ସ୍ବେଚ୍ଛାକୃତ ଅବସର ନେଲେ ବରିଷ୍ଠ ଆଇଏଏସ୍‌ ଗଗନ ଧଳ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ଓଡ଼ିଶା ବନ ଉନ୍ନୟନ ନିଗମ ଲିଃ(ଓଏଫ୍‌ଡିସି) ତଥା ବରିଷ୍ଠ ଆଇଏଏସ୍‌ ଗଗନ ଧଳ ସୋମବାର ନିଜ ପଦବୀରୁ ସ୍ବେଚ୍ଛାକୃତ ଅବସର ନେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଭିଆରଏସ ପାଇଁ ଆବେଦନ କରିଥିଲେ। ଯାହାକୁ ସରକାର ଗ୍ରହଣ କରିଛନ୍ତି। ୧୯୮୫ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ଗଗନ ଧଳଙ୍କୁ ଗତ ଅଗଷ୍ଟ ମାସରେ ଓଏଫ୍‌ଡିସି ପଦବୀରେ ନିଯୁକ୍ତି ଦିଆଯାଇଥିଲା। ଏହା ପୂର୍ବରୁ ସେ କୃଷି ଉତ୍ପାଦନ କମିଶନର(ଏପିସି) ଥିଲେ।


All Right Reserved By Dharitri.Com

୩୦୦ ନର୍ସିଂହୋମ୍‌ରେ ମିଳିବନି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସେବା

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ବଡ଼ ଝଟକା ଲାଗିଛି। ୩୦୦ ନର୍ସିଂହୋମ୍‌ ଆଉ ରୋଗୀଙ୍କୁ ଏହି ଯୋଜନାରେ ସ୍ବାସ୍ଥ୍ୟ ସେବା...

ପୁଣି କୋହଳ ହେଲା ଗାଡ଼ି କାଗଜପତ୍ର ଯାଞ୍ଚ ନିୟମ: ଆଉ ତିନି ମାସ ଘୁଞ୍ଚିଲା ଡେଡ୍‌ଲାଇନ୍‌

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ପୁଣି ଘୁଞ୍ଚିଲା ଡେଡ୍‌ଲାଇନ୍‌। ଡିସେମ୍ବର ପହିଲାରୁ ସଂଶୋଧିତ ମୋଟର ଯାନ ଆଇନ ୨୦୧୯ ଲାଗୁ ପାଇଁ ଯେଉଁ ଘୋଷଣା କରାଯାଇଥିଲା ତାହା ଘୁଞ୍ଚିଛି। ଏହାକୁ...

ପରିବେଶର ସୁରକ୍ଷା ଲାଗି ବୃକ୍ଷରୋପଣ ଜରୁରୀ

ଖପ୍ରାଖୋଲ,୫।୬(ଡି.ଏନ.ଏ.): ଖପ୍ରାଖୋଲ ବ୍ଲକ ବଡଗୁର୍ଜିଭଟାଠାରେ ବନ ବିଭାଗ ପକ୍ଷରୁ ବିଶ୍ୱ ପରିବେଶ ଦିବସ ବୁଧବାର ପାଳିତ ହୋଇଯାଇଛି । ଏହି ଅବସରରେ ସ୍ଥାନୀୟ ଉଚ୍ଚ ପ୍ରାଥମିକ...

ନକଲି ସାର୍ଟିଫିକେଟ ଦେଇ ଅଙ୍ଗନଓ୍ବାଡି ସହାୟିକା ବହିଷ୍କୃତ

ଧାମନଗର, ୪।୧୨(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ କାଶିମପୁର(୧) ଅଙ୍ଗନଓ୍ବାଡି କେନ୍ଦ୍ରର ସହାୟିକା ବିମଳା ଦାସଙ୍କୁ ନକଲି ସାର୍ଟଫିକେଟ ଦେଇ ଚାକିରି ଆବେଦନ କରିଥିବାରୁ ବହିଷ୍କୃତ...

ପୁଣି ଖୋଲିବ ଡ୍ୟାନ୍ସ ବାର: ମିଳିଲା ଅବକାରୀ କମିଶନର ପକ୍ଷରୁ ଅନୁମତି

ଭୁବନେଶ୍ୱର, ୨୩।୧୯(ବ୍ୟୁରୋ): ରାଜଧାନୀରେ ପୁଣି ଥରେ ଖୋଲିବ ଡ୍ୟାନ୍ସ ବାର। ଏ ନେଇ ୭ଟି ଡ୍ୟାନ୍ସ ବାର୍‌କୁ ସୋମବାର ଅବକାରୀ କମିଶନର ପକ୍ଷରୁ ଅନୁମତି ମିଳିଛି।...

ସମ୍ବଲପୁରରେ ରାସେଶ୍ୱରୀ ଆଗୁଆ

ସମ୍ବଲପୁର,୨୩।୫: ଦ୍ୱିତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ସମ୍ବଲପୁର ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ଡା. ରେସେଶ୍ୱରୀ ପାଣିଗ୍ରୀହୀ ଆଗୁଆ ରହିଛନ୍ତି। ରାସେଶ୍ୱରୀ ୫୩୪୩ ଭୋଟ...

ବିକ୍ଷୋଭ, ଶୋଭାଯାତ୍ରାରେ କମ୍ପିଲା ଲୋୟର ପିଏମ୍‌ଜି

ଭୁବନେଶ୍ୱର,୧୯ା୧୧ (ବ୍ୟୁରୋ): ବୁଧବାରଠାରୁ ଆରମ୍ଭ ହୋଇଛି ବିଧାନସଭା ଶୀତ ଅଧିବେଶନ। ପୁଣି ଚଳଚଞ୍ଚଳ ହୋଇ ଉଠିଛି ବିଧାନସଭା ସମ୍ମୁଖ ଲୋୟର ପିଏମ୍‌ଜି। ସରକାରଙ୍କୁ ସମସ୍ୟା ତଥା...

ଓଡ଼ିଶାରେ ହ୍ରାସ ପାଉଛି ଦୁର୍ନୀତି

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଏକଦା ଦେଶର ଭୋକର ଭୂଗୋଳ ଥିବା ଓଡ଼ିଶା ଅନ୍ୟତମ ପ୍ରମୁଖ ଧାନ ଉତ୍ପାଦନକାରୀ ରାଜ୍ୟ ଭାବେ ଉଭା ହୋଇଛି। ସାରା ଭାରତବର୍ଷରେ ପୁଞ୍ଜିନିବେଶ ପାଇଁ...

Leave a comment

Your email address will not be published. Required fields are marked *