ଡାଇବେଟିସ୍‌ ରୋଗୀଙ୍କ ପାଇଁ ଉପକାରୀ କଳାଜିରା

କଳାଜିରା ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। କଳାଜିରାରେ ଥିବା ଭିଟାମିନ, ଆମିନୋ ଏସିଡ, ଆଇରନ, ସୋଡିୟମ, ପୋଟାସିୟମ, କ୍ୟାଲସିୟମ, ଏଲ୍କୋଲାଇଡସ ଓ ଭେଲାଟାଇଲ ଭଳି ଅନେକ ପୋଷକ ତତ୍ତ୍ୱ ସ୍ବାସ୍ଥ୍ୟ ସହିତ ତ୍ୱଚା ସମ୍ପନ୍ଧୀୟ ଅନେକ ସମସ୍ୟାରୁ ମୁକ୍ତି ଦେଇଥାଏ। ବିଭିନ୍ନ ଆୟୁର୍ବେଦ ଔଷଧ ତିଆରିରେ ମଧ୍ୟ କଳାଜିରା ବ୍ୟବହୃତ ହୋଇଥାଏ। ଡାଇବେଟିସ୍‌ ରୋଗୀ ସକାଳୁ ଅଳ୍ପ ଉଷୁମ ପାଣିରେ କଳାଜିରା ପକାଇ ଖାଇଲେ ଫଳପ୍ରଦ ହୋଇଥାଏ। କଳାଜିରା ଖାଇବା ଦ୍ୱାରା କୋଲେଷ୍ଟ୍ରଲ ନିୟନ୍ତ୍ରଣ ହୋଇଥାଏ। କଳାଜିରା ଖାଇଲେ ହଜମ ମଧ୍ୟ ହୋଇଥାଏ। ଆସ୍ଥମା ରୋଗୀଙ୍କ ପାଇଁ ମଧ୍ୟ କଳାଜିରା ବେଶ୍‌ ଉପକାରୀ। ଆଣ୍ଠୁଗଣ୍ଠି ସମସ୍ୟା ପାଇଁ ମଧ୍ୟ କଳାଜିରା ଲାଭପ୍ରଦ ହୋଇଥାଏ।


All Right Reserved By Dharitri.Com

ବେଶ୍‌ ଉପକାରୀ ତୁଳସୀ ଚେର

ତୁଳସୀ ଏକ ଔଷଧୀୟ ବୃକ୍ଷ। ଏହାର ପ୍ରତିଟି ଅଂଶ ବିଭିନ୍ନ ପ୍ରକାର ରୋଗର ନିଦାନ କରିବାରେ ସହାୟକ ହୋଇଥାଏ। ଅଧିକାଂଶ ଲୋକେ ତୁଳସୀ ପତ୍ରର ଫାଇଦା...

କେଶ ଝଡୁଛି କି…ଆପଣାନ୍ତୁ ଏଭଳି କିଛି ଘରୋଇ ଉପଚାର

ପରିବର୍ତ୍ତିତ ଜୀବନଶଳୀ, ପ୍ରଦୂଷଣ, ଖାଦ୍ୟପେୟରେ ଅନିୟମିତତାର ପ୍ରଭାବ କେଶ ଉପରେ ପଡ଼ିଥାଏ। ଏ ନେଇ କେଶ ଧଳାହେବା ସହ ଛିଡ଼ିବା ଭଳି ସମସ୍ୟା ଦେଖାଯାଇଥାଏ। ଏହି...

ଅତିଥି

କଥାରେ ଅଛି-‘ଅତିଥି ଦେବୋ ଭବ’, ଅର୍ଥାତ୍‌ ସେମାନେ ଦେବତା ସମାନ। ତେଣୁ ସେମାନେ ଘରକୁ ଆସିଲେ ଭଲଭାବେ କିପରି ଚର୍ଚ୍ଚା କରିବେ ସେ ସମ୍ପର୍କରେ… କୌଣସି...

ତଣ୍ଟିରେ ମାଛକଣ୍ଟା ଲାଗିଥିଲେ ସହଜରେ ବାହାରିବାର ଉପାୟ ଜାଣନ୍ତୁ

ମାଛ ଖାଇବା ସମୟରେ ଅସାବଧାନତା ବଶତଃ ବେଳେବେଳେ ତଣ୍ଟିରେ କଣ୍ଟା ଲାଗିଯାଇଥାଏ। ଏଥିପାଇଁ ଜୀବନ ଚାଲିଯିବାର ମଧ୍ୟ ଭୟ ରହିଥାଏ। ଫଳରେ ଆମକୁ ଡାକ୍ତରଙ୍କ ପାଖକୁ...

ପାମ୍ପୁଡ଼ି ପନିର୍‌

ପନିର୍‌କୁ ବିଭିନ୍ନ ସ୍ବାଦ ଦେଇ ଖାଦ୍ୟ ପ୍ରସ୍ତୁତ କରାଯାଏ । ଖଟା, ମିଠା ଓ ରାଗ ଆଦି ସ୍ବାଦରେ ପନିର୍‌ ବେଶ୍‌ ଭଲ ଲାଗେ। ସେହିଭଳି...

ଥାଇରଏଡ୍‌ ଓ କର୍କଟ ରୋଗକୁ ନିୟନ୍ତ୍ରଣରେ ରଖିଥାଏ ପଣସ

ପଣସରେ ଭିଟାମିନ ଏ, ସି, ଥାଇମିନ, ପୋଟାସିୟମ, କ୍ୟାଲସିୟମ, ଆଇରନ, ଫଲିକ ଏସିଡ ଓ ମ୍ୟାଗ୍ନେସିୟମ ଭଳି ଅନେକ ପୌଷ୍ଟିକ ଗୁଣ ରହିଥାଏ। ଯାହା ଶରୀରର...

ଏପରି ବ୍ୟବହାର କରନ୍ତୁ ଅଦା ତେଲ: ରୁପି, କେଶ ଝଡିବା ସମସ୍ୟାରୁ ମିଳିବ ମୁକ୍ତି

ଶୀତଦିନେ ଅଧିକାଂଶ ଲୋକଙ୍କଠାରେ କେଶ ଝଡିବା ସହ ରୁପି ସମସ୍ୟା ଦେଖା ଯାଇଥାଏ। ଏହି ସମସ୍ୟାକୁ ନେଇ ସେମାନେ ଚିନ୍ତାରେ ପଡ଼ିଯାନ୍ତି। ଏପରିକି ସେମାନେ ମୁକ୍ତି...

କାନରେ ପାଣି ପଶିଥିଲେ….

ଗାଧୋଇବା ସମୟରେ ହେଉ ଅବା ସୁଇମିଂ ସମୟରେ ବେଳେ ବେଳେ କାନରେ ପାଣି ପଶି ଯାଇଥାଏ। ଏହାକୁ ବାହାର କରିବାକୁ କେତେଜଣ ଅସ୍ତବ୍ୟସ୍ତ ହୋଇଯାଇ ବିଭିନ୍ନ...

Leave a comment

Your email address will not be published. Required fields are marked *