୩.୩୮ ଲକ୍ଷରୁ ଉର୍ଦ୍ଧ୍ୱ କମ୍ପାନୀଙ୍କ ପଞ୍ଜୀକରଣ ରଦ୍ଦ

ନୂଆଦିଲ୍ଲୀ, ୩-୧୨: ଗତ ୨ ଆର୍ଥତ୍କ ବର୍ଷରେ ସରକାର ୩.୩୮ ଲକ୍ଷ କମ୍ପାନୀଙ୍କ ପଞ୍ଜୀକରଣ ରଦ୍ଦ କରିବା ସହ ସରକାରୀ ରେକର୍ଡରୁ ହଟାଇଛନ୍ତି। ଏହି କମ୍ପାନୀଗୁଡିକ ୨ ଆର୍ଥତ୍କ ବର୍ଷଧରି ବାର୍ଷିକ ରିଟର୍ନ ଫାଇଲ କରିବାକୁ ସକ୍ଷମ ନ ହେବା ଯୋଗୁ କେନ୍ଦ୍ର କର୍ପୋରେଟ ବ୍ୟାପାର ମନ୍ତ୍ରଣାଳୟ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା ଜଣାପଡିଛି। ଯେଉଁ କମ୍ପାନୀଗୁଡିକ ବିଭିନ୍ନ ସମୟରେ ରିଟର୍ନ ଫାଇଲ କରିବାକୁ ସକ୍ଷମ ହେଉ ନାହାନ୍ତି ସେମାନଙ୍କ ବିରୋଧରେ ରେଜିଷ୍ଟ୍ରାର ଅଫ୍‌ କମ୍ପାନୀଜ କାର୍ଯ୍ୟାନୁଷ୍ଠାନ ନେଇଥିବା ଜଣାପଡିଛି।


All Right Reserved By Dharitri.Com

ରୁପେ ଡେବିଟ କାର୍ଡରେ ଶପିଂ ହେବ ଶସ୍ତା

ନୂଆଦିଲ୍ଲୀ,୧୫-୯: ନ୍ୟାଶନାଲ ପେମେଣ୍ଟସ କର୍ପୋରେଶନ ଅଫ୍‌ ଇଣ୍ଡିଆ(ଏନ୍‌ପିସିଆଇ) ଡିଜିଟାଲ ପେମେଣ୍ଟକୁ ପ୍ରୋତ୍ସାହିତ କରବାକୁ ଯାଇ ରୁପେ ଡେବିଟ୍‌ କାର୍ଡ ଜରିଆରେ ନେଣଦେଣ ଉପରେ ମର୍ଚ୍ଚେଣ୍ଟ ଡିସ୍‌କାଉଣ୍ଟ...

୨୬୧ କୋଚରେ ଆଇସୋଲେଶନ ୱାର୍ଡ ପ୍ରସ୍ତୁତ କରୁଛି ପୂର୍ବତଟ ରେଳପଥ

ଭୁବନେଶ୍ୱର,୪।୪: କରୋନା ବିରୋଧୀ ଲଢେଇରେ ପୂର୍ବତଟ ରେଳପଥ ଏହାର ଯୋଗଦାନ ରଖିଛି। ମୋଟ ୨୬୧ କୋଚ୍ ମଧ୍ୟରୁ ରେଳପଥ ପକ୍ଷରୁ ଭୁବନେଶ୍ୱର କୋଚିଂ ଡିପୋରେ ୪୬...

ବେକାରି ୪୫ ବର୍ଷର ସର୍ବୋଚ୍ଚ ସ୍ତରରେ

ନୂଆଦିଲ୍ଲୀ,୧।୬: ମୋଦି ସରକାର କ୍ଷମତାକୁ ଫେରିବାର ଦ୍ୱିତୀୟ ଦିନରେ ଶୁକ୍ରବାର ଶ୍ରମ ମନ୍ତ୍ରଣାଳୟ ପକ୍ଷରୁ ବେକାରି ପରିସଂଖ୍ୟାନ ପ୍ରକାଶ କରାଯାଇଛି। ଦେଶରେ ବେକାରି ସଂଖ୍ୟା ବଢ଼ିଛି...

ଆଦାୟ ହେବ ଟିକସ: କ୍ଷତି ଦର୍ଶାଇ ଠକୁଛନ୍ତି ୨.୫ ଲକ୍ଷ କମ୍ପାନୀ

ନୂଆଦିଲ୍ଲୀ,୧୪-୬: ଦେଶର ଅର୍ଥନୀତିକୁ ଗତିଶୀଳ କରିବା ଲକ୍ଷ୍ୟରେ ମୋଦି ସରକାର ଆଉ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ବିମୁଦ୍ରୀକରଣ ପରେ ଭୂତ କମ୍ପାନୀଙ୍କୁ ବନ୍ଦ...

ତନିଷ୍କର ଅହଲ୍ୟା କଲେକ୍ସନ ପ୍ରଦର୍ଶିତ

ଭୁବନେଶ୍ୱର, ୨୦-୭(ବ୍ୟୁରୋ): ତନିଷ୍କ ପକ୍ଷରୁ ନୂଆ ଅହଲ୍ୟା କଲେକ୍ସନ ଓଡ଼ିଶାରେ ବଜାର ପ୍ରବେଶ କରିଛି। କମ୍ପାନୀର ଏଭିପି ଏବଂ ରିଟେଲ ମୁଖ୍ୟ ଅରୁଣ ନାରାୟଣ, ଆଞ୍ଚଳିକ...

ଆମଦାନୀ ଶୁଳ୍କ ନେଇ ଭାରତକୁ ପୁଣି ଟାର୍ଗେଟ କଲେ ଟ୍ରମ୍ପ

ଓ୍ବାଶିଂଟନ,୩୦-୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମଦାନୀ ଶୁଳ୍କ ନେଇ ପୁଣିଥରେ ଭାରତକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ, ଆମେରିକା ଉତ୍ପାଦ ବିଶେଷ କରି...

ବିକାଶରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର, ୨୦-୭(ବ୍ୟୁରୋ): ବର୍ତ୍ତମାନ ସାରା ଦେଶରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଶାଖା ୧.୪୧ ଲକ୍ଷ ଛୁଇଁଛି। ବ୍ୟାଙ୍କଗୁଡିକ ଦେଶର ୯୫% ଲୋକଙ୍କ ନିକଟରେ ପହଞ୍ଚି ପାରିଛନ୍ତି। ଦେଶର...

୧୮ହଜାର କୋଟି ଦେଲେ ବିଦେଶ ଯାଇପାରିବେ ଗୋୟଲ

ନୂଆଦିଲ୍ଲୀ,୧୦-୭: ଋଣରେ ବୁଡ଼ି ରହିଥିବା ଜେଟ୍‌ ଏୟାରଓ୍ବେଜ୍‌ ପ୍ରତିଷ୍ଠାତା ନରେଶ ଗୋୟଲଙ୍କୁ ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟରୁ ବଡ଼ ଝଟକା ଲାଗିଛି। ଗୋୟଲ ୧୮ ହଜାର କୋଟି...

Leave a comment

Your email address will not be published. Required fields are marked *