Posted inଜାତୀୟ

ସୁସ୍ଥ ହେଲେ ୧୩୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧।୨: ଓଡ଼ିଶାରେ ସୋମବାର ୧୩୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ସଂକ୍ରମିତଙ୍କ ସଂଖ୍ୟା ୩,୩୨,୨୩୯ରେ ପହଞ୍ଚିଛି। ସମ୍ବଲପୁର ଜିଲାରୁ ସର୍ବାଧିକ ୧୯, ସୁନ୍ଦରଗଡ଼ରୁ ୧୪, ବରଗଡ଼ରୁ ୧୩, ବାଲେଶ୍ୱର ଓ ପୁରୀରୁ ୧୦, ଝାରୁସୁଗୁଡ଼ାରୁ ୯, ଖୋର୍ଦ୍ଧାରୁ ୮, କଟକରୁ ୭, ଯାଜପୁର ୬, ନୂଆପଡ଼ା ଓ କେନ୍ଦୁଝରରୁ ୫, ଅନୁଗୁଳ, ବଲାଙ୍ଗୀର, ଗଜପତି, ଜଗତ୍‌ସିଂପୁର ଓ କୋରାପୁଟରୁ ୩, ବୌଦ୍ଧ, କଳାହାଣ୍ଡି ଓ ରାୟାଗଡ଼ରୁ ୨, ଭଦ୍ରକ, ଦେଓଗଡ଼, କନ୍ଧମାଳ, କେନ୍ଦ୍ରାପଡ଼ା, ମୟୁରଭଞ୍ଜ ଓ ନୟାଗଡ଼ରୁ ଜଣେ ଏବଂ ଷ୍ଟେଟ୍‌ ପୁଲରୁ ୨ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୌଦି ଆରବରେ ଭାରତୀୟ ହିନ୍ଦୁଙ୍କ ମୃତଦେହକୁ ପୋତା ଯାଇଥିବା ଅଭିଯୋଗ

ନୂଆଦିଲ୍ଲୀ,୧୬।୩ : ଦିଲ୍ଲୀ ହାଇକୋର୍ଟଙ୍କ ସାମ୍ନାକୁ ଆସିଛି ଏକ ବିଚିତ୍ର ମାମଲା। ସୌଦି ଆରବରେ ଜଣେ ଭାରତୀୟ ହିନ୍ଦୁଙ୍କୁ ଭୁଲ ବଶତଃ ମୁସଲିମ ପରମ୍ପରା ରୀତିନୀତିରେ...

କରୋନା ଆତଙ୍କ : ୧୧ ହାଇ ରିସ୍କ୍‌ ଦେଶ ସହିତ ଯାତ୍ରା କଟକଣା କରିପାରେ ଭାରତ !

ନୂଆଦିଲ୍ଲୀ,୩।୩: ଚାଇନାରୁ ଆରମ୍ଭ ହୋଇଥିବା କରୋନା ସଂକ୍ରମଣ ଏବେ ପୃଥିବୀର ୬୭ ଦେଶରେ ଆତଙ୍କ ସୃଷ୍ଟି କରିଛି। ସେଥିମଧ୍ୟରୁ ୧୧ଟି ଦେଶରେ ସଂକ୍ରମିତଙ୍କ ମୃତ୍ୟୁ ମଧ୍ୟ...

ହୃଦୟ ଜିତିଲେ କୁନି ପ୍ରଚାରକ

ଚଣ୍ଡିଗଡ,୧୦।୨: ପଞ୍ଜାବର ମ୍ୟୁନିସିପାଲିଟି ନିର୍ବାଚନରେ ଆମ ଆଦମୀ ପାର୍ଟିର ଜଣେ କୁନି ପ୍ରଚାରକ ସୋସିଆଲ ମିଡିଆରେ ସମସ୍ତଙ୍କ ହୃଦୟ ଜିତିଛନ୍ତି। ଘର ଘର ବୁଲି ପ୍ରଚାର...

‘ଉତ୍ପୀଡ଼ନ ପାଇଁ ଆପରାଧିକ ଆଇନ ଅସ୍ତ୍ର ନୁହେଁ’

ନୂଆଦିଲ୍ଲୀ, ୨୮।୧୧: ରଚନାତ୍ମକ ଉତ୍ପୀଡ଼ନ ପାଇଁ ଆପରାଧିକ ଆଇନକୁ ଯେପରି ଅସ୍ତ୍ର ଭାବେ ବ୍ୟବହାର କରା ନ ଯାଏ ତାହା ଦେଖିବା ନ୍ୟାୟପାଳିକାର କାର୍ଯ୍ୟ। ରିପବ୍ଲିକ୍‌...

କଣ୍ଠସ୍ବରରୁ ବି ଚିହ୍ନଟ ହେବେ କରୋନା ଆକ୍ରାନ୍ତ: ମୁମ୍ବାଇରେ ଆରମ୍ଭ ହେବ ପରୀକ୍ଷା

ମୁମ୍ବାଇ, ୯।୮: ମୁମ୍ବାଇରେ ଲୋକଙ୍କ କଣ୍ଠସ୍ବରରୁ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯିବ। ଏନେଇ ସ୍ବତନ୍ତ୍ର ଏଆଇ ସିଷ୍ଟମ୍‌ର ବ୍ୟବହାର ହେବ। ମୁମ୍ବାଇ ମହାନଗର ନିଗମ ପକ୍ଷରୁ...

କରୋନା ଲଢ଼େଇ ବାଟରେ କଣ୍ଟା: ୬୪ ପ୍ରତିଶତ ଲୋକେ ଖାଇବା ପୂର୍ବରୁ ହାତ ଧୋଇବା ଭୁଲି ଯାଉଛନ୍ତି

ନୂଆଦିଲ୍ଲୀ, ୨୯।୭: ଭାରତରେ କରୋନା ମହାମାରୀ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ନିୟମିତ ବ୍ୟବଧାନରେ ହାତ ଧୋଇବା,...

ଶୀତରେ ଆଲକହଲ୍‌କୁ ନା’ : ଆଇଏମ୍‌ଡି

ନୂଆଦିଲ୍ଲୀ,୨୬।୧୨: ଉତ୍ତର ଭାରତରେ ପ୍ରବଳରୁ ଅତି ପ୍ରବଳ ଶୀତ ପଡ଼ିପାରେ। ଏଣୁ ଘରେ କିମ୍ବା ଇୟର ଏଣ୍ଡ୍‌ ପାର୍ଟିରେ ଆଲକହଲ୍‌ ନେବା ଉଚିତ ହେବ ନାହିଁ...

ସମ୍ପର୍କୀୟଙ୍କ ଅଭିଯୋଗ: ୭ଲକ୍ଷ ଟଙ୍କା ଖର୍ଚ୍ଚ କରିବା ପରେ ଆଉ ଟଙ୍କା ନ ଥିବା ଜାଣି ଜୀବିତଙ୍କୁ ମୃତ ଘୋଷଣା କଲେ ଡାକ୍ତର

ଲକ୍ଷ୍ନୌ,୨।୭: ଡାକ୍ତର ଜଣେ ରୋଗୀଙ୍କୁ ମୃତ ଘୋଷଣା କରିବା ପରେ ସମ୍ପର୍କୀୟମାନେ ମୃତଦେହ ସଂସ୍କାର କରିବାକୁ ନେବା ପୂର୍ବରୁ ଘଟିଲା ଆଶ୍ଚର୍ଯ୍ୟ ଜନକ ଘଟଣା। ମୃତ...

Advertisement


Archives

Model This Week