Posted inଜାତୀୟ

ଫଡ୍‌ନବିସ ନିଜକୁ କହୁଥିଲେ ସମୁଦ୍ର: ଏବେ ଠିକଣା ବଦଳିଲା; ରହିବେ ସାଗରରେ

ମୁମ୍ବାଇ,୨।୧୨: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌ଙ୍କ ଠିକଣା ଏବେ ବଦଳିଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଲାଗି ଉଦ୍ଦିଷ୍ଟ ସରକାରୀ ବାସ ଭବନ ଛାଡିବା ପରେ ଏବେ ତାଙ୍କୁ ମୁମ୍ବାଇର ସାଗର ଅଞ୍ଚଳରେ ବାସ ଭବନ ଯୋଗାଇ ଦିଆଯିବ। ଫଡ୍‌ନବିସ ବିଧାନସଭାରେ ବିରୋଧୀ ଦଳ ନେତା ନିର୍ବାଚିତ ହେବାପରେ ନିଜକୁ ସମୁଦ୍ର ବୋଲି କହିଥିଲେ। ସେ ପୁଣିଥରେ ଆସିବେ କିନ୍ତୁ କେବେ ଆସିବେ ତାହା ସମୟ ଉପରେ ଛାଡ଼ିଦେଇଥିଲେ।


All Right Reserved By Dharitri.Com

୪୧ ଲୋକ ସଭା ଆସନ ପାଇଁ ବାରାଣସୀରୁ ଲଢ଼ିଲେ ନାହିଁ ପ୍ରିୟଙ୍କା

ନୂଆଦିଲ୍ଲୀ,୨୮।୪: କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କ ଗାନ୍ଧୀ ଭଦ୍ରା ବାରାଣସୀ ଲୋକ ସଭା ଆସନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ପ୍ରତିଦ୍ୱନ୍ଦ୍ୱିତା କରିବେ ବୋଲି ଆକଳନ...

ବିବାହ ପାଇଁ କନ୍ୟା ରାଜି ନ ହେବାରୁ ୪ ମହଲା ଛାତରୁ ଡେଇଁଲେ ଯୁବକ: ଭିଡିଓ ଭାଇରାଲ

ଗାନ୍ଧିନଗର,୧୦।୯: ଗୁଜରାଟର ବନସକାଣ୍ଠା ଜିଲାରେ ଘଟିଛି ଏକ ଆଶ୍ଚର୍ଯ୍ୟ କରିବା ଭଳି ଘଟଣା। ଏଠାରେ ଥିବା ପାଲନପୁରରେ ଜଣେ ଯୁବକ ୪ ମହଲା ଘରୁ ଡେଇଁ...

ପ୍ରବଳ ବର୍ଷାରେ ବୁଡ଼ିଲା ରେଳ ଲାଇନ୍‌: ମହାଲକ୍ଷ୍ମୀ ଏକ୍ସପ୍ରେସ୍‌ର ଯାତ୍ରୀ ଜଳବନ୍ଦୀ

ମୁମ୍ବାଇ,୨୭।୭: ମହାରାଷ୍ଟ୍ରରେ ପୁଣି ଦେଖାଦେଇଛି ବନ୍ୟା ବିତ୍ପାତ। ପ୍ରବଳ ବର୍ଷା ଯୋଗୁ ବନ୍ୟା ଜଳ ରେଳ ଲାଇନ୍‌ ଉପରେ ପ୍ରବାହିତ ହେଉଛି। ସୁରକ୍ଷାକୁ ଦୃଷ୍ଟିରେ ରଖି...

ଆଜି ଇସ୍ତଫା ଦେଇପାରନ୍ତି ଚନ୍ଦ୍ରାବାବୁ

ହାଇଦ୍ରାବାଦ,୨୩।୫: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରାବାବୁ ନାଇଡୁ ଗୁରୁବାର ସୁଦ୍ଧା ନିଜ ପଦରୁ ଇସ୍ତଫା ଦେଇ ପାରନ୍ତି ବୋଲି ଅନୁମାନ କରାଯାଉଛି। କାରଣ ବିଧାନସଭା...

ଏନ୍‌ସିପି ବିଧାୟକ ନିଖୋଜ

ମୁମ୍ବାଇ,୨୪।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଭାଜପାରୁ ଦେବେନ୍ଦ୍ର ଫଡନବିସ ଦ୍ୱିତୀୟ ଥର ଲାଗି ଶପଥ ଗ୍ରହଣ କଲେ ସତ। ହେଲେ ଏପର୍ଯ୍ୟନ୍ତ ସଂଖ୍ୟା ଗରିଷ୍ଠତାକୁ ନେଇ...

ସରକାର ଗଠନ ପାଇଁ ଅଣ୍ଟାଭିଡ଼ା: ଶୁକ୍ରବାର ଶିବସେନା-ଏନ୍‌ସିପି-କଂଗ୍ରେସ ବୈଠକ

ମୁମ୍ବାଇ,୨୧।୧୧: ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ଅଣ୍ଟା ଭିଡ଼ିଛନ୍ତି ଶିବସେନା, ଏନ୍‌ସିପି ଏବଂ କଂଗ୍ରେସ। ଏନେଇ ଶୁକ୍ରବାର ଏହି ତିନି ଦଳଙ୍କ ମଧ୍ୟରେ ବୈଠକ ହେବାର...

କ୍ୟାବିନେଟ ପାଇଁ କସରତ: ଶିବସେନା ୧୫, ଏନ୍‌ସିପି ୧୫, କଂଗ୍ରେସ ଭାଗରେ ୧୩ ମନ୍ତ୍ରୀପଦ

ମୁମ୍ବାଇ,୨୮ା୧୧(ପି.ଟି.): ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକ୍‌ରେ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଥିବାବେଳେ ବୁଧବାର ମହାରାଷ୍ଟ୍ର ବିକାଶ ଅଘାଡ଼ି (ଏମ୍‌ଭିଏ) ପକ୍ଷରୁ କ୍ୟାବିନେଟର ରୂପରେଖ ସ୍ଥିର...

ଭିଡ଼ ହିଂସା ପୁଣି ନେଲା ୪ ଜୀବନ: ଡାହାଣି ସନ୍ଦେହରେ ହତ୍ୟା

ରାଞ୍ଚି,୨୧।୭: ଦେଶରେ ଭିଡ଼ ହିଂସା ଥମିବାର ନାଁ ଧରୁନି। ରବିବାର ଭୋର୍‌ ୩ଟାରେ ଝାଡ଼ଖଣ୍ଡର ଗୁମଲାରେ ୪ ଜଣ ଲୋକଙ୍କୁ ହତ୍ୟା କରାଯାଇଛି। କିଛି ଲୋକ...

Leave a comment

Your email address will not be published. Required fields are marked *