Posted inଜାତୀୟ

ନିରବ ମୋଦିଙ୍କୁ ପଳାତକ ଆର୍ଥିକ ଅପରାଧୀ ଘୋଷିତ

ନୂଆଦିଲ୍ଲୀ,୫।୧୨: ହୀରା ବ୍ୟବସାୟୀ ନିରବ ମୋଦିଙ୍କୁ ଗୁରୁବାର ପ୍ରିଭେନଶନ ଅଫ୍‌ ମନି ଲଣ୍ଡରିଂ ଆକ୍ଟ(ପିଏମ୍‌ଏଲ୍‌ଏ) କୋର୍ଟ ପଳାତକ ଆର୍ଥିକ ଅପରାଧୀ ଘୋଷିତ କରିଛନ୍ତି। ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ଦୁର୍ନୀତି ମାମଲାରେ ମୋଦିଙ୍କୁ ପଳାତକ ଆର୍ଥିକ ଅପରାଧୀ ଘୋଷିତ କରାଯାଇଛି। ତାଙ୍କ ସମ୍ପତି ଜବତ କରିବାର ନିର୍ଦ୍ଦେଶ ପରେ ଦିଆଯିବ ବୋଲି ଜଣାପଡିଛି।


All Right Reserved By Dharitri.Com

ରେଲଓ୍ବେ ଟିକେଟରେ ମୋଦିଙ୍କ ଫଟୋ:୨ ଅଧିକାରୀ ନିଲମ୍ବିତ

ନୂଆଦିଲ୍ଲୀ,୧୬।୪: ନିର୍ବାଚନ ପ୍ରଚାରକୁ ନେଇ ନିର୍ବାଚନ ଆୟୋଗ କଠୋର ହେଉଥିବା ବେଳେ ସୋମବାର କେତେଜଣ ନେତାଙ୍କ ପ୍ରଚାର ଉପରେ କଟକଣା ଲଗାଇଛନ୍ତି। ଇତିମଧ୍ୟରେ ଭାରତୀୟ ରେଳ...

ପୁଣି ଇସ୍ରୋକୁ ସଫଳତା: ଚନ୍ଦ୍ରର ପଞ୍ଚମ କକ୍ଷକୁ ପ୍ରବେଶ କଲା ଚନ୍ଦ୍ରଯାନ-୨

ନୂଆଦିଲ୍ଲୀ, ୧।୯: ଭାରତୀୟ ମହାକାଶ ସଂସ୍ଥା ଇସ୍ରୋକୁ ଗୋଟିଏ ପରେ ଗୋଟିଏ ସଫଳତା ମିଳିଚାଲିଛି। ଚନ୍ଦ୍ରର ପଞ୍ଚମ କକ୍ଷକୁ ପବେଶ କରିଛି ଚନ୍ଦ୍ରଯାନ-୨। ରବିବାର ସନ୍ଧ୍ୟା...

ପ୍ରିୟଙ୍କାଙ୍କୁ କଂଗ୍ରେସ ଅଧ୍ୟକ୍ଷ ଭାବେ ଦେଖିବାକୁ ଚାହୁଁ ନାହାଁନ୍ତି ରାହୁଲ

ନୂଆଦିଲ୍ଲୀ,୩୦।୭: ଏବେ କଂଗ୍ରେସର ଅଧ୍ୟକ୍ଷ ପଦ ଖାଲି ପଡିଥିବା ବେଳେ ଏହାକୁ ନେଇ ଚାଲିଛି ଅଙ୍କକଷା। ହେଲେ ଏହା ଛିଡି ପାରୁ ନାହିଁ। ଗୋଟିଏ ଦିନ...

ଅଦରକାରୀ ପାର୍ଟସ୍‌ରୁ ବାଇକ୍‌: ଦାମ୍‌ ୨ହଜାର, ୫ଟଙ୍କାରେ ୫୦କିଲୋମିଟର ଯିବ

ସୁରଟ:ପରିବେଶ ପ୍ରଦୂଷଣ ବୃଦ୍ଧିପାଉଛି। ଆଗକୁ ଏକ ଭଲ ପରିବେଶ ମିଳିବ କି ନାହିଁ ତାହା କହିହେବନି। ଅନ୍ୟପକ୍ଷରେ ପେଟ୍ରୋଲ କିମ୍ବା ଡିଜେଲ ଦାମ୍‌କୁ ଲକ୍ଷ୍ୟ କଲେ...

ପରାଜୟରେ ମୋଦି ନିରାଶ

ନୂଆଦିଲ୍ଲୀ, ୧୧।୭ (ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ର ଏକ ହାଇଭୋଲଟେଜ ସେମିଫାଇନାଲ ମ୍ୟାଚ୍‌ରେ ବୁଧବାର ଭାରତୀୟ ଦଳ ୧୮ ରନରେ ନ୍ୟୁଜିଲାଣ୍ଡ ନିକଟରୁ ପରାସ୍ତ ହୋଇ...

ଗୁପ୍ତଯୁଗ ସ୍ବର୍ଣ୍ଣମୁଦ୍ରା ପାଇଁ ଗାଁ ସାରା ଖୋଳି ଦେଲେ ଲୋକେ

ଜୟପୁର,୨୦।୬: ମଣିଷର ଧନ ଲୋଭ ବେଳେବେଳେ ସୀମା ଟପିଯାଏ। ଫଳରେ ସେ ଏଭଳି କାମ କରିବସେ ଯାହାକୁ ନେଇ ପରବର୍ତ୍ତୀ ସମୟରେ ତାଙ୍କୁ ଲଜ୍ଜିତ ହେବାକୁ...

ବିଧାୟକଙ୍କ ସହ କ୍ରିକେଟ ଖେଳିଲେ ୟେଦୁରପ୍ପା

ବେଙ୍ଗାଲୁରୁ, ୧୭ା୭ : କର୍ନାଟକ ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଥିବାବେଳେ ପ୍ରଦେଶ ଭାଜପା ମୁଖ୍ୟ ବି.ଏସ୍‌. ୟେଦୁରପ୍ପା ଦଳର ବିଧାୟକଙ୍କ ସହିତ ମିଶି ମଙ୍ଗଳବାର ବେଙ୍ଗାଲୁରୁରେ...

ଅଭିଯୁକ୍ତଙ୍କୁ ସମୟ ମିଳିବାରୁ କୋର୍ଟରେ କାନ୍ଦିପକାଇଲେ ନିର୍ଭୟାଙ୍କ ମା’

ନୂଆଦିଲ୍ଲୀ, ୧୮।୧୨: ନିର୍ଭୟା ଗଣବଳାତ୍କାର ମାମଲାରେ ୪ ଅଭିଯୁକ୍ତଙ୍କ ମଧ୍ୟରୁ ଅକ୍ଷୟ ସିଂଙ୍କ ପୁନର୍ବିଚାର ଆବେଦନ ସୁପ୍ରିମକୋର୍ଟରେ ଖାରଜ ହେବା ପରେ ସମସ୍ତଙ୍କ ନଜର ପଟିଆଲା...

Leave a comment

Your email address will not be published. Required fields are marked *