ତାରସିଂ ରେଞ୍ଜର କଳିଙ୍ଗପଦର ଜଙ୍ଗଲରେ ମାଈହାତୀର ମୃତ୍ୟୁ

ଭଞ୍ଜନଗର,୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ ତାରସିଂ ରେଞ୍ଜର କଳିଙ୍ଗପଦର ଜଙ୍ଗଲରେ ଗୁରୁବାର ରାତିରେ ଏକ ମାଈହାତୀର ମୃତ୍ୟୁ ଘଟିଛି। ଏ ନେଇ ଶୁକ୍ରବାର ସକାଳେ ଘଟଣା ସମ୍ପର୍କରେ ବନ ବିଭାଗ ପାଖରେ ଖବର ପହଞ୍ଚିଥିଲା। ଡିଏଫ୍‌ଓ ଅକ୍ଷୟ କୁମାର ଦଳେଇ, ଏସିଏଫ୍‌ ସୁଦର୍ଶନ ବାଦୀ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି । ଦନ୍ତାହାତୀ ଆକ୍ରମଣରେ ମାଈହାତୀର ମୃତ୍ୟୁ ଘଟିଥିବା ବନ ବିଭାଗ ଅନୁମାନ କରୁଥିବା ବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପ୍ରକୃତ କାରଣ ଜଣାପଡ଼ିବ ବୋଲି କୁହାଯାଇଛି।


All Right Reserved By Dharitri.Com

ଭୋଗରାଇର ୭ ପଞ୍ଚାୟତ ସଟଡାଉନ

ଭୋଗରାଇ,୧୨।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ୭ ପଞ୍ଚାୟତ ବାରବାଟିଆ, କୁମ୍ଭାରମୂଳୀ, ଭୋଗରାଇ, ସୁଲତାନପୁର, ନିମାତପୁର, ସୁନାଧରବସାଣ, ଜୟୀରାମପୁରକୁ ସ୍ଥାନୀୟ ସରପଞ୍ଚ ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ଗତ...

ଧରିତ୍ରୀ ପ୍ରଭାବ :ସୁନାଥର ଅଗ୍ନି ବିପନ୍ନଙ୍କୁ ଜିଲା ଆଇନ ସହାୟତା କମିଟି ପକ୍ଷରୁ ସହାୟତା

ପୁରୁଷୋତ୍ତମପୁର,୨୦।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ସୁନାଥର ଗ୍ରାମରେ ସୋମବାର ସକାଳେ ଭୟାବହ ଅଗ୍ନିକାଣ୍ଡ ଘଟି ୨୫ ପରିବାରଙ୍କ ଘର ସମ୍ପୂର୍ଣ୍ଣ ପୋଡି ଯାଇଥିଲା। ମଙ୍ଗଳବାର...

ଦୁର୍ଘଟଣାରେ ଭଉଣୀଭାଇଙ୍କ ଜୀବନ ଗଲା

ବଲାଙ୍ଗୀର ଅଫିସ୍‌,୧୫।୧୦ : ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ମହିପୁର ଛକରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨...

ଚାଲାଣବେଳେ ପୋଲିସ ଚଢ଼ାଉ: ସରକାରୀ ବସ୍‌ରୁ ୧୨ ଯୁବତୀ, ୫ ନାବାଳିକା ଉଦ୍ଧାର, ଦଲାଲ ଗିରଫ

ଜୟପୁର, ୩୧ା୧୦ (ନି.ପ୍ର.): ନବରଙ୍ଗପୁର ଜିଲା ପାପଡାହାଣ୍ଡି, ରାଇଘର, ନୂଆକୋଟି ଅଞ୍ଚଳର ୧୨ ଯୁବତୀ ଓ ୫ ନାବାଳିକାକୁ ରାଇଘରଠାରୁ ବିଶାଖାପାଟଣା ଯାଉଥିବା ଓଏସ୍‌ଏସ୍‌ଆରଟିସି ବସ୍‌ରେ...

ଫାଇଲ ତଳେ କହ୍ନେଇଜେନା ଇକୋ ଟୁରିଜିମ ପ୍ରକଳ୍ପ ଭାଗ୍ୟ: ନାହିଁ ଆନ୍ତରିକତା, ଆଗଉନି କାମ

ତାଳଚେର, ୬ା୯ (ନି.ପ୍ର.) – ଫାଇଲ ତଳେ ତାଳଚେର ସମଲ ବ୍ୟାରେଜଠାରେ ପ୍ରସ୍ତାବିତ କହ୍ନେଇଜେନା ଇକୋ ଟୁରିଜିମ ପ୍ରକଳ୍ପର ଭାଗ୍ୟ। କାଗଜକଲମରେ ସରିଛି ବ୍ୟୟ ଅଟକଳ,...

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ, ସ୍ବାମୀ ଗିରଫ

ରୂପ୍‌ସା, ୩।୧୦(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ କୁରାଡ଼ିହା ପଞ୍ଚାୟତ କୋଇଲିସାହି ଗ୍ରାମର ରାମଚନ୍ଦ୍ର ଦାସଙ୍କ ସ୍ତ୍ରୀ କୁନିଲତା (୨୩) ବୁଧବାର ଫାଶୀ ଦେଇ ମୃତ୍ୟୁ ହେବା ଘଟଣା...

ଜିଲାପାଳଙ୍କୁ ଦାବିପତ୍ର ଦେଲେ ଅଞ୍ଚଳବାସୀ: ଫାଣ୍ଡି ସ୍ଥାପନ, ହାତୀ ଉପଦ୍ରବ ରୋକାଯାଉ

ତାଳଚେର,୮ା୧(ନି.ପ୍ର.)- ତାଳଚେର ବ୍ଲକର ସନ୍ଥପଡ଼ା, ଗୁରୁଜାଙ୍ଗୁଲି ଏବଂ ବନ୍ତୋଲ ପଞ୍ଚାୟତର ବିଭିନ୍ନ ମୌଳିକ ସମସ୍ୟାର ସମାଧାନ ସହିତ ବହ୍ଲର ଛକଠାରେ ଏକ ଫାଣ୍ଡି ସ୍ଥାପନ ନିମନ୍ତେ...

ଶ୍ୱଶୁରଙ୍କ ଆକ୍ରମଣରେ ଜ୍ୱାଇଁ ଗୁରୁତର

ପରଜଙ୍ଗ, ୫।୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ମାଣିକମରା ଗ୍ରାମରେ ମଙ୍ଗଳବାର ରାତିରେ ଶ୍ୱଶୁର ଘର ଲୋକଙ୍କ ମରଣାନ୍ତକ ଆକ୍ରମଣରେ ଜ୍ୱାଇଁ...

Leave a comment

Your email address will not be published. Required fields are marked *