ଦୂର ଯାତ୍ରା ସମୟରେ କରନ୍ତୁ ନାହିଁ ଏହି ୪ କାମ, ନଚେତ୍‌ ପଡ଼ିପାରନ୍ତି ହଇରାଣରେ

ଅନେକ ଲୋକଙ୍କୁ ଦୂର ଜାଗା ବୁଲିବା ପସନ୍ଦ ହୋଇଥିଲେ ମଧ୍ୟ ଏ ନେଇ ଉପୁଜିଥାଏ ଅନେକ ସମସ୍ୟା, ଯଥା ବାନ୍ତି, ମୁଣ୍ଡବିନ୍ଧା ଇତ୍ୟାଦି। ଏହି କାରଣ ଯୋଗୁ ସେମାନେ ବୁଲିଯିବାକୁ ପସନ୍ଦ କରି ନ ଥାଆନ୍ତି। ତେବେ ଆପଣ ଯଦି ଏହି ସମସ୍ୟା ଦେଇ ଗତି କରୁଛନ୍ତି, ଜାଣନ୍ତୁ ସେ ସମ୍ପର୍କିତ କିଛି ଟିପ୍ସ, ଯାହା ବୁଲିଯିବା ସମୟରେ କରିବ ସାହାଯ୍ୟ।

* ଘରୁ ବାହାରିବା ପୂର୍ବରୁ ମଇଦାଜାତୀୟ ଖାଦ୍ୟ ଖାଇ ଯିବା ଉଚିତ ନୁହେଁ। ଏଥିରେ ପାଚନକ୍ରିୟା ସରଳ ହୋଇ ନଥାଏ। ତେବେ କିଛି ଲୋକ ବ୍ରେକଫାଷ୍ଟରେ ନୁଡୁଲ୍ସ ଖାଇଥା’ନ୍ତି। ଯାତ୍ରା ସମୟରେ ଏହାଠାରୁ ସମ୍ପୂର୍ଣ୍ଣ ଦୂରେଇ ରୁହନ୍ତୁ।

* କିଛି ଲୋକ ଘରୁ ପୁରି କରି ନେଇଥାନ୍ତି ଖାଇବାକୁ। ତେଣୁ ଏହାକୁ ମଧ୍ୟ ବାରଣ କରନ୍ତୁ। କାରଣ ଏହିସବୁ କଠିନ ଖାଦ୍ୟ ବାନ୍ତିର ମୁଖ୍ୟ କାରଣ।

* ବୁଲିଯିବା ସମୟରେ ମିଠାଠାରୁ ଦୂରେଇ ରୁହନ୍ତୁ। କାରଣ ଏହା ସହଜରେ ହଜମ ନ ହୋଇ ଗ୍ୟାସ ଓ ମୁଣ୍ଡବିନ୍ଧାର କାରଣ ହୋଇଥାଏ।

* ବୁଲିଯିବା ପୂର୍ବ ରାତିରୁ କୌଣସି ମାଦକଦ୍ରବ୍ୟ ସେବନ କରିବା ଉଚିତ ନୁହେଁ। କାରଣ ଏହା ମଧ୍ୟ ବେଳେବେଳେ ମୁଖ୍ୟ ସମସ୍ୟା ପାଲଟିଥାଏ।


All Right Reserved By Dharitri.Com

ଭାରୀ ଉପକାରୀ ଦେଶୀ ଘିଅ

ଆମ ମନରେ ଏକ ଧାରଣା ବସା ବାନ୍ଧି ରହିଯାଇଛି ଯେ, ଦେଶୀ ଘିଅ ନିୟମିତ ଭାବେ ଖାଇବା ଦ୍ୱାରା ଶରୀର ଓଜନ କ୍ଷିପ୍ର ଗତିରେ ବଢ଼ିବା...

ଉଚ୍ଚ ରକ୍ତଚାପରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାଗ୍ଲାସେ…

ସକାଳେ ଗୁଡ଼ପାଣି ପିଇଲେ ପାଚନ କ୍ରିୟା ସ୍ବାଭାବିକ ହୋଇଥାଏ। ଏଥିରେ ପ୍ରଚୁର ପରିମାଣରେ ପୋଟାସିୟମ୍‌ ଏବଂ ସୋଡିୟମ୍‌ ରହିଥାଏ। ଫଳରେ ରକ୍ତଚାପ ନିୟନ୍ତ୍ରଣ କରିବାରେ ଗୁଡ଼ପାଣି...

