Posted inଜାତୀୟ

ଅଗୁସ୍ତା ଓ୍ବେଷ୍ଟଲାଣ୍ଟ ମନି ଲଣ୍ଡରିଂ ମାମଲାରେ ରତୁଲ ପୁରୀଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ,୨।୧୧: ଅଗୁସ୍ତା ଓ୍ବେଷ୍ଟଲାଣ୍ଡ ଭିଭିଆଇପି ହେଲିକପ୍ଟର ଦୁର୍ନୀତି ମାମଲାରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ଭଣଜା ତଥା ବ୍ୟବସାୟୀ ରତୁଲ ପୁରୀଙ୍କୁ ଆଶ୍ୱସ୍ତି ମିଳିଛି। ସୋମବାର ଦିଲ୍ଲୀର ସ୍ପେଶାଲ କୋର୍ଟ ଏହାର ଶୁଣାଣି କରି ତାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ୫ଲକ୍ଷ ଟଙ୍କାର ବ୍ୟକ୍ତିଗତ ମୁଚାଲିକାରେ ରତୁଲଙ୍କୁ ଜାମିନ ପ୍ରଦାନ କରିଛନ୍ତି କୋର୍ଟ। କିନ୍ତୁ ଏବେ ବି ସେ ଜେଲରେ ରହିବେ। କାରଣ ଅନ୍ୟ ମାମଲାରେ ତାଙ୍କୁ ଜାମିନ ପ୍ରଦାନ କରାଯାଇନାହିଁ। ସୂଚନାଯୋଗ୍ୟ, ଚଳିତ ବର୍ଷ ଅଗଷ୍ଟ ୨୦ରେ ଅଗୁସ୍ତା ଓ୍ବେଷ୍ଟଲାଣ୍ଡ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ରତୁଲଙ୍କୁ ଗିରଫ କରିଥିଲା।


All Right Reserved By Dharitri.Com

କୁଳଭୂଷଣଙ୍କ ଭଳି ପାକିସ୍ତାନ ଜେଲ୍‌ରେ ଅଛନ୍ତି ୨୭୩ ଭାରତୀୟ

ନୂଆଦିଲ୍ଲୀ,୧୮।୭: କୁଳଭୂଷଣ ଯାଦବଙ୍କ ଭଳି ପାକିସ୍ତାନ ଜେଲ୍‌ରେ ୨୭୩ ଜଣ ଭାରତୀୟ ବନ୍ଦୀ ଭାବେ ରହିଛନ୍ତି। ପାକିସ୍ତାନରେ ବିଭିନ୍ନ ଜେଲ୍‌ରେ ଏହି ଭାରତୀୟମାନେ ରହିଛନ୍ତି। ସେମାନଙ୍କ...

ସାଇକେଲ ଚଢି ଅଫିସ ଗଲେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ

ନୂଆଦିଲ୍ଲୀ,୩।୬: ଚାନ୍ଦିନୀ ଚୌକ ଏମ୍‌ପି ଡା. ହର୍ଷବର୍ଦ୍ଧନ ସୋମବାର ପ୍ରଥମ ଦିନରେ ନିର୍ମାଣ ଭବନ ଯାଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଭାବେ ଦାୟିତ୍ୱ...

ଚାଇନା ପ୍ରକଳ୍ପକୁ ନେଇ ପାକିସ୍ତାନକୁ ସତର୍କ କରାଇଲା ଆମେରିକା

ଓ୍ବାଶିଂଟନ,୨୩ା୧୧: ଚାଇନା ଭିତ୍ତିଭୂମି ପ୍ରକଳ୍ପ ସହ ପାକିସ୍ତାନ ଯଦି ଦୀର୍ଘଦିନ ଜଡିତ ରହେ ତେବେ ଏହା ଆର୍ଥିକ କ୍ଷତିର ସମ୍ମୁଖୀନ ହେବ ବୋଲି ଆମେରିକା ଚେତାଇ...

ମୋଦିଙ୍କୁ ଭେଟିବା ପୂର୍ବରୁ ଯଶୋଦାବେନଙ୍କୁ ଭେଟିଲେ ମମତା

କୋଲକାତା,୧୮।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାକୁ ଦିଲ୍ଲୀ ଯାଇଥିଲେ। ହେଲେ ସେ ମୋଦିଙ୍କୁ ଭେଟିବା ପୂର୍ବରୁ ତାଙ୍କ ପତ୍ନୀ...

ଜମ୍ମୁ-କଶ୍ମୀରରେ ମାନବାଧିକାରର ହେଉଛି ଉଲ୍ଲଂଘନ: ମମତା ବାନାର୍ଜୀ

କୋଲକାତା,୧୯।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ପୁଣିଥରେ ସମାଲୋଚନା କରିଛନ୍ତି। ମମତା ଟୁଇଟ୍‌ କରି କହିଛନ୍ତି ଯେ, ଜମ୍ମୁ-କଶ୍ମୀରରେ ମାନବାଧିକାରର...

ଏଥର ନିର୍ବାଚନ ନୁହେଁ ସିଧା ସରକାର ଗଠନ କରାଯାଉ: ଉଦ୍ଧବ

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ସରକାର ଏବେ ସମସ୍ତଙ୍କ ମୁଣ୍ଡ ବିଗାଡିଛନ୍ତି। ରାତାରାତି ନିଷ୍ପତ୍ତି ନେଇ ଶନିବାର ସକାଳୁ ଭାଜପା-ଏନ୍‌ସିପି ସହ ମିଶି ସରକାର ଗଢିବା ଶିବସେନା ହଜମ...

ରାଜ ବାବ୍ବରଙ୍କୁ ଦୌଡାଇ ଦୌଡାଇ ମାରିବାକୁ ଧମକ

ନୂଆଦିଲ୍ଲୀ,୧୬।୪; ଫତେପୁର ସିକ୍ରିରୁ ନିର୍ବାଚନ ଲଢୁଥିବା ବିଏସ୍‌ପି ନେତା ଗୁଡ୍ଡୁ ପଣ୍ଡିତଙ୍କର ଏକ ଭିଡ଼ିଓ ଏବେ ସାମ୍ନାକୁ ଆସିଛି। ଯେଉଁଥିରେ ସେ କଂଗ୍ରେସ ନେତା ରାଜ...

ରାହୁଲଙ୍କ ବଡ଼ ପଦକ୍ଷେପ: ଭଙ୍ଗ କଲେ କର୍ନାଟକ କାର୍ଯ୍ୟକାରିଣୀ

ନୂଆଦିଲ୍ଲୀ,୧୯।୬: ଲୋକ ସଭା ନିର୍ବାଚନରେ ବିଫଳତା ପରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ବୁଧବାର ନେଇଛନ୍ତି ବଡ଼ ପଦକ୍ଷେପ। ସେ କର୍ନାଟକର କଂଗ୍ରେସ କାର୍ଯ୍ୟକାରିଣୀକୁ ଭଙ୍ଗ...

Leave a comment

Your email address will not be published. Required fields are marked *