ଆପଲ୍‌ ଆଣ୍ଡ ମେୟୋନିଜ୍‌ ସାଣ୍ଡ୍‌ଓ୍ବିଚ୍‌

ଆବଶ୍ୟକ ସାମଗ୍ରୀ:ଏକ କପ୍‌ ଗ୍ରୀନ୍‌ ଆପଲ୍‌, ବ୍ରେଡ୍‌ ସ୍ଲାଇସ୍‌ – ୬ ଟି, ୨ ବଡ଼ ଚାମଚ ବଟର, ୧ ଚାମଚ ମେୟୋନିଜ୍‌, ୧ ଚାମଚ ଲେମ୍ବୁରସ, ସ୍ବାଦ ଅନୁସାରେ ଲୁଣ, ଆବଶ୍ୟକତା ଅନୁଯାୟୀ ମଖନ୍‌।
ପ୍ରସ୍ତୁତି : ପ୍ରଥମେ ସେଓକୁ ପତଳା ପତଳା ସ୍ଲାଇସ୍‌ କରି କାଟନ୍ତୁ। ଏକ ବାଉଲରେ ସେଓ, ଲେମ୍ବୁରସ, ବଟର, ମେୟୋନିଜ୍‌ ଓ ଲୁଣର ମିଶ୍ରଣକୁ ଭଲଭାବେ ଗୋଳାନ୍ତୁ। ଗ୍ୟାସ୍‌ ଅନ୍‌ କରି ମିଡିୟମ ଆଞ୍ଚରେ ତାଓ୍ବା ଗରମ କରନ୍ତୁ। ମଖନ୍‌ ଲଗାଇ ବ୍ରେଡ୍‌କୁ ସେକନ୍ତୁ। ବ୍ରେଡ୍‌ ସ୍ଲାଇସ୍‌ ଉପରେ ମେୟୋନିଜ୍‌ ଢାଳନ୍ତୁ। ବ୍ରେଡ୍‌ର ଉପରିଭାଗରେ ସେଓ ଖଣ୍ଡ ରଖନ୍ତୁ। ଏହା ଉପରେ ଅନ୍ୟ ପାର୍ଶ୍ୱକୁ ଏଥିରେ କଭର କରନ୍ତୁ। ଏବେ ପ୍ରସ୍ତୁତ ହୋଇଗଲା ଆପଲ୍‌ ଆଣ୍ଡ ମେୟୋନିଜ୍‌ ସ୍ୟାଣ୍ଡ୍‌ଓ୍ବିଚ୍‌।


All Right Reserved By Dharitri.Com

ଦିନରାତି ମୋବାଇଲ ବ୍ୟବହାର ତ୍ୱଚା ଉପରେ ପକାଏ କୁପ୍ରଭାବ

ବର୍ତ୍ତମାନ ସମୟରେ ମୋବାଇଲ ଶରୀରର ଏକ ଅବିଚ୍ଛେଦ୍ୟ ଅଙ୍ଗ କହିଲେ ଅତ୍ୟୁକ୍ତି ହେବ ନାହିଁ। ସକାଳୁ ରାତି ହେବାଯାଏ ଏହା ଆମ ହାତରେ ରହିଥାଏ ।...

ଓଜନ ବୃଦ୍ଧିକୁ ରୋକେ ପିଜୁଳି ପତ୍ର ଚା’

ପିଜୁଳି ଖାଇବାକୁ ପ୍ରାୟ ସମସ୍ତେ ଭଲ ପାଆନ୍ତି। ଏହା ପାଟିକୁ ଯେତିକି ସ୍ବାଦିଷ୍ଟ, ଔଷଧୀୟ ଗୁଣରେ ବି ସେତିକି ଭରପୂର। ଏହା ଶରୀରର ବିଭିନ୍ନ ସମସ୍ୟାକୁ...

