ଲାଞ୍ଚ ନେଇ ଧରାପଡ଼ିଲେ ବରିଷ୍ଠ କିରାଣି

ଢେଙ୍କାନାଳ ଅଫିସ,୨।୧୨: ଢେଙ୍କାନାଳ ଜିଲା ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ କିରାଣି ଅକ୍ଷୟ କୁମାର ସାହୁ ସୋମବାର ଲାଞ୍ଚ ନେଉଥିବା ବେଳେ ଢେଙ୍କାନାଳ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜମି ପଟ୍ଟା କିସମର ନକଲ ଦେବା ଲାଗି ଭୁବନ ଅରଖପାଳ ଗ୍ରାମର ବାବୁଲି ସାହୁଙ୍କଠାରୁ ୧୬ଶହ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ଡିଏସ୍‌ପି ବେଣୁଧର ନାୟକଙ୍କ ନେତୃତ୍ୱରେ ଗିରଫ ହୋଇଥିବା ସୂଚନା ମିଳିଛି।


All Right Reserved By Dharitri.Com

ସମୁଦ୍ରରେ ଭାସିଯାଇ ବଙ୍ଗୀୟ ପର୍ଯ୍ୟଟକ ନିଖୋଜ

ଭୋଗରାଇ,୧୬।୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ତାଳସାରୀ ସମୁଦ୍ରକୂଳରେ ଜଣେ ବଙ୍ଗୀୟ ପର୍ଯ୍ୟଟକ ବୁଧବାର ମଧ୍ୟାହ୍ନରେ ଗାଧୋଇବାକୁ ଯାଇ ସମୁଦ୍ର ସ୍ରୋତରେ ଭାସିଯାଇ ନିଖୋଜ ଅଛନ୍ତି। ନିଖୋଜ...

ମହାନଦୀରେ ଗୋମୁହାଁ କୁମ୍ଭୀର ଆତଙ୍କ ବନ ବିଭାଗ ପକ୍ଷରୁ ପଦକ୍ଷେପ ଦାବି

ଖଣ୍ଡପଡ଼ା,୨୫ା୮(ସ୍ବ.ପ୍ର.)-ମହାନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ସମୟରେ ସାତକୋଶିଆ ବନ୍ୟପ୍ରାଣୀ ଅଭୟାରଣ୍ୟରେ ରହୁଥିବା କେତେକ କୁମ୍ଭୀର ଗଭୀର ଜଳ ସ୍ରୋତରେ ନଦୀର ତଳ ମୁଣ୍ଡକୁ ଚାଲି...

ରୋଟାରି ଯାଜପୁର ରୋଡ୍‌ର ଅଧିଷ୍ଠାନ ଉତ୍ସବ

ଯାଜପୁର ରୋଡ,୧୦ା୯(ନି.ପ୍ର.)- ରୋଟାରି କ୍ଲବ, ଯାଜପୁର ରୋଡ୍‌ର ପ୍ରଥମ ଅଧିଷ୍ଠାନ ଉତ୍ସବ ଏବଂ ଚାର୍ଟାଡ ସାର୍ଟିଫିକେଟ ପ୍ରଦାନ ଉତ୍ସବ ରବିବାର ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ...

ପୁରୀରେ ଗଡ଼ିବନି ଘରୋଇ ଗାଡ଼ି: କଡ଼ାକଡ଼ି ହେବ ଯାଞ୍ଚ

ପୁରୀ ଅଫିସ,୨୦ା୪: କରୋନା ମୁକାବିଲା ନେଇ ଦେଶବ୍ୟାପୀ ଚାଲିଛି ଲକ୍‌ଡାଉନ। ଆସନ୍ତା ମେ ୩ ତାରିଖ ପର୍ଯ୍ୟନ୍ତ ଏହାର ଅବଧି ରହିଥିବାବେଳେ ସରକାର କେତେକ କ୍ଷେତ୍ରରେ...

ସିଡିଏମଓଙ୍କ ନିଲମ୍ବନ ଆଦେଶକୁ ବିରୋଧ କରି ଭାଜପାର ବନ୍ଦପାଳନ

ସୁନ୍ଦରଗଡ଼,୧୪।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଭାରପ୍ରାପ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ନିଲମ୍ବନ ଆଦେଶକୁ ବିରୋଧ କରି ସୋମବାର ଜିଲା ଭାଜପା ପକ୍ଷରୁ ୬ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି।...

ସକାଳ ହେଲେ ପରିବାର ମୁହଁରେ ଆହାର ଦେବାକୁ ଚିନ୍ତା

ସମ୍ବଲପୁର,୩୧।୩(ବ୍ୟୁରୋ)-କରୋନା ଭୂତାଣୁ ଭୟ ସମସ୍ତଙ୍କ ଭିତରେ ଭୟ ସୃଷ୍ଟି କରିଛି। କରୋନା କଟକଣା ଶ୍ରମିକ, ଛୋଟ ଚା, ପାନ, ଜଳଖିଆ ଦୋକାନୀଙ୍କୁ କଷଣ ଦେଇଛି ।...

୩୦ପେଟି ଦେଶୀ ମଦ ଜବତ, ୨ ଗିରଫ

ଗୋପ,୩୦ା୪(ଡି.ଏନ.ଏ): କରୋନା ରୋକିବା ପାଇଁ ଲକଡାଉନ ଜାରି ହୋଇଥିବାବେଳେ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ହେଲେ ଗୋପ ଥାନା ଅଞ୍ଚଳରେ ଚୋରାରେ ମଦ ବିକ୍ରି...

ବିବାଦୀୟ ଜମିରେ ଲଜିଷ୍ଟିକ ପାର୍କ ନିର୍ମାଣ ମାମଲା:ସ୍ପଷ୍ଟ କରିବାକୁ ନିର୍ଦ୍ଦେଶ ଦେଲା ଏନ୍‌ଜିଟି

ଯାଜପୁର ଅଫିସ, ୧୩ା୧: କଳିଙ୍ଗନଗର ଶିଳ୍ପାଞ୍ଚଳ ଅନ୍ତର୍ଗତ ଦାନଗଦୀ ତହସିଲ ଯଖପୁରା ମୌଜାର ୧୧.୯୯୦ ଏକର ପରିମିତ ଶାଳ କିସମ ଜମିରେ ବିନା ପରିବେଶ ମଞ୍ଜୁରୀରେ...

Leave a comment

Your email address will not be published. Required fields are marked *