Posted inଜାତୀୟ

ପାର୍ଲାମେଣ୍ଟ କ୍ୟାଣ୍ଟିନ୍‌ରେ ଏମ୍‌ପିଙ୍କୁ ଆଉ ମିଳିବନି ରିହାତି ଦରରେ ଖାଦ୍ୟ

ନୂଆଦିଲ୍ଲୀ, ୬।୧୨(ଆଇଏଏନ୍‌ଏସ୍‌): ପାର୍ଲାମେଣ୍ଟ କ୍ୟାଣ୍ଟିନ୍‌ରେ ଏମ୍‌ପିମାନଙ୍କୁ ଆଉ ରିହାତି ମୂଲ୍ୟରେ ଖାଦ୍ୟ ମିଳିବନି। ଆଗାମୀ ଅଧିବେଶନ କାଳରେ ଏହାକୁ ଲାଗୁ କରାଯିବ। ବିଜନେସ୍‌ ଆଡଭାଇଜରି କମିଟି ବୈଠକରେ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଏଭଳି ପ୍ରସ୍ତାବ ଦେବା ପରେ ସବୁ ଦଳର ନେତାମାନେ ଏହାକୁ ସ୍ବୀକୃତି ଦେଇଥିଲେ। ପାର୍ଲାମେଣ୍ଟ କ୍ୟାଣ୍ଟିନରେ ନୂଆ ଦରରେ ଖାଦ୍ୟ ପ୍ରଦାନ କରାଗଲେ ବାର୍ଷିକ ୧୭ କୋଟି ଟଙ୍କା ବଞ୍ଚାଯାଇ ପାରିବ ବୋଲି ଜଣାପଡ଼ିଛି।


All Right Reserved By Dharitri.Com

ଥମୁନି ଦିଲ୍ଲୀ ହିଂସା: ସେନା ମୁତୟନ କରିବାକୁ କେଜରିଓ୍ବାଲଙ୍କ ପରାମର୍ଶ

ନୂଆଦିଲ୍ଲୀ,୨୬।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଦିଲ୍ଲୀରେ ହିଂସା ଥମିବାର ନା ଧରୁନି। ଆବଶ୍ୟକସ୍ଥଳରେ କର୍ଫ୍ୟୁ ଲଗାଇବା ସହିତ ସେନା ମୁତୟନ ପାଇଁ ମୁଖ୍ୟମନ୍ତ୍ରୀ କେଜରିଓ୍ବାଲ...

୩୧ରୁ ବଜେଟ ଅଧିବେଶନ

ନୂଆଦିଲ୍ଲୀ,୧୬ା୧(ପି.ଟି.): ଜାନୁୟାରୀ ୩୧ରୁ ପାର୍ଲାମେଣ୍ଟର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହା ଏପ୍ରିଲ ୩ ପର୍ଯ୍ୟନ୍ତ ଚାଲିବ। ୩୧ ପୂର୍ବାହ୍ନ ୧୧ଟାରେ ରାଷ୍ଟ୍ରପତି ରାମନାଥ...

ସେନାରେ ପୋଲିସରେ ପ୍ରଥମ ଥର ଲାଗି ଭର୍ତ୍ତି ହେବେ ମହିଳା

ନୂଆଦିଲ୍ଲୀ,୨୫।୪: ଭାରତୀୟ ବାୟୁସେନାରେ ସାମିଲ ହେବାପାଇଁ ଯେଉଁ ମହିଳାମାନେ ସ୍ବପ୍ନ ଦେଖୁଥିଲେ ସେମାନଙ୍କ ପାଇଁ ଆସିଛି ଖୁସି ଖବର। ଏଥିପାଇଁ ମହିଳାମାନେ ଅନ୍‌ ଲାଇନ୍‌ ଆବେଦନ...

ଚମକିଲା ସୋନଭଦ୍ର ଭାଗ୍ୟ: ସୁନା ପରେ ଏବେ ମାଟି ତଳେ ୟୁରାନିୟମ୍‌ ଭଣ୍ଡାର ଥିବାର ମିଳିଲା ସୂଚନା

ଲକ୍ଷ୍ନୌ,୨୨।୨: ଉତ୍ତରପ୍ରଦେଶର ସୋନଭଦ୍ର ଅଞ୍ଚଳ ଭାଗ୍ୟ ଚମକିବାରେ ଲାଗିଛି। ଦୁଇଦିନ ତଳେ ଏହି ଅଞ୍ଚଳର ମାଟି ତଳେ ହଜାର ହଜାର ଟନ୍‌ ସୁନା ପଥର ଥିବା...

୨ ବର୍ଷ ମଧ୍ୟରେ ଦେଶର ସମସ୍ତ ବିମାନ ବନ୍ଦରରେ ଲଗାଯିବ ବଡ଼ି ସ୍କାନର

ନୂଆଦିଲ୍ଲୀ,୨୯।୮: ଦେଶର ସମସ୍ତ ବିମାନ ବନ୍ଦରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ପାଇଁ ବେସାମରିକ ବିମାନ ଚଳାଚଳ ବିଭାଗ ପକ୍ଷରୁ ଯୋଜନା କରାଯାଇଛି। ଏହି ଯୋଜନା...

ସେଲିବ୍ରେଶନ୍‌ ମୁଡରେ ଭାଜପା

ବେଙ୍ଗାଲୁର,୨୩।୫: ଲୋକ ସଭା ନିର୍ବାଚନରେ ଭାଜପା ସାରା ଦେଶରେ ପାଖାପାଖି ୨୨୯ ଆସନରେ ଆଗୁଆ ଥିବା ବେଳେ କଂଗ୍ରେସ ୫୧ ଆସନରେ ଆଗରେ ରହିଛି। ଏପର୍ଯ୍ୟନ୍ତ...

ଗାନ୍ଦେରବଲ୍‌ରେ ସର୍ଚ୍ଚ ଅପରେଶନ୍‌: ୨ ହିଜିବୁଲ୍‌ ଆତଙ୍କବାଦୀ ଗିରଫ; ଏକେ-୪୭ ସହିତ ବହୁ ଅସ୍ତ୍ରଶସ୍ତ୍ର ଜବତ

ଶ୍ରୀନଗର,୧୪।୧୦: ଜମ୍ମୁ-କଶ୍ମୀରରେ ସର୍ଚ୍ଚ ଅପରେଶନ୍‌ ସମୟରେ ସୋମବାର ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସ୍ଥାନୀୟ ଗାନ୍ଦେରବଲ୍‌ ଅଞ୍ଚଳରୁ ୨ ହିଜିବୁଲ୍‌ ମୁଜାହିଦ୍ଦିନ୍‌ ଆତଙ୍କବାଦୀଙ୍କୁ ଗିରଫ...

ସୁରକ୍ଷାକର୍ମୀଙ୍କ ଉପରେ ଗ୍ରେନେଡ୍‌ ମାଡ଼: ୬ ଯବାନ ଆହତ

ଶ୍ରୀନଗର,୨୭।୧୦: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀମାନେ ଗ୍ରେନେଡ୍‌ ମାଡ଼ କରିଛନ୍ତି। ଏଥିରେ ୬ ଯବାନ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଚିକିତ୍ସା ପାଇଁ ଆର୍ମି ହସ୍ପିଟାଲରେ...

Leave a comment

Your email address will not be published. Required fields are marked *