ରାଜ୍ୟରୁ ଚିହ୍ନଟ ହେଲେ ନୂଆ ୧୩୮ କରୋନା ପଜିଟିଭ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୪୬୬୭ରେ ପହଞ୍ଚିଲା

ଭୁବନେଶ୍ୱର, ୨୭।୧(ବ୍ୟୁରୋ): ଗତ ମଙ୍ଗଳବାର ରାଜ୍ୟରେ ଶତେ ତଳକୁ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବୁଧବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୩୮। ଏଥିମଧ୍ୟରୁ ୮୧ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୫୭ ଲୋକାଲ କେସ୍‌ ରହିଛି।
କଟକରୁ ସର୍ବାଧିକ ୨୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୩, ବାଲେଶ୍ୱର ୬, ବରଗଡ ୭, ଭଦ୍ରକ ୪, ଦେବଗଡ, ଗଜପତି ଓ ସୋନପୁରରୁ ୨ଜଣ ଲେଖାଏ ଚିହ୍ନଟ ହୋିଛନ୍ତି। ସେହିପରି ଗଞ୍ଜାମ ଜିଲାରୁ ୩ ଜଣ ରହିଥିବା ବେଳେ ଜଗତସିଂହପୁରରୁ ୪, ଯାଜପୁର ୬, ଝାରସୁଗୁଡା ୪, କନ୍ଦୁଝର ୩, ଖୋର୍ଦ୍ଧା ୮, ମୟୂରଭଞ୍ଜ ୩, ନୂଆପଡା ୧୫, ପୁରୀ ୯, ସମ୍ବଲପୁର ୯, ସୁନ୍ଦରଗଡ ୧୫, ବଲାଙ୍ଗୀର, ବୌଦ୍ଧ, କଳାହାଣ୍ଡି, ମାଲକାନଗିରି ଓ ରାୟଗଡାରୁ ଜଣେ ଲଖାଏ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟପୁଲରୁ ୨ଜଣ କରୋନା ସଂକ୍ରମିତ ରହିଛନ୍ତି।
ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩୪୬୬୭ରେ ପହଞ୍ଚିଛି। ସେଥିମଧ୍ୟରୁ ୧୨୮୧ଟି ଆକ୍ଟିଭ କେସ ରହିଥିବା ବେଳେ ୩୩୧୪୨୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri