ଡାଇବେଟିସ୍‌ରୁ ଦୂରେଇ ରହିବା ପାଇଁ ସପ୍ତାହରେ ୩ ଥର ଖାଆନ୍ତୁ ଏହି ଗୁଣ୍ଡ…

ନୂଆଦିଲ୍ଲୀ: ପରିବର୍ତ୍ତିତ ଜୀବନ ଶୈଳୀ ତଥା ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ଡାଇବେଟିସ୍‌ ସମସ୍ୟା ଦେଖାଦେଇଥାଏ। ତେବେ ସପ୍ତାହରେ ୩ ଥର ମେଥିଗୁଣ୍ଡ ଉଷୁମ ପାଣିରେ ପିଇଲେ ଡାଇବେଟିସ୍‌ରୁ ଦୂରେଇ ହେବାରେ ସହାୟତା ମିଳିଥାଏ। ଏହା ଶରୀରରେ ଇନସୁଲିନ୍‌ କ୍ଷରଣକୁ ତ୍ୱରାନ୍ବିତ କରିଥାଏ। ଏହା ସହିତ ପାଚନ କ୍ରିୟାକୁ ମେଥିଗୁଣ୍ଡ ସ୍ବାଭାବିକ କରିବା ସହିତ କୋଲେଷ୍ଟରଲସ୍ତରକୁ ନିୟନ୍ତ୍ରିତ କରିଥାଏ। ତେଣୁ ଏହାକୁ ଅଭ୍ୟାସ କରି ଖାଇଲେ ସୁଫଳ ମିଳିଥାଏ ବୋଲି ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ୧୫୦୦ ମସିହାରେ ଏହାକୁ ବିଭିନ୍ନ ରୋଗ ଚିକିତ୍ସାରେ ପ୍ରଥମେ ଇଜିପ୍ଟରେ ବ୍ୟବହାର କରାଯାଇଥିଲା। ପରେ ଏହାର ବ୍ୟବହାର ଦକ୍ଷିଣ ଏସିଆ ଏବଂ ମଧ୍ୟପ୍ରାଚ୍ୟରେ ହୋଇଥିଲା।


All Right Reserved By Dharitri.Com

ଶୀତଦିନେ ମଧୁମେହ ରୋଗୀ ଖାଆନ୍ତୁ ଏହି ୫ ଜିନିଷ

ସାରା ବିଶ୍ୱରେ ମଧୁମେହ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ରୋଗୀକୁ ଅନେକ କିଛି କରିବାକୁ ପଡ଼ିଥାଏ। କେତେବେଳେ...

କ୍ଷୀର, ଲୁଣର ମିଶ୍ରଣ ବ୍ୟବହାର କଲେ ହେବ ହାତ, ପାଦ ଗୋରା

ବର୍ତ୍ତମାନ ସମୟରେ ସୁନ୍ଦର ହେବା ପାଇଁ ସମସ୍ତଙ୍କ ଇଚ୍ଛା। ବିଶେଷ କରି ମହିଳାମାନେ ନିଜର ତ୍ୱଚାକୁ ନେଇ ବେଶ୍‌ ