବ୍ୟବଧାନକୁ ଟପିଲେ

ଭୁବନେଶ୍ୱର,୨୫ା୧୦(ବ୍ୟୁରୋ): ବରଗଡ ଜିଲା ବିଜେପୁର ଉପନିର୍ବାଚନରେ ବିଜେଡି ପ୍ରାର୍ଥିନୀ ରୀତା ସାହୁ ରେକର୍ଡ ୯୭,୯୯୦ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ଏହା ଓଡ଼ିଶା ରାଜନୀତିରେ କୌଣସି...

ବିଜେପୁର ବ୍ଲକରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର ଶେଷ, ମନମୋହିଲା ଚିୟର୍‌ ଗାର୍ଲଙ୍କ ନୃତ୍ୟ

ବିଜେପୁର,୧୭।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକରେ ଉପ ନିର୍ବାଚନ ପ୍ରଚାରର ଶେଷ ସ୍ପର୍ଶ ଦେବା ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଗୁରୁବାର ଲାଉମୁଣ୍ଡା ଷ୍ଟାଡିୟମରେ...

Leave a comment

Your email address will not be published. Required fields are marked *