ଭିଜିଲାନ୍ସ ଜାଲରେ କିରାଣି

ଅନୁଗୋଳ ଅଫିସ,୨।୧୨: ଅନୁଗୋଳ ଜିଲା ବଅଁରପାଳ ତହସିଲ କାର୍ଯ୍ୟାଳୟର ବରିଷ୍ଠ କିରାଣି ବିଜୟ କୁମାର ମହାପାତ୍ର ଲାଞ୍ଚନେଉଥିବା ବେଳେ ସୋମବାର ଅନୁଗୋଳ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ବିଜୟ ନିଶା ଥାନା ଅନ୍ତର୍ଗତ ତୁବେ ଆରଆଇ ଅଧୀନରେ ଥିବା ପଥୁରିଆ ଗାଁର ଦେବେନ୍ଦ୍ର କୁରମା ଅମାନ୍ତଙ୍କ ଜାଗା ଚିହ୍ନଟ କରିବାକୁ ୧୫ ଶହ ଟଙ୍କା ଲାଞ୍ଚ ନେଉଥିଲା ବେଳେ ତାଙ୍କୁ ଗିରଫ କରାଯାଇଥିବା ଭିଜିଲାନ୍ସ ଡିଏସ୍‌ପି ପ୍ରଦୀପ କୁମାର ପ୍ରଧାନ ସୂଚନା ଦେଇଛନ୍ତି।


All Right Reserved By Dharitri.Com

ଭଏସ୍‌ ଅଫ ନୟାଗଡ଼ ସିଜନ୍‌-୨ ଆରମ୍ଭ : ଭାଗ ନେଲେ ୮୫ ପ୍ରତିଯୋଗୀ

ନୟାଗଡ଼ ଅଫିସ,୨୧ା୧୦: ନୟାଗଡ଼ କ୍ଲବ ଆନୁକୂଲ୍ୟରେ ରବିବାର ଭଏସ୍‌ ଅଫ ନୟାଗଡ଼ ସିଜନ-୨ର ପ୍ରଥମ ପର୍ଯ୍ୟାୟ ଅଡ଼ିଶନ ରୋଟାରି ଭବନଠାରେ ଅନୁଷ୍ଠିତ ହୋଇଯାଇଛି। କ୍ଲବ ସଭାପତି...

୩୫ଶହ ଲିଟର ପୋଚ, ୫୫ ଲିଟର ମଦ ଜବତ

ଗୋପାଳପୁର,୧୦।୬- ରଙ୍ଗେଇଲୁଣ୍ଡା ବ୍ଲକରେ ଚୋରା ଦେଶୀ ମଦ କାରବାର ବୃଦ୍ଧି ପାଉଥିବା ବେଳେ ବ୍ରହ୍ମପୁର ଷ୍ଟ୍ରାଇକିଂ ଫୋର୍ସ ଓ ଗୋଳନ୍ଥରା ଅବକାରୀ ବିଭାଗ ପକ୍ଷରୁ ରବିବାର...

ଆମ୍ବ ଚାଷୀଙ୍କ ବଇରି ସାଜିଛନ୍ତି ହାତୀ

ଚମ୍ପୁଆ, ୧୬।୬ (ଡି.ଏନ.ଏ.)- କେନ୍ଦୁଝର ଜିଲାର ଉପାନ୍ତ ଚମ୍ପୁଆ ସେକ୍ସନ ଅଧୀନ ବନାଞ୍ଚଳରେ ମାସେ ହେବ ହାତୀ ଉପଦ୍ରବ ଜାରିିରହିଛି। ସେମାନେ ଦିନରେ ଝାଡଖଣ୍ଡ ବନାଞ୍ଚଳରେ...

ବିଦ୍ୟୁତ୍‌ ଆଘାତରେ ୨ ଯୁବକ ମୃତ

ରସାଳପୁର, ୧୮ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ହିଡ଼ିଗଁାରେ ଶନିବାର ଅପରାହ୍ନରେ ବିଦ୍ୟୁତ୍‌ ଆଘାତ ଲାଗି ୨ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ ହେଲେ ପ୍ରଦୀପ ଜେନା...

୮୫ ବର୍ଷ ବୟସରେ ବି ଚଳଚଞ୍ଚଳ ବେଳାଭୂମି ସଫେଇ ପାଇଁ ଶକୁବାଇ ସମ୍ମାନିତ

ପୁରୀ ଅଫିସ, ୩୦।୭: ପର୍ଯ୍ୟଟନ ସହର ପୁରୀକୁ ପ୍ରତ୍ୟହ ଦେଶ ବିଦେଶର ବହୁ ପର୍ଯ୍ୟଟକ ଓ ଶ୍ରଦ୍ଧାଳୁ ଆସିଥାନ୍ତି। ତେବେ ଶ୍ରୀକ୍ଷେତ୍ର ବୁଲିବାକୁ ଆସି ସେବା...

ଧାରଣା ସ୍ଥଳରେ ଟଳିପଡିଲେ ଶିକ୍ଷକ: ମୟୂରଭଞ୍ଜ ଜିଲା ଗଣଶିକ୍ଷକ ସଂଘ ସଭାପତି ଥିଲେ; ଅଧୁରା ରହିଗଲା ଦାବି ପୂରଣ

ଭୁବନେଶ୍ୱର,୨ା୧୨(ବ୍ୟୁରୋ)/କୁଆମରା/ଖୁଣ୍ଟା(ଡି.ଏନ୍‌.ଏ) – ଦାବି ପୂରଣ ପାଇଁ ଆସିଥିଲେ ରାଜଧାନୀ। ବିଧାନସଭା ସମ୍ମୁଖ ଲୋୟର ପିଏମ୍‌ଜିର ଆନ୍ଦୋଳନସ୍ଥଳରେ ଅନ୍ୟଶିକ୍ଷକଙ୍କ ସହ ଧାରଣା ଦେଇଥିଲେ। ବିକ୍ଷୋଭ ଓ ପ୍ରତିବାଦ...

ଜରପଡା ଥାନା ଅଞ୍ଚଳରୁ ନଷ୍ଟ କରାଗଲା ୩୨୦ ଗଞ୍ଜେଇ ଗଛ

ଛେଣ୍ଡିପଦା,୨୬।୧୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଜରପଡ଼ା ଥାନା କଞ୍ଜରା ଗ୍ରାମରେ ଅବକାରୀ ପୋଲିସ ଓ ବନବିଭାଗ ମିଳିତ ଚଢାଉରେ ମଙ୍ଗଳବାର ବିପୁଳ ପରିମାଣର ଗଞ୍ଜେଇ ଗଛ ନଷ୍ଟକରାଯାଇଛି।...

ମଦ ବନ୍ଦ ଦାବିରେ ମହିଳାଙ୍କ ରାସ୍ତାରୋକୋ

ହାତୀଓଟ,୧ା୧୧- ପୋଲସରା ବ୍ଲକ ମନ୍ଦାର ପଞ୍ଚାୟତର ମାଳତୀବାଡି ଗ୍ରାମରେ ମଦ ବିକ୍ରିକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ ଗୁରୁବାର ଗ୍ରାମର ଏସ୍‌ଏଚ୍‌ଜି ମହିଳାମାନେ ମନ୍ଦାର – ଆସିକା...

Leave a comment

Your email address will not be published. Required fields are marked *