ସ୍ବାସ୍ଥ୍ୟ ପାଇଁ ବରଦାନ ସେଓ: ନିୟମିତ କରନ୍ତୁ ସେବନ, ଏସବୁ ରୋଗରୁ ପାଇବେ ମୁକ୍ତି

ସୁସ୍ଥ ରହିବାକୁ ସମସ୍ତେ ଚାହାନ୍ତି। ମାତ୍ର ବର୍ତ୍ତମାନର ଜୀବନଶୈଳୀରେ ସେସବୁ ସମ୍ଭବ ହୋଇପାରୁନାହିଁ। କେଉଁଠି ନା କେଉଁଠି ଅବହେଳା କାରଣରୁ ଅଧିକାଂଶ ଲୋକ ବିଭିନ୍ନ ସ୍ବାସ୍ଥ୍ୟ...

ରାତିରେ ଖରାପ ଏବଂ ଭୟଙ୍କର ସ୍ବପ୍ନ ଦେଖୁଛନ୍ତି କି? ତା’ହେଲେ ଆପଣାନ୍ତୁ ଏହି ଉପାୟ

ରାତିରେ ଶୋଇବା ସମୟରେ ଲୋକଙ୍କୁ ଖରାପ ଏବଂ ଭୟଙ୍କର ସ୍ବପ୍ନ ଆସିଥାଏ, ଯେଉଁଥିପାଇଁ ଭୟଭୀତ ହୋଇ ହଠାତ୍‌ ନିଦ ଭାଙ୍ଗି ଯାଇଥାଏ। କିଛି ଲୋକଙ୍କୁ ପ୍ରତିଦିନ...

ହେୟାର ପର୍ମିଂ

ଘନ ଓ ସିଧା କେଶ କାହାର ବା ପସନ୍ଦ ନୁହେଁ। ଯେଉଁଥିଲାଗି ବର୍ତ୍ତମାନ ହେୟାର୍‌ ଷ୍ଟ୍ରେଟନିଂ ଟ୍ରେଣ୍ଡ ପାଲଟିଛି। ହେଲେ କେବେ କେବେ ସିଧା ଏବଂ...

କିପରି ଦେଖାଯିବେ ଷ୍ଟାଇଲିଶ୍‌

ଆଉ ଦିନ କେଇଟା ପରେ ଶୀତଦିନ ଆସିବ । ଏହି ଦିନରେ କିପରି ଷ୍ଟାଇଲିଶ୍‌ ଦେଖାଯିବେ ଜାଣନ୍ତୁ ସେ ସମ୍ପର୍କରେ… – ଆପଣ ଜିନ୍ସ ବଦଳରେ...

ଶ୍ୱାସରୋଗରୁ ଦୂରେଇ ରଖେ ଏହି ଫୁଲ…

ଅରଖଫୁଲର ଅନେକ ଔଷଧୀୟ ଗୁଣ ରହିଛି । ବିଭିନ୍ନ ରୋଗ ଦୂର କରିବାରେ ଏହା ମହୌଷଧୀ ସଦୃଶ କାର୍ଯ୍ୟ କରିଥାଏ। ଅରଖ ଗଛର ପତ୍ର ଓ...

ଶୀତଦିନେ ରାତିରେ ଶୋଇବା ପୂର୍ବରୁ ଏହାକୁ ପାଦରେ କରନ୍ତୁ ମାଲିସ୍‌ …

ଶୀତଦିନେ କେତେକଙ୍କର ପାଦ ଫାଟିଥାଏ। ତେବେ ଏଥିରୁ ଦୂରେଇ ରହିବା ପାଇଁ ରାତିରେ ଶୋଇବା ପୂର୍ବରୁ ପାଦରେ ମଏଶ୍ଚର ମାଲିସ କଲେ ସୁଫଳ ମିଳିଥାଏ। ସୋରିଷ...

Leave a comment

Your email address will not be published. Required fields are marked *