ସ୍ମାର୍ଟ ଓ୍ବିଣ୍ଡୋ

ଘର ଭିତରକୁ ପବନ ଯାତାୟାତ ପାଇଁ ଘରେ ଝରକା ଲଗାଯାଇଥାଏ। ହେଲେ ଖରାଦିନେ ଉତପ୍ତ ବାୟୁ ଏହା ଭିତର ଦେଇ ଘରକୁ ଆସିଥାଏ। ନିକଟରେ ୟୁନିଭର୍ସିଟି...

ଓ୍ବିଣ୍ଟର ଫ୍ୟାଶନ୍‌

ଶୀତଋତୁ ଆରମ୍ଭ ହୋଇଗଲାଣି । ଯଦି ଆପଣ ଏହି ଋତୁରେ କପଡ଼ା କିଣିବାକୁ ଭାବୁଥାନ୍ତି ତେବେ ନିମ୍ନଲିଖିତ ଟିପ୍ସ ଆପଣେଇ ପାରନ୍ତି… ଉଲେନ୍‌ କୁର୍ତ୍ତି: ଆଗରୁ...

ପୁରୁଷଙ୍କ ଅପେକ୍ଷା ମହିଳାଙ୍କୁ ଅଧିକ ହୋଇଥାଏ ଏହି ରୋଗ

ସିଷ୍ଟମିକ୍‌ ଲ୍ୟୁପସ୍‌ ଏରିଥୋମେଟୋସସ୍‌(ଏସ୍‌ଏଲ୍‌ଇ) ଏକ ଅଟୋ ଇମିନ୍ୟୁ ରୋଗ। ଯେଉଁଥିରେ ସ୍ବାସ୍ଥ୍ୟ ଖରାପ ହେବା ସହ ରୋଗର ସକ୍ରିୟତା ଅଲଗା ଅଲଗା ହୋଇଥାଏ। ଏହି ରୋଗ...

ଜନଜାତି ସାମଗ୍ରୀର ନୂଆ ଠିକଣା ‘ଆଦିଶା’

ମାଣ୍ଡିଆ ଚୂନାରୁ ଆରମ୍ଭ କରି ଶାଳଫୁଲ ଚାଉଳ ପର୍ଯ୍ୟନ୍ତ କଳା ତୁଳସୀ ପାଉଡରରୁ ପାଳୁଅ ଚୂନା ପର୍ଯ୍ୟନ୍ତ ଓଡ଼ିଶାର ଆଦିମ ଜନଜାତିଙ୍କ ଦ୍ୱାରା ପ୍ରସ୍ତୁତ ସମସ୍ତ...

ମାନସିକ ଚିନ୍ତାରୁ ଦୂରେଇ ରହିବା ପାଇଁ କରନ୍ତୁ ଏପରି…

ପ୍ରାତଃ ଭ୍ରମଣ ଦ୍ୱାରା ଅସ୍ଥି ଶକ୍ତିଶାଳୀ ହୋଇଥାଏ। ଚାଲିବା ଦ୍ୱାରା କେବଳ ଶାରିରୀକ ନୁହେଁ ବରଂ ମାନସିକ କ୍ଷମତା ମଧ୍ୟ ବୃଦ୍ଧି ହୁଏ। ଏହା ଦ୍ୱାରା...

ସୋସିଆଲ ମିଡିଆରୁ ସମ୍ପର୍କ: ଡେଟ୍‌ରେ ଯାଉଥିଲେ ଏହି ୪ ଦିଗ ଉପରେ ଦିଅନ୍ତୁ ଧ୍ୟାନ

ବର୍ତ୍ତମାନ ଇଣ୍ଟରନେଟ୍‌ ଯୁଗରେ ଯୁବପିଢ଼ୀ ନୂଆ ନୂଆ ଟେକ୍‌ନିକ୍‌ ସହିତ ବେଶ୍‌ ଜଡିତ। ଅନେକ ସମୟରେ ସେମାନେ ସୋସିଆଲ ମିଡିଆରେ ବନ୍ଧୁ ତିଆରି କରି ତାଙ୍କ...

Leave a comment

Your email address will not be published. Required fields are marked *