Posted inଖେଳ

ପୁଣି ବିଶ୍ୱର ନମ୍ବର ୧ ଟେଷ୍ଟ ବ୍ୟାଟ୍ସମ୍ୟାନ୍‌ ହେଲେ ବିରାଟ କୋହଲି

ନୂଆଦିଲ୍ଲୀ,୪।୧୨: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ପୁଣି ବିଶ୍ୱର ନମ୍ବର ୧ ଟେଷ୍ଟ ବ୍ୟାଟ୍ସମ୍ୟାନ୍‌ ହୋଇଛନ୍ତି। ସଦ୍ୟ ପ୍ରକାଶିତ ଆଇସିସିର ସଦ୍ୟତମ ପ୍ରକାଶିତ ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ସେ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ୍‌ ଷ୍ଟିଭ ସ୍ମିଥ୍‌ଙ୍କୁ ପଛରେ ପକାଇଦେଇଛନ୍ତି। ୯୨୮ ଅଙ୍କ ସହ ବିରାଟ ଶୀର୍ଷ ସ୍ଥାନ ହାସଲ କରିଛନ୍ତି। ପାକିସ୍ତାନ ବିପକ୍ଷ ଟେଷ୍ଟରେ ସେତେଟା ଭଲ ପ୍ରଦର୍ଶନ କରିପାରି ନ ଥିବାରୁ ସ୍ମିଥ୍‌ ୯୨୩ ଅଙ୍କ ସହ ଦ୍ୱିତୀୟ ସ୍ଥାନକୁ ଚାଲିଆସିଛନ୍ତି। ଟେଷ୍ଟ ତାଲିକାର ଶ୍ରେଷ୍ଠ ୧୦ ଜଣଙ୍କ ମଧ୍ୟରେ ଭାରତର ୩ ଜଣ ଅଛନ୍ତି। ସେମାନେ ହେଲେ ବିରାଟ କୋହଲି(୧), ଚେତେଶ୍ୱର ପୂଜାରା(୪) ଏବଂ ଅଜିଙ୍କେ ରାହାଣେ(୬)।

ପୁଣି ବିଶ୍ବର ନମ୍ବର ଓ୍ବାନ୍ ଟେଷ୍ଟ ବ୍ୟାଟ୍ସମ୍ୟାନ୍ କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ପୁଣି ବିଶ୍ବର ନମ୍ବର ଓ୍ବାନ୍ ଟେଷ୍ଟ ବ୍ୟାଟ୍ସମ୍ୟାନ୍ ହୋଇଛନ୍ତି। ସେ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ୍ ଷ୍ଟିଭ ସ୍ମିଥ୍ ଙ୍କୁ ପଛରେ ପକାଇ ଦେଇଛନ୍ତି। ଏହାସହ ୯୨୮ ଅଙ୍କ ସହ ବିରାଟ ଶୀର୍ଷ ସ୍ଥାନ ହାସଲ କରିଛନ୍ତି।#ViratKohli #TestCricket #Cricket #TeamIndia #Kohli #SteveSmith

Dharitri ಅವರಿಂದ ಈ ದಿನದಂದು ಪೋಸ್ಟ್ ಮಾಡಲಾಗಿದೆ ಬುಧವಾರ, ಡಿಸೆಂಬರ್ 4, 2019


All Right Reserved By Dharitri.Com

Posted inଖେଳ View All

ସାକିବଙ୍କ ମାଇଲଷ୍ଟୋନ

ଲଣ୍ଡନ,୫।୬(ଏଏଫ୍‌ପି)- ବାଂଲାଦେଶ ଦଳର ଅଭିଜ୍ଞ ଅଲରାଉଣ୍ଡର ସାକିବ ଅଲ ହାସନଙ୍କ ଲାଗି ବୁଧବାର ଏକ ସ୍ମରଣୀୟ ଦିବସ। ସେ ଏଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ତାଙ୍କ କ୍ୟାରିୟରର...

ଟେଷ୍ଟ କ୍ରିକେଟରୁ ଷ୍ଟେଇନଙ୍କ ଅବସର

ଜୋହାନ୍ସବର୍ଗ, ୬ା୮(ଏଏଫ୍‌ପି)-ଆଧୁନୀକ ଯୁଗର ଅନ୍ୟତମ ମହାନ ଫାଷ୍ଟ ବୋଲର ଦକ୍ଷିଣ ଆଫ୍ରିକାର ଡେଲ୍‌ ଷ୍ଟେଇନ୍‌ ସୋମବାର ଟେଷ୍ଟ କ୍ରିକେଟରୁ ତାଙ୍କ ଅବସର ଘୋଷଣା କରିଛନ୍ତି। ସୀମିତ...

