ଅନୁଗୋଳ ଜିଲା ତ୍ରୟୋଦଶ ଯୋଜନା କମିଟି ବୈଠକ ଆରମ୍ଭ

ଅନୁଗୋଳ ଅଫିସ,୪।୧୨: ଅନୁଗୋଳ ଜିଲା ତ୍ରୟୋଦଶ ଯୋଜନା କମିଟି ବୈଠକ ଜିଲାପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ମଧ୍ୟାହ୍ନରେ ଆରମ୍ଭ ହୋଇଛି। ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କମିଟିର ଅଧ୍ୟକ୍ଷ ଅଶୋକ ଚନ୍ଦ୍ର ପଣ୍ଡା, ଢେଙ୍କାନାଳ ଏମ୍‌ପି ମହେଶ ସାହୁ, ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ, ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା, ପାଲଲହଡ଼ା ବିଧାୟକ ମୁକେଶ ପାଲ, ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ, ଅନୁଗୋଳର ଅନ୍ୟ କମିଟି ସଦସ୍ୟ ଓ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଅଛନ୍ତି।


All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ ବାତିଲକୁ ନେଇ ଅନୁଗୋଳ ଛାତ୍ର ନେତାଙ୍କ ମଧ୍ୟରେ ଅସନ୍ତୋଷ: ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ଅନୁଗୋଳ ଅଫିସ, ୨୪।୮: ଆଗାମୀ ଛାତ୍ର ସଂସଦ ନିର୍ବାଚନକୁ ରାଜ୍ୟ ସରକାର ବାତିଲ କରିବା ପରେ ଅନୁଗୋଳ ଛାତ୍ରନେତାଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି। ଏ...

୬ ମାସ ତଳୁ ଶେଷ ହେଲାଣି ଇକୋ ପାର୍କ ପରିଚାଳନା ଚୁକ୍ତି: ନାଲି ଫିତା ତଳେ ନବୀକରଣ

ଅନୁଗୋଳ ଅଫିସ, ୧୩।୧୧-ସହରବାସୀଙ୍କୁ ସତେଜ ରଖିବା ତଥା ଏକ ସୁସ୍ଥ ପରିବେଶ ଭେଟିଦେବାକୁ ଅନୁଗୋଳ ପୌରପାଳିକା ପକ୍ଷରୁ ଶିକ୍ଷକପଡ଼ାଠାରେ ଇକୋ ପାର୍କର ପରିକଳ୍ପନା କରାଯାଇଥିଲା। ପ୍ରଥମେ...

ବ୍ୟାଙ୍କରେ ଶୂନ, କ୍ୟାଶ୍‌ବୁକ୍‌ରେ ସୁଧ ସହ ଅପ୍‌ଡେଟ୍‌: ଅନୁଗୋଳ ଜିଲାପାଳଙ୍କ ଆକାଉଣ୍ଟରୁ ୫୯ ଲକ୍ଷ ଗାଏବ

ଅନୁଗୋଳ ଅଫିସ, ୧୫।୯ – ଅନୁଗୋଳ ଜିଲାପାଳଙ୍କ ଆକାଉଣ୍ଟରୁ ୫୯ ଲକ୍ଷ ଟଙ୍କା ଗାଏବ କରାଯାଇଛି। ୨୦୧୭ ଡିସେମ୍ବର ୧୫ରୁ ୨୦୧୮ ମେ ୩୧ ମଧ୍ୟରେ...

ବ୍ରାହ୍ମଣୀ ନଦୀ ଡଙ୍ଗାବୁଡ଼ି ଘଟଣା: ୪ ନିଖୋଜଙ୍କ ପତ୍ତା ମିଳୁନି

ପରଜଙ୍ଗ, ୮।୯(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ଅଧୀନ ରୋଡ୍‌ ପଞ୍ଚାୟତ କୁନ୍ଦନଦେଈପୁର ଗ୍ରାମ ନିକଟରେ ପ୍ରବାହିତ ବ୍ରାହ୍ମଣୀ ନଦୀ ଡଙ୍ଗାବୁଡ଼ି ଘଟଣାକୁ ପାଖାପାଖି ୧୮ ଘଣ୍ଟା...

ଦବିଲା ୧୦ ଲକ୍ଷର ତିତ୍‌ଲି ପ୍ରକଳ୍ପ:ମଧୁପୁର ବନ୍ଧ ଭାଙ୍ଗିବା ଆଶଙ୍କା

ବନ୍ତଳା,୨୪।୯(ଡି.ଏନ.ଏ.) ଅନୁଗୋଳ ବ୍ଲକ ନନ୍ଦପୁର ପଞ୍ଚାୟତ ମଧୁପୁର ପୂର୍ତ୍ତ ବିଭାଗ ରାସ୍ତାକୁ ସଂଯୋଗ କରୁଥିବା ଗ୍ରାମ୍ୟ ରାସ୍ତା ୨୦୧୮ ସାମୁଦ୍ରିକ ଝଡ଼ ତିତ୍‌ଲିରେ ନଷ୍ଟ ହେବା...

ନରହନ୍ତା ଦନ୍ତାର ଉଗ୍ରରୂପ

ପରଜଙ୍ଗ, ୧୯।୯(ଡି.ଏନ.ଏ.) – ଗଁ।ରୁ ଗଁ।କୁ ଘୂରିବୁଲୁଛି। ଯୁଆଡ଼େ ମୁହଁ।ଉଛି ସିଆଡ଼େ ଆତଙ୍କର ବାତାବରଣ ସୃଷ୍ଟି କରୁଛି। ଚାଳ ଛପର, କଂକ୍ରିଟ୍‌ କୋଠା, ପାଚେରି, ବାଡ଼ି...

୨୮ କୁଇଣ୍ଟାଲ ପଲିଥିନ ଜବତ, ହଜାରେ ଟଙ୍କା ଜରିମାନା

ଅନୁଗୋଳ ଅଫିସ, ୨୨।୮ – ଅନୁଗୋଳ ସହର ହରିମହୁରୀ ଛକରୁ ବୁଧବାର ପୌର କର୍ମଚାରୀମାନେ ୨୮ କୁଇଣ୍ଟାଲ ପଲିଥିନ ଜବତ କରିବା ସହ ୧ ହଜାର...

ପ୍ରସୂତିଙ୍କୁ ମିଳିଲା ବିରଳ ବମ୍ବେ ଗ୍ରୁପ୍‌ ରକ୍ତ

ଅନୁଗୋଳ ଅଫିସ, ୨୨।୧- ଅନୁଗୋଳ ବଇଣ୍ଡା ଅଞ୍ଚଳର ଜଣେ ପ୍ରସୂତି ମହିଳାଙ୍କୁ ମିଳିଛି ବିରଳ ବମ୍ବେ ଗ୍ରୁପ୍‌ ବା ‘ଓଏଚ୍‌ ପଜେଟିଭ’ (ବମ୍ବେ ଫେନୋଟାଇପ) ରକ୍ତ।...

Leave a comment

Your email address will not be published. Required fields are marked *