Posted inUncategorized

୪୦ ଟଙ୍କାରେ ପିଆଜ ବିକିଲା କଂଗ୍ରେସ

ଭୁବନେଶ୍ୱର, ୨।୧୨(ବ୍ୟୁରୋ): ପିଆଜ ଦରକୁ ନେଇ ସାରା ଦେଶରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ସର୍ବକାଳୀନ ରେକର୍ଡ ଭଙ୍ଗ କରି ଅନେକ ରାଜ୍ୟରେ ପିଆଜ କିଲୋ ପ୍ରତି ୮୦ରୁ ୧୨୦ ଟଙ୍କାରେ ପହଞ୍ଚିଛି। ତେଣୁ ପିଆଜ ମୂଲ୍ୟ ବୃଦ୍ଧିକୁ ରୋକିବା ପାଇଁ ସରକାର ସବୁ ଉଦ୍ୟମ ବିଫଳ ହୋଇଛି। ବିରୋଧୀ କଂଗ୍ରେସ ଅଭିନବ ଢଙ୍ଗରେ ପିଆଜ ବୃଦ୍ଧିର ପ୍ରତିବାଦ କରିଛି। ଭୁବନେଶ୍ୱରର ମାଷ୍ଟରକ୍ୟାଣ୍ଟିନ ଛକରେ ଗ୍ରାହକଙ୍କୁ କିଲୋ ପିଛା ୪୦ ଟଙ୍କାରେ ପିଆଜ ବିକିଛି କଂଗ୍ରେସ। ପିଆଜ ଅଢେଇଶ ଗ୍ରାମକୁ ୧୦ କହି ଗ୍ରାହକଙ୍କୁ ଦଳ ବିକି ଥିଲା।


All Right Reserved By Dharitri.Com

Posted inUncategorized View All

ବିପଦରେ ବ୍ରିଟିଶ ଅମଳର ପୋଲ

ଜୟପୁର,୧୩ା୧୨(ନି.ପ୍ର.): କୋରାପୁଟ ଜିଲା ଜୟପୁର ନିକଟସ୍ଥ ପାତ୍ରପୁଟଠାରେ ଥିବା ବ୍ରିଟିଶ ଅମଳର ପୋଲ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏପରିକି ଭାରୀଯାନ ଏହା ମଧ୍ୟଦେଇ ଗଲେ...

ବଢ଼ିଲା ବସ୍‌ ଭଡ଼ା: କିମି ପିଛା ୧, ୨ ପଇସା, ଯାତ୍ରୀ ଅସନ୍ତୋଷ

ଭୁବନେଶ୍ୱର,୧୧।୭(ବ୍ୟୁରୋ): ପୁଣି ବସ୍‌ ଭଡ଼ା ବଢ଼ିଲା। ଡିଜେଲ ଦର ବୃଦ୍ଧି ଯୋଗୁ ରାଜ୍ୟ ସରକାର ଏହି ବସ୍‌ ଭଡ଼ା ବୃଦ୍ଧି କରିଥିବା କୁହାଯାଉଛି। ଡିଜେଲ ଦର...

ଏଏନ୍‌ଏମ୍‌ ସେଣ୍ଟର ପାଲଟିଛି ଧାନ ଗୋଦାମ

ତିହିଡ଼ି,୧୬।୧(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ବାରୋ ପଞ୍ଚାୟତରେ ଥିବା ଏଏନ୍‌ଏମ୍‌ ସେଣ୍ଟର ଧାନଗୋଦାମ ପାଲଟିଛି। ଏହାକୁ ନେଇ ପଞ୍ଚାୟତବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।...

ରାଜସ୍ଥାନ ୩ ଉଇକେଟରେ ବିଜୟୀ

କୋଲକାତା,୨୬।୪(ପି.ଟି.)- ଷ୍ଟିଭେନ୍‌ ସ୍ମିଥ୍‌ଙ୍କ ନେତୃତ୍ୱାଧୀନ ରାଜସ୍ଥାନ ରୟାଲ୍ସ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୪୩ତମ ମ୍ୟାଚ୍‌ରେ ଘରୋଇ କୋଲକାତା ନାଇଟ ରାଇଡର୍ସକୁ ୪ଟି ବଲ...

ମେସିଙ୍କୁ ରେକର୍ଡ ୬ଷ୍ଠ ବାଲୋନ ଡି’ ଅର

ପ୍ୟାରିସ,୩ା୧୨: ଆର୍ଜେଣ୍ଟିନା ଷ୍ଟାର ଲିଓନେଲ ମେସି ସୋମବାର ରେକର୍ଡ ୬ଷ୍ଠ ବାଲୋନ ଡି’ଅର ସମ୍ମାନ ପାଇଛନ୍ତି। ବାର୍ସିଲୋନାକୁ ଲା ଲିଗା ଚାମ୍ପିୟନ କରାଇବା ପରେ ତାଙ୍କ...

ଦିଲ୍ଲୀ ଆସିବାକୁ ଭୀମ ଆର୍ମି ମୁଖ୍ୟଙ୍କୁ ମିଳିଲା ସର୍ତ୍ତମୂଳକ ଅନୁମତି

ନୂଆଦିଲ୍ଲୀ,୨୧।୧: ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦଙ୍କୁ ରାଜଧାନୀକୁ ଆସିବା ପାଇଁ ଅନୁମତି ମିଳିଛି। କିନ୍ତୁ ଏହି ଅନୁମତି ତାଙ୍କୁ ସର୍ତ୍ତମୂଳକ ଦିଆଯାଇଥିବା ଜଣାପଡ଼ିଛି। ମଙ୍ଗଳବାର...

ହାତ ମିଳାଇବାକୁ ମନା କଲେ ସ୍ନୁକର ଷ୍ଟାର ଓସୁଲିଭାନ

ଲଣ୍ଡନ,୧୩।୧୨(ଏଏଫ୍‌ପି)- ସ୍ନୁକର କିମ୍ବଦନ୍ତୀ ରୋନି ଓସୁଲିଭାନ ନିଜ ଜାଜ୍ୱଲ୍ୟମୟ କ୍ୟାରିୟରରେ ଏକ ନୂଆ ଅଧ୍ୟାୟ ଆରମ୍ଭ କରିଛନ୍ତି। ସ୍କଟିଶ ଓପନ ଟୁର୍ନାମେଣ୍ଟରେ ଏକ ମ୍ୟାଚ୍‌ ପୂର୍ବରୁ...

ରାଜନଗର ନୂତନ ତହସିଲଦାର ଭୋଳାନାଥ ସେଠୀ

ରାଜନଗର,୧୭।୩(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ତହସିଲଦାର ଭାବରେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଭୋଳାନାଥ ସେଠୀ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବ ତହସିଲଦାର ଦ୍ୱିବେନ୍ଦୁ କୁମାର...

Leave a comment

Your email address will not be published. Required fields are marked *