Posted inଜାତୀୟ

୧,୩୮୦ ଯବାନଙ୍କୁ ଗ୍ୟାଲେଣ୍ଟ୍ରି ଆଓ୍ବାର୍ଡ…

ନୂଆଦିଲ୍ଲୀ,୧୪।୮: ଦେଶର ୭୫ତମ ସ୍ବାଧୀନତା ଦିବସ ଅବସରରେ ୧.୩୮୦ ସାହସୀ ଯବାନଙ୍କୁ ଗ୍ୟାଲେଣ୍ଟ୍ରି ଆଓ୍ବାର୍ଡ ପ୍ରଦାନ କରାଯିବ। ୬୬୨ ଜଣ ପୋଲିସ କର୍ମଚାରୀଙ୍କୁ ଗ୍ୟାଲେଣ୍ଟ୍ରି ପାଇଁ ପୋଲିସ ପଦକ, ୬୨୮ ଜଣ କର୍ମଚାରୀଙ୍କୁ ରାଷ୍ଟ୍ରପତି ପଦକ ଏବଂ ୮୮ ଜଣ କର୍ମଚାରୀଙ୍କୁ ସମ୍ମାନଜନକ ସେବା ପାଇଁ ରାଷ୍ଟ୍ରପତିଙ୍କ ପୋଲିସ ପଦକ ପ୍ରଦାନ କରିବାକୁ କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ଭାତର ଚାଇନା ସୀମାରେ ମୁତୟନ ଥିବା ୨୩ ଆଇଟିବିପି ଯବାନଙ୍କୁ ମଧ୍ୟ ଗ୍ୟାଲେଣ୍ଟ୍ରି ଆଓ୍ବାର୍ଡ ପ୍ରଦାନ କରାଯିବ। ସେଥିମଧ୍ୟରୁ ୨୦ ଜଣ ଯବାନଙ୍କୁ ମେ-ଜୁନ,୨୦୨୦ରେ ପୂର୍ବ ଲଦାଖରେ ହୋଇଥିବା ସଂଘର୍ଷରେ ସାହସିକତା ପାଇଁ ସମ୍ମାନୀତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

କେତେ ମହିଳାଙ୍କୁ ଦେଇଛ ଟିକଟ: ମହିଳା ସଂରକ୍ଷଣ ବିଲକୁ ବିରୋଧ କରିବା ନେଇ ତେଜସ୍ବୀଙ୍କୁ ପିକେଙ୍କ ପ୍ରଶ୍ନ…

ପାଟନା,୨୬।୯ : ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ କେନ୍ଦ୍ର ସରକାର ଆଣିଥିବା ମହିଳା ସଂରକ୍ଷଣକୁ ବିରୋଧ କରିବା ସହିତ ଏଥିରେ...

ରାସ୍ତାରେ ଧର୍ମୀୟ ଉତ୍ସବକୁ ମିଳିବନି ଅନୁମତି

ଝାନ୍ସି,୯।୫: ରାସ୍ତାରେ ଧର୍ମୀୟ କାର୍ଯ୍ୟକ୍ରମ ଆୟୋଜନକୁ ଅନୁମତି ନ ଦେବା ଲାଗି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରଶାସନିକ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଭଳି କାର୍ଯ୍ୟକ୍ରମ...

ରାଘବ ଚଢାଙ୍କୁ ବଞ୍ଚାଇ ଦେଲେ ସଞ୍ଜୟ ସିଂ

ନୂଆଦିଲ୍ଲୀ,୮।୮: ଲୋକ ସଭା ଓ ରାଜ୍ୟ ସଭାରେ ଦିଲ୍ଲୀ ସେବା ବିଲ ପାସ ହେବା ପରେ ଆମ ଆଦମୀ ପାର୍ଟି(ଏଏପି)ର ରାଜ୍ୟ ସଭା ଏମପି ସଞ୍ଜୟ...

ଚାଇନାରେ ପହଞ୍ଚିଲା ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନ

ନୂଆଦିଲ୍ଲୀ,୩୧।୧: ଚାଇନାରେ ଥିବା ଭାରତୀୟଙ୍କୁ ଆଣିବା ଲାଗି ଶୁକ୍ରବାର ସକାଳୁ ନୂଆଦିଲ୍ଲୀରୁ ଯାତ୍ରା କରିଥିବା ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନ ଚାଇନାର ଉହାନ ସହରରେ ପହଞ୍ଚିଥିବା...

ଉଦ୍ଧବ ସରକାରଙ୍କ ୪୦୦ ସରକାରୀ ନିର୍ଦ୍ଦେଶର ହେବ ସମୀକ୍ଷା, କହିଲେ ଫଡ଼ନଭିସ…

ମୁମ୍ବାଇ, ୨୬।୭ : ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ମଙ୍ଗଳବାର କହିଛନ୍ତି ଯେ କାର୍ଯ୍ୟକାଳର ଶେଷ ଦିନରେ ଉଦ୍ଧବ ଠାକରେଙ୍କ ନେତୃତ୍ୱାଧୀନ ସରକାର ୪୦୦ଟି ସରକାରୀ...

ପ୍ରଧାନମନ୍ତ୍ରୀଙ୍କୁ ତେଜସ୍ୱୀ ଯାଦବଙ୍କ ଖୋଲା ଚିଠି

ପାଟନା,୧୩ ।୮: ବିହାର ବିଧାନସଭାରେ ବିରୋଧିଦଳ ନେତା ତେଜସ୍ୱୀ ଯାଦବ ଜାତିଗତ ଜନଗଣନାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ଏକ ଖୋଲା ପତ୍ର ଲେଖିଛନ୍ତି...

ମଣିପୁରରେ ସାନି ହିଂସା: ୩ ମୃତ

ଗୁଆହାଟୀ/ନୂଆଦିଲ୍ଲୀ, ୧୦ା୬: ମଣିପୁର ହିଂସା ଥମିବା ନାଁ ନେଉନି। କିଛିଦିନର ନୀରବତା ପରେ ଶୁକ୍ରବାର ସେଠାରେ ସାନି ହିଂସାକାଣ୍ଡ ଦେଖାଦେଇଛି। ଏଥିରେ ଜଣେ ମହିଳାଙ୍କ ସମେତ ୩...

ଅର୍ପିତାଙ୍କ ଘରୁ ମିଳିଲାଣି ୫୧ କୋଟି, ତୃତୀୟ ବ୍ୟକ୍ତିଙ୍କ ସମ୍ପୃକ୍ତି ସମ୍ଭାବନା

କୋଲକାତା,୨୮ ।୭: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଏବେ ପର୍ଯ୍ୟନ୍ତ ଅର୍ପିତା ମୁଖାର୍ଜୀଙ୍କ ଦ୍ୱିତୀୟ ଘରୁ ପ୍ରାୟ ୩୦ କୋଟି ଟଙ୍କା ସହ ୫ କିଲୋ ସୁନା ଜବତ...

Advertisement
Archives

Model This Week