୪୦ ଟଙ୍କାରେ ପିଆଜ ବିକିଲା କଂଗ୍ରେସ

ପାଟଣା,୩।୧୨(ସ୍ବ.ପ୍ର.): ଓଡ଼ିଶାରେ ପିଆଜ ଦର ଅହେତୁକ ବୃଦ୍ଧି ପ୍ରତିବାଦରେ କେନ୍ଦୁଝର ଜିଲା ପାଟଣାବ୍ଲକ କଂଗ୍ରେସ ପକ୍ଷରୁ ମଙ୍ଗଳବାର ରାଜନଗରଠାରେ ପିଆଜ କିଲୋ ପ୍ରତି ୪୦ ଟଙ୍କା ଦରରେ ଖାଉଟିମାନଙ୍କୁ ଯୋଗାଇ ଦିଆଯାଇଛି। ଗ୍ରାହକଙ୍କୁ ମୁଣ୍ଡ ପିଛା ମାତ୍ର ୨୫୦ ଗ୍ରାମ ଲେଖା ପିଆଜ ଯୋଗାଇ ଦିଆଯାଉଛି। ଜିଲା କଂଗ୍ରେସ କମିଟି ସଭ୍ୟ ଶତ୍ରୁଘ୍ନ ସିଂ ଓ ବରିଷ୍ଠ ନେତା ବସନ୍ତ ମିଶ୍ରଙ୍କ ନେତୃତ୍ୱରେ ରାଜନଗରଠାରେ ଅସ୍ଥାୟୀ ଭାବେ ପିଆଜ ଦୋକାନ ଖୋଲାଯାଇଛି। ପିଆଜ ବିକ୍ରି କେନ୍ଦ୍ର ପିସିସିର ପରବର୍ତ୍ତୀ ନିଷ୍ପତ୍ତି ପର୍ଯ୍ୟନ୍ତ ଜାରି ରହିବ ବୋଲି କଂଗ୍ରେସ କହିଛି। ପିଆଜ ଦର ଖୋଲା ବଜାରରେ କିଲୋ ପିଛା ୮୦ରୁ ୧୦୦ଟଙ୍କାରେ ବିକ୍ରି ହେଉଥିବାରୁ କଂଗ୍ରେସ ପକ୍ଷରୁ ଏଭଳି ଅଭିନବ ଢଙ୍ଗରେ ଆଜି ପ୍ରତିବାଦ ଦେଖିବାକୁ ମିଳିଛି। ପିଆଜ ଦର ଧନୀ, ଗରିବ, ମଧ୍ୟବିତ୍ତଙ୍କୁ ଊଣା ଅଧିକେ ପ୍ରଭାବିତ କରିଛି। ପିଆଜ କମ୍‌ ଦାମରେ ମିଳୁଥିବାରୁ ଗ୍ରାହକଙ୍କ ମଧ୍ୟରେ ନାହିଁ ନ ଥିବା ଭିଡ଼ ପରିଲକ୍ଷିତ ହୋଇଛି।


All Right Reserved By Dharitri.Com

ସରକାରୀ ଯୋଜନା ସମ୍ପର୍କରେ ସଚେତନ କରିବ ଏଲ୍‌ଇଡି ଡିସ୍‌ପ୍ଲେ

ବ୍ରହ୍ମପୁର ଅଫିସ୍‌,୯।୮: ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ(ଏମ୍‌କେସିଜି) ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟଠାରେ ଦୁଇଟି ଏଲ୍‌ଇଡି ଡିସ୍‌ପ୍ଲେ ବୋର୍ଡ ଶୁକ୍ରବାର ପୂର୍ବାହ୍ନରେ ଉଦ୍‌ଘାଟିତ ହୋଇଯାଇଛି ।...

