Posted inଜାତୀୟ

କରାଚି ବିମାନ ବନ୍ଦରରେ ୧୧ ଘଣ୍ଟା ଫସି ରହିଲେ ୧୩୮ ସ୍ପାଇସଜେଟ ଯାତ୍ରୀ

ମୁମ୍ବାଇ,୬ ।୭: ପାକିସ୍ତାନର କରାଚି ବିମାନ ବନ୍ଦରରେ ପ୍ରାୟ ୧୧ ଘଣ୍ଟା ଫସି ରହିଲେ ୧୩୮ ଭାରତୀୟ ବିମାନଯାତ୍ରୀ । ଶେଷରେ ଏକ ବିକଳ୍ପ ବିମାନରେ ସେମାନଙ୍କୁ ଦୁବଇ ପଠାଯାଇଛି । ସୂଚନାଯୋଗ୍ୟ, ମଙ୍ଗଳବାର ସ୍ପାଇସଜେଟର ବୋଇଂ ୭୩୭ ମ୍ୟାକ୍ସ ବିମାନରେ ଫ୍ଲୁ ଇଣ୍ଡିକେଟରରେ ତ୍ରୁଟି ଦେଖାଯିବାରୁ ମୁମ୍ବାଇରୁ ଦୁବଇ ଯାଉଥିବା ସ୍ପାଇସଜେଟର ବିମାନକୁ ପାକିସ୍ତାନର କରାଚିରେ ଅନ ସିଡ୍ୟୁଲ ଲ୍ୟାଣ୍ଡିଂ କରାଯାଇଥିଲା । ତେବେ ସେଠାରେ ଓହ୍ଲାଇଥିବା ଯାତ୍ରୀଙ୍କୁ ନେବା ଲାଗି ମୁମ୍ବାଇରୁ ମଙ୍ଗଳବାର ସନ୍ଧ୍ୟାରେ ଏକ ବିମାନ କରାଚି ପଠାଯିବା ପରେ ସମସ୍ତ ୧୩୮ ଜଣ ଯାତ୍ରୀଙ୍କୁ ନେଇ ବିମାଟି ରାତିପ୍ରାୟ ୯ଟା ୨୦ରେ ଦୁବଇ ଅଭିମୁଖେ ଯାତ୍ରା କରିଥିଲା । ତେଣୁ କରାଚି ବିମାନ ବନ୍ଦରରେ ପ୍ରାୟ ୧୧ ଘଣ୍ଟା ଧରି ଫସି ରହିଥିଲେ ସମସ୍ତ ୧୩୮ ଜଣ ଯାତ୍ରୀ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି

କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?