Posted inଜାତୀୟ

ଆଇଏନ୍‌ଏକ୍ସ୍‌ ମିଡ଼ିଆ ମାମଲା: ଚିଦାମ୍ବରମଙ୍କୁ ମିଳିଲା ଜାମିନ୍‌

ନୂଆଦିଲ୍ଲୀ,୪।୧୨: ଆଇଏନ୍‌ଏକ୍ସ୍‌ ମିଡ଼ିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍‌ଙ୍କୁ ବୁଧବାର ସର୍ତ୍ତ ମୂଳକ ଜାମିନ୍‌ ମିଳିଛି। ସୁପ୍ରିମ୍‌କୋର୍ଟ ଜାମିନ୍‌ ଆବେଦନର ବିଚାର କରି ଏହାକୁ ମଞ୍ଜୁର କରିଛନ୍ତି। ଏହି ମାମଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡ଼ି) ସହିତ ଜଡ଼ିତଥିଲା। ପୂର୍ବରୁ ସିବିଆଇ ମାମଲାରେ ଚିଦାମ୍ବରମ୍‌ଙ୍କୁ ଜାମିନ୍‌ ମିଳିଥିଲା। ବ୍ୟକ୍ତିଗତ ୨ ଲକ୍ଷ ଟଙ୍କାର ମୁଚାଲିକାରେ ତାଙ୍କୁ ସର୍ବୋଚ୍ଚ ନ୍ୟାୟାଳୟ ଜାମିନ୍‌ ଦେଇଛନ୍ତି। ତାଙ୍କୁ କୋର୍ଟଙ୍କ ବିନା ଅନୁମତିରେ ବିଦେଶ ଭ୍ରମଣ, ସାର୍ବଜନିକ ବୟାନ ଏବଂ ସାକ୍ଷାତକାର୍‌ ଦେବାକୁ ଅଦାଲତଙ୍କ ପକ୍ଷରୁ ବାରଣ କରାଯାଇଛି। ସୂଚନାଯୋଗ୍ୟ ଗତ ୧୦୬ ଦିନ ଧରି ସେ ନ୍ୟାୟିକ ହେପାଜତ୍‌ରେ ରହିଥିଲେ।


All Right Reserved By Dharitri.Com

ବୁଲେଟ୍‌ ଟ୍ରେନ୍‌ ପରିଯୋଜନାର ସମୀକ୍ଷା କରିବେ ଉଦ୍ଧବ ସରକାର

ମୁମ୍ବାଇ,୨।୧୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦରେ ବସିବା ପରେ ଉଦ୍ଧବ ଠାକରେ ବୁଲେଟ୍‌ ଟ୍ରେନ୍‌ ପରିଯୋଜନା ସହ ମହାରାଷ୍ଟ୍ରର ଅନ୍ୟ ବିକାଶ ମୂଳକ କାର୍ଯ୍ୟର ସମୀକ୍ଷା ପାଇଁ...

ନୀରବ ମୋଦିଙ୍କ ୪ ସୁଇସ୍‌ ବ୍ୟାଙ୍କ ଖାତା ଅଚଳ: ଥିଲା ୨୮୩ କୋଟି ଜମା

ନୂଆଦିଲ୍ଲୀ,୨୭।୬: ପଳାତକ ଘୋଷିତ ନୀରବ ମୋଦି ଏବଂ ତାଙ୍କ ଭଉଣୀ ପୂର୍ବୀ ମୋଦିଙ୍କର ୪ ସୁଇସ୍‌ ବ୍ୟାଙ୍କ ଖାତାକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ଅଚଳ କରି...

ରକ୍ତଚାଉଳ ଚୋବାଉଛି ପାକିସ୍ତାନ

ଇସ୍‌ଲାମାବାଦ/ନୂଆଦିଲ୍ଲୀ,୧୨ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ସରକାର ସମ୍ବିଧାନର ଅନୁଚ୍ଛେଦକୁ ୩୭୦ ହଟାଇ ଜମ୍ମୁ-କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ପରେ ଛାନିଆ ହୋଇଯାଇଥିବା...