ଡିଆର୍‌ଏମ୍‌ଙ୍କ ରୂପ୍‌ସା ଜଙ୍କଶନ ପରିଦର୍ଶନ

ରୂପ୍‌ସା, ୨୮।୧୧ (ଡି.ଏନ.ଏ.)-ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ୍‌ର ନୂତନ ରେଳବାଇ ମ୍ୟାନେଜର ମନୋରଞ୍ଜନ ପ୍ରଧାନ ଗୁରୁବାର ବାଲେଶ୍ୱର ଜିଲାର ରୂପ୍‌ସା ରେଳ ଜଙ୍କଶନ ପରିଦର୍ଶନ କରିଛନ୍ତି।...

୭ରେ ତପୋବନ ମହିମା ମେଳା: ସମସ୍ତଙ୍କ ସହଯୋଗ ଲୋଡ଼ିଲେ ଜିଲାପାଳ

ଢେଙ୍କାନାଳ ଅଫିସ, ୩୦।୧୦: ମହିମାଧର୍ମର ଆଦିପୀଠ ତଥା ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର ତପୋବନ ମହିମା ବିହାରରେ ଆସନ୍ତା ୭ ତାରିଖରେ ତପୋବନ ମେଳା ଅନୁଷ୍ଠିତ ହେବ।...

ମହାନଦୀରୁ ମିଳିଲା ବିରଳ ପ୍ରଜାତିର ମାଛ, କଇଁଛ

ଗଣ୍ଡତୁରୁମ, ୧୫।୯ (ଡି.ଏନ.ଏ):ବରଗଡ ଜିଲା ଭେଡେନ ବ୍ଲକ ଅଞ୍ଚଳରେ ପ୍ରବାହିତ ମହାନଦୀରେ ବିରଳ ପ୍ରକାର ମାଛ ଓ କଇଁଛ ଦେଖିବାକୁ ମିଳିଛି । ରବିବାର ବ୍ରାହ୍ମଣତୁରୁମ...

ରାଜନଗରର ୩ ବୁଲ୍‌ବୁଲ୍‌

ରାଜନଗର, ୧୧।୧୧ (ଡି.ଏନ୍‌.ଏ.) : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ବୁଲ୍‌ବୁଲ୍‌ ରାଜନଗର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଥିବା ବେଳେ ରାଜନଗରକୁ ୩ ‘ବୁଲ୍‌ବୁଲ୍‌’...

ବିବାହର ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର ଅଭିଯୋଗ : ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଏକ ଗାଁର ଜଣେ ଯୁବତୀଙ୍କୁ ଅନ୍ୟ ଏକ ଗାଁର ଯୁବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଯୁବତୀଙ୍କ...

ଟ୍ରେନ୍‌ ସମ୍ପ୍ରସାରଣ ପାଇଁ ଦାବିପତ୍ର

ବ୍ରହ୍ମପୁର ଅଫିସ୍‌,୮ା୧୧-ଗଞ୍ଜାମ ଜିଲା ବରିଷ୍ଠ ନାଗରିକ ସୁରକ୍ଷା ମଞ୍ଚର ଏକ ବୈଠକ ସ୍ଥାନୀୟ ପାତାଳେଶ୍ୱର ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହେ।ଇଥିଲା। ଏହି ଅବସରରେ ବରିଷ୍ଠ...

ହାତୀ ନଦୀରେ ବନ୍ୟା: ୭୫ ହଜାର ଲୋକ ପ୍ରଭାବିତ; ୫୫୩୨ ହେକ୍ଟର ଚାଷ ଜମି ଜଳମଗ୍ନ

ଜୁନାଗଡ,୯।୮(ଡି.ଏନ.ଏ.)ମଙ୍ଗଳବାର, ବୁଧବାର ଉପରମୁଣ୍ଡାରେ ଲଗାଣ ବର୍ଷା ଓ ମଙ୍ଗଳପୁର ବ୍ୟାରେଜରୁ ୫ଟି ଗେଟ୍‌ରେ ପାଣି ଛଡାଯିବା ପରେ କଳାହାଣ୍ଡି ଜିଲାରେ ପ୍ରବାହିତ ହାତୀନଦୀରେ ମଙ୍ଗଳବାର ବିଳମ୍ବିତ...

Leave a comment

Your email address will not be published. Required fields are marked *