କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ

ଜେକେପୁର, ୫।୧୨-ରାୟଗଡ଼ା ଷ୍ଟେସନରୁ ୧୦କି.ମି. ଦୂର ସିଙ୍ଗାପୁର ରେଳ ଷ୍ଟେସନରେ ଗୁରୁବାର ସନ୍ଧ୍ୟାରେ ଏକ କୋଇଲା ବୋଝେଇ ଟ୍ରେନରେ ନିଆଁ ଲାଗିଥିଲା। ଉକ୍ତ ଟ୍ରେନ୍‌ଟି ବିଶାଖାପାଟଣାରୁ ଟିଟିଲାଗଡ଼ ଯାଉଥିଲା। ସୂଚନାନୁଯାୟୀ, ଟ୍ରେନଟି ସିଙ୍ଗାପୁର ଷ୍ଟେସନରୁ ଛାଡିବାବେଳେ ଏକ ବଗିରୁ ଧୂଆଁ ବାହାରୁଥିବା ଦେଖି ଷ୍ଟେସନମାଷ୍ଟର ତାହାକୁ ଅଟକାଇଥିଲେ। ପରେ କୋଲନରା ଓ ରାୟଗଡ଼ା ଅଗ୍ନିଶମ ବାହିନୀଙ୍କୁ ଖବର ଦିଆଯାଇଥିଲା। ମୋଟ ୧୨ଟି ବଗିରେ ନିଆଁ ଲାଗିଥିଲା। ଅଗ୍ନିଶମ ବାହିନୀ କର୍ମଚାରୀ ସେଠାରେ ପହଞ୍ଚତ୍ ୫ଘଣ୍ଟା ପରିଶ୍ରମ କରି ନିଆଁକୁ ଆୟତ୍ତ କରିଥିଲେ।


All Right Reserved By Dharitri.Com

ଦିନକର କାହାଣୀ :ସଭିଏ ଲାଗନ୍ତି ଆପଣାର

ବାହାନଗା, ୧୬।୭(ଡି.ଏନ.ଏ.)-ଏକାକୀ ଚାଲିବାର ସଂକଳ୍ପ ନେଇ ଜୀବନରେ କର୍ମପ୍ରବଣତାକୁ ଆଦରି ନେଇଛନ୍ତି କାଳେନ୍ଦ୍ରୀ ମାଝି (୪୪)। ସରଳ, ସାଦାସିଧା ଓ ମେଳାପି ସ୍ବଭାବର ହୋଇଥିବାରୁ ସମସ୍ତେ...

ଆମ୍ବୁଲାନ୍ସ ଚକା ଖରାପ ଯୋଗୁ ଅଧଘଣ୍ଟା ବିଳମ୍ବରେ ଡାକ୍ତରଖାନାରେ ପହଞ୍ଚିଲେ ରୋଗୀ

ମୁନିଗୁଡ଼ା,୩।୧୧(ଡି.ଏନ.ଏ.): ୧୦୮ ଆମ୍ବୁଲାନ୍ସକୁ ନେଇ ରାୟଗଡା ଜିଲାରେ ଅନେକ ଥର ଅବ୍ୟବସ୍ଥା ଦେଖା ଦେଇଥିବା ବେଳେ ରବିବାର ପୁଣି ଏକ ଚିତ୍ର ସାମ୍ନାକୁ ଆସିଛି ।...

ଭାଇବୋହୂଙ୍କୁ ମାଡ଼ମାରି ଦେଡ଼ଶୁର ଗିରଫ

ପାତ୍ରପଡା,୨।୧୨(ଡି.ଏନ.ଏ.): ନିଜ ଭାଇବୋହୂଙ୍କୁ ମାଡ ମାରିବା ଅଭିଯୋଗରେ ଖଣ୍ଡଗିରି ଥାନା ପୋଲିସ ଜଣେ ଦେଡ଼ଶୁରଙ୍କୁ ଗିରଫ କରିଛି। ସେ ହେଲେ ଭରତପୁର ଅଞ୍ଚଳର ପ୍ରଫୁଲ ନାଏକ(୪୦)।...

ସାମାଜିକ ବାସନ୍ଦ ବିରୋଧରେ ଦୃଢ଼ ହେଲେ ପ୍ରମିଳା

ଗୁଡ଼ଭେଲା, ୩।୧ (ଡ଼ି.ଏନ.ଏ.): ବାପାଙ୍କ ମୃତଦେହ ଘରେ ୨ ଦିନ ହେଲା ପଡ଼ିଥିଲା। ମୁଣ୍ଡପିଟି କାନ୍ଦୁଥିଲେ ପରିବାର ଲୋକେ। ଶୋକରେ କାହାର ପାଟି ଫିଟୁ ନ...

ବାସନ ମାଜି ଚଳୁଛନ୍ତି ପୂର୍ବତନ ସରପଞ୍ଚ

ଆଠମଲ୍ଲିକ, ୮ା୩(ଡି.ଏନ.ଏ.) – ଦିନେ ଲୋକଙ୍କ ନିକଟରେ ସରକାରୀ ଯୋଜନା ପହଞ୍ଚାଇବା ସହ ସେମାନଙ୍କ ଅସୁବିଧାରେ ପାଖରେ ଛିଡା ହେଉଥିବା ଜଣେ ପୂର୍ବତନ ସରପଞ୍ଚ ଏବେ...

ଆଉ ନୂଆ ୧୭ ଏନ୍‌ଏସି ଗଠନ ହେବ

ଭୁବନେଶ୍ୱର, ୩୧।୭(ବ୍ୟୁରୋ): ରାଜ୍ୟରେ ଆଉ ୧୭ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି) ଗଠନ ହେବ। କେବଳ ଜନସଂଖ୍ୟା ନୁହେଁ, ସେଠାକାର ଭୌଗୋଳିକ ପରିସ୍ଥିତି, ରାଜସ୍ବ ଆୟ...

ଶ୍ରୀକ୍ଷେତ୍ରରେ ରହିଛି ଲାହୋର ସାଧୁଙ୍କ ମଠ

ପୁରୀ ଅଫିସ,୧୭ା୨: ଶ୍ରୀକ୍ଷେତ୍ରରେ ରହିଛି ଲାହୋର(ପାକିସ୍ତାନ) ସାଧୁଙ୍କ ମଠ। ଏକଦା ମହାପ୍ରଭୁଙ୍କ ସାନ୍ନିଧ୍ୟ ପାଇବା ପାଇଁ ଜଗନ୍ନାଥ ଧାମକୁ ଚାଲି ଆସିଥିବା ବାଳକ ରାମ ଦାସ...

ସ୍ତ୍ରୀଙ୍କୁ ଯୌତୁକ ନିର୍ଯାତନା, ହତ୍ୟା ଉଦ୍ୟମ: ଜେଲ ଗଲେ ଓଏପିଏଫ୍‌ କନ୍‌ଷ୍ଟେବଳ

ବ୍ରହ୍ମପୁର ଅଫିସ,୯ା୧୨-ସ୍ତ୍ରୀଙ୍କୁ ଯୌତୁକ ନିର୍ଯାତନା ଦେବା ସହ ବଳପୂର୍ବକ ଗର୍ଭପାତ କରାଇବା ଓ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ଜଣେ ଓଏପିଏଫ କନ୍‌ଷ୍ଟେବଳଙ୍କୁ ବ୍ରହ୍ମପୁର ମହିଳା...

Leave a comment

Your email address will not be published. Required fields are marked *