ସବ୍‌ଜୁନିୟର କରାଟେ ପାଇଁ ଭୁବନେଶ୍ୱର ଦଳ ଚୟନ

ଭୁବନେଶ୍ୱର, ୨୧।୫(କ୍ରୀଡ଼ା ପ୍ରତିନିଧି)-ସ୍ଥାନୀୟ ଉତ୍କଳ କରାଟେ ସ୍କୁଲ ପରିସରରେ ଚଳିତମାସ ୨୬ରେ ୩୧ତମ ରାଜ୍ୟ ସବ୍‌ଜୁନିୟର କରାଟେ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହେବ। ଏଥିପାଇଁ ସୋମବାର ସ୍କୁଲ...

ମିଶ୍ରି ଖାଇଲେ ମିଳିବ ଏହି ୫ଟି ଫାଇଦା

ମିଶ୍ରି ପାଟିକୁ ଯେତିକି ମିଠା, ଶରୀର ପାଇଁ ମଧ୍ୟ ସେତିକି ଉପକାରୀ। ମିଶ୍ରି ସେବନ ଦ୍ୱାରା ଅନେକ ରୋଗ ଭଲ ହୋଇଥାଏ। ମିଶ୍ରିର ୫ ଉପକାରୀ...

ଧାଓ୍ବନ ଆହତ, ଫେରିଲେ ସାମସନ

ନୂଆଦିଲ୍ଲୀ,୨୭।୧୧(ପି.ଟି.)- ଭାରତୀୟ ଦଳର ନିୟମିତ ଓପନର ଶିଖର ଧାଓ୍ବନ ଓ୍ବଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯିବାକୁ ଥିବା ଟି୨୦ ସିରିଜ୍‌ରୁ ବାଦ୍‌ ପଡ଼ିଛନ୍ତି। ଆହତ ସମସ୍ୟା କାରଣରୁ ତାଙ୍କୁ...

କ୍ରିକେଟରୁ ସାମୟିକ ବିରତି ନେଲେ ମ୍ୟାକ୍ସଓ୍ବେଲ୍‌

ମେଲବୋର୍ନ, ୩୧।୧୦ (ପି.ଟି.)- ଅଷ୍ଟ୍ରେଲିଆ ଦଳର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଗ୍ଲେନ ମ୍ୟାକ୍ସଓ୍ବେଲ ମାନସିକ ସ୍ବାସ୍ଥ୍ୟ ସମ୍ବନ୍ଧ କାରଣ ଲାଗି ‘ସାମୟିକ’ ସମୟ ପାଇଁ କ୍ରିକେଟରୁ ବିରତି...

ଭାରତ ବିଶ୍ୱକପ୍‌ ଜିତିବା ସପକ୍ଷରେ ୧.୫ ବିଲିୟନ ପ୍ରଶଂସକ: ହାର୍ଦ୍ଦିକ

ନଟ୍ଟିଂହାମ,୧୩।୬(ପିଟି): କେବଳ ୧.୫ ବିଲିୟନ ପ୍ରଶଂସକ ଭାରତ ବିଶ୍ୱକପ୍‌ ଜିତିବ ବୋଲି ଆଶା କରୁଛନ୍ତି। ଏଥିଯୋଗୁ ଭାରତୀୟ ଦଳ ଉପରେ ଚାପ ରହିବ ନାହିଁ ବୋଲି...

ଆଜିବି କ୍ରିକେଟରୁ ଅବସର ମିଳିରେ ପିତାଙ୍କ ସହ ବିଲରେ କାମ କରନ୍ତି ଏହି ପ୍ରସିଦ୍ଧ କ୍ରିକେଟର

ଭାରତୀୟ ଦ୍ରୁତ ବୋଲର୍‌ ଉମେଶ ଯାଦବଙ୍କ ଆଜି ୩୨ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୭, ଅକ୍ଟୋବର ୨୫ରେ ଉତ୍ତର ପ୍ରଦେଶର ଦେଓରିଆରେ ଏକ ଗରିବ ଘରେ...

Leave a comment

Your email address will not be published. Required fields are marked *