ସଡକ ଦୁର୍ଘଟଣାରେ ଜଣେ ସେନା ଅଧିକାରୀଙ୍କ ସମେତ ୬ ଜଣଙ୍କ ଜୀବନ ଗଲା

ଇନ୍ଦୋର,୨୯।୧୦: ମଧ୍ୟପ୍ରଦେଶର ଇନ୍ଦୋରର ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ତେଜାଜି ନଗର ଅଞ୍ଚଳରେ ଦୁଇଟି କାର୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୬ ଜଣଙ୍କ...

ମୋଦିଙ୍କ ତୁଳନାରେ ଅଧିକ ରାଷ୍ଟ୍ରବାଦୀ ଫାରୁଖ ଅବଦୁଲ୍ଲା: ଯଶଓ୍ବନ୍ତ ସିହ୍ନା

ନୂଆଦିଲ୍ଲୀ,୧୫।୧୨: ପୂର୍ବତନ ବର୍ହିର୍ବ୍ୟାପାର ତଥା ଅର୍ଥ ମନ୍ତ୍ରୀ ଯଶୱନ୍ତ ସିହ୍ନା ପ୍ରଧାନମନ୍ତ୍ର୍‌ୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି। ଏକ ଟୁଇଟ ଜରିଆରେ ସେ କହିଛନ୍ତି, ମୋଦିଙ୍କ...

କର୍ନାଟକ ଆସ୍ଥାଭୋଟ ନାଟକରେ ଯବନିକା: କୁମାରସ୍ବାମୀ ସରକାରର ପତନ, ୧୦୫ ଭୋଟରେ ଜିତିଲା ଭାଜପା

ବେଙ୍ଗାଲୁରୁ,୨୩।୭: କର୍ନାଟକରେ କଂଗ୍ରେସ-ଜେଡିଏସ୍‌ ମେଣ୍ଟ ସରକାରର ପତନ ଘଟିଛି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଏଚ୍‌.ଡି କୁମାରସ୍ବାମୀ ଆଣିଥିବା ଆସ୍ଥାଭୋଟ ଜିତିବାରେ ବିଫଳ ହେବା ପରେ ଆସ୍ଥାଭୋଟ ନାଟକରେ...

ଏହି କୁଣ୍ଡରେ ଗାଧୋଇଲେ ଦୃଷ୍ଟିଶକ୍ତି ଫେରିଆସେ…

ରାଜସ୍ଥାନରେ ପ୍ରଭୁ ରାମଦେବ ବାବାଙ୍କ ମନ୍ଦିର ରହିଛି । ଯୋଧପୁରର ମସୁରିୟା ଅଞ୍ଚଳରେ ଥିବା ଏହି ମନ୍ଦିର ପରିସରରେ ରହିଛି ଏକ ଦିବ୍ୟ କୁଣ୍ଡ। ଏହାକୁ...

ସଙ୍କଟରେ କୁମାରସ୍ବାମୀ ସରକାର: ଦୁଇ କଂଗ୍ରେସ ବିଧାୟକଙ୍କ ଇସ୍ତଫା

ବେଙ୍ଗାଲୁରୁ,୨ା୭(ଆଇଏଏନ୍‌ଏସ୍‌): କର୍ନାଟକ ବିଧାନସଭାରୁ ୨ ଜଣ କଂଗ୍ରେସ ବିଧାୟକ ଇସ୍ତଫା ଦେବା ଫଳରେ ଏଚ୍‌.ଡି. କୁମାରସ୍ବାମୀ ସରକାରରେ ସଙ୍କଟ ଦେଖାଦେଇଛି। ବିଦ୍ରୋହୀ ବିଧାୟକ ରମେଶ ଜରକିହୋଲି...

Leave a comment

Your email address will not be published. Required fields are marked *