ବାତ୍ୟା ପ୍ରଭାବିତଙ୍କୁ ଟୟୋଟା କର୍ମଚାରୀଙ୍କ ପକ୍ଷରୁ ସହାୟତା

ଭୁବନେଶ୍ୱର,୨୯।୫: ଟୟୋଟା କିର୍ଲୋସ୍କାର ମୋଟର୍ସ ପକ୍ଷରୁ ଫନୀ ପ୍ରଭାବିତ ଲୋକଙ୍କ ଲାଗି ରିଲିଫ ପ୍ରଦାନ କରାଯାଇଛି। ପ୍ରଭାବିତ ୮୦୦ ପରିବାରକୁ ଖାଦ୍ୟ ସାମଗ୍ରୀ ଏବଂ ୧୫୦ ସୋଲାର ଲ୍ୟାମ୍ପ ପ୍ରଦାନ କରାଯାଇଛି। ଏହା ଦ୍ୱାରା ମୋଟ ୩୨ ହଜାର ଲୋକଙ୍କ ନିକଟରେ କମ୍ପାନୀ ପହଞ୍ଚି ପାରିଛି। ଆଗାମୀ ଦିନରେ ଆଉ ୧୫୦ ପରିବାରକୁ ସହାୟତା ଯୋଗାଇବାକୁ କମ୍ପାନୀ ଲକ୍ଷ୍ୟ ରଖିଛି। କର୍ମଚାରୀଙ୍କ ପକ୍ଷରୁ ସ୍ଥାପିତ ଆଇକେୟାର ସଂସ୍ଥା ପକ୍ଷରୁ ରିଲିଫ କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା। ସେହିଭଳି ଏକ ଭ୍ରାମ୍ୟମାଣ ମେଡିକାଲ ୟୁନିଟ ମଧ୍ୟ ନିୟୋଜନ କରାଯାଇଥିଲା। ଏକ ଦାୟିତ୍ୱ ସମ୍ପନ୍ନ କର୍ପୋରେଟ ସିଟିଜେନ ଭାବେ ଏଭଳି ପଦକ୍ଷେପ ଗ୍ରହଣ କରିଥିବା ମାର୍କେଟିଂ ବିଭାଗ ଡେପୁଟି ନିର୍ଦ୍ଦେଶକ ଏନ୍‌.ରାଜା ସୂଚନା ଦେଇଛନ୍ତି।


All Right Reserved By Dharitri.Com

ବିଶ୍ୱ ଅତିଧନୀଙ୍କ ସମ୍ପତ୍ତି ୨୭ ଲକ୍ଷ କୋଟି କମିଲା

ନୂଆଦିଲ୍ଲୀ,୧୦-୧୧: ଗତ ବର୍ଷ ବିଶ୍ୱସ୍ତରରେ ବିଲିୟନେୟାରଙ୍କ ସମ୍ପତ୍ତିରେ ୩୮୮ ବିଲିୟନ ଡଲାର(ପ୍ରାୟ ୨୭ ଲକ୍ଷ କୋଟି ଟଙ୍କା) ହ୍ରାସ ଘଟିଛି। ଗତ ୧୫ ବର୍ଷ ମଧ୍ୟରେ...

ଅର୍ଥନୀତିରେ ମାନ୍ଦାବସ୍ଥା ସମୟାନୁବର୍ତ୍ତୀ

ମୁମ୍ବାଇ,୩୦-୮: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗୁରୁବାର ଆର୍ଥିକ ବର୍ଷ ୨୦୧୮-୧୯ ଲାଗି ନିଜର ବାର୍ଷିକ ରିପୋର୍ଟ ଜାରି କରିଛି। ଦେଶରେ ଦେଖାଦେଇଥିବା ମାନ୍ଦାବସ୍ଥା ଚକ୍ରୀୟ ହ୍ରାସ...

କୋର୍‌ ସେକ୍ଟରକୁ କୋଭିଡ୍‌ ମାଡ଼

ନୂଆଦିଲ୍ଲୀ,୧ ।୫: କୋଭିଡ୍‌-୧୯ ଯୋଗୁ ସାରା ଦେଶରେ ମେ ୩ ଯାଏ ଲକ୍‌ଡାଉନ ଜାରି ରହିବ। ଏହି ସମୟରେ ଦେଶର ଶିଳ୍ପ କ୍ଷେତ୍ର କାର୍ଯ୍ୟକଳାପ ସମ୍ପୂର୍ଣ୍ଣ...

ପରିସଂଖ୍ୟାନ ବିଭାଗରେ ହେବ ପୁନର୍ଗଠନ;ଏନ୍‌ଏସ୍‌ଏସ୍‌ଓ ସହ ମିଶିଯିବ ସିଏସ୍‌ଓ

ନୂଆଦିଲ୍ଲୀ,୨୬-୫: ପରିସଂଖ୍ୟାନ ବିଭାଗର ପୁନର୍ଗଠନ ଲାଗି କେନ୍ଦ୍ର ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ପରିସଂଖ୍ୟାନ ଏବଂ କାର୍ଯ୍ୟକ୍ରମ କ୍ରିୟାନ୍ବୟନ ମନ୍ତ୍ରଣାଳୟ କେନ୍ଦ୍ରୀୟ ପରିସଂଖ୍ୟାନ କାର୍ଯ୍ୟାଳୟ(ସିଏସ୍‌ଓ)କୁ ଜାତୀୟ...

୨ ଲକ୍ଷ କୋଟିର ଋଣ ରାଇଟଅଫ୍‌ କଲେ ବ୍ୟାଙ୍କ

ନୂଆଦିଲ୍ଲୀ,୩୦-୧୧: ଦେଶରେ ସୂଚୀଭୁକ୍ତ ୪୨ ବାଣିଜି୍ୟକ ବ୍ୟାଙ୍କ ୨୦୧୮-୧୯ରେ ୨.୧୨ ଲକ୍ଷ କୋଟି ଟଙ୍କାର ଋଣ ରାଇଟ ଅଫ୍‌ କରିଛନ୍ତି। ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ପାର୍ଲାମେଣ୍ଟକୁ...

ନଭେମ୍ବରରେ ମାରୁତି ସୁଜୁକି ଉତ୍ପାଦନ ୪% ବଢିଲା

ନୂଆଦିଲ୍ଲୀ, ୯ା୧୨: ମାନ୍ଦାବସ୍ଥା ଯୋଗୁ ଦେଶର ଅଟୋମୋବାଇଲ ଶିଳ୍ପ କ୍ଷତିଗ୍ରସ୍ତ ହୋଇଥିବାବେଳେ ଯାନ ନିର୍ମାତାମାନେ ସେମାନଙ୍କ ଉତ୍ପାଦନ ହ୍ରାସ କରୁଥିବା ଦେଖାଯାଇଥିଲା। ହେଲେ ଏଥିରେ ଧୀରେ...

ବିତ୍ତୀୟ ନିଅଣ୍ଟ ଲକ୍ଷ୍ୟ ୩.୩

ନୂଆଦିଲ୍ଲୀ,୬-୭: ଚଳିତ ଆର୍ଥତ୍କ ବର୍ଷ ଲାଗି ବିୀିୟ ନିଅଣ୍ଟ ଲକ୍ଷ୍ୟକୁ ହ୍ରାସ କରାଯାଇଯାଇ ୩.୩ କରାଯାଇଛି। ଏହା ପୂର୍ବ ଆର୍ଥତ୍କ ବର୍ଷରେ ୩.୪% ରହିଥିଲା। ୨୦୧୯-୨୦...

ଏଣିକି ବିଳମ୍ବିତ ହେବନି ବିମାନ ଉଡ଼ାଣ

ନୂଆଦିଲ୍ଲୀ,୨୩-୬: ଦେଶରେ ବିମାନ ଉଡ଼ାଣ ବିଳମ୍ବିତ ହେବା ଏକ ସାଧାରଣ ଘଟଣା। ଏଥିପାଇଁ ବିଭିନ୍ନ କାରଣ ରହିଛି। ତେବେ କେନ୍ଦ୍ର ସରକାର ଏଭଳି ଏକ ନୂଆ...

Leave a comment

Your email address will not be published. Required fields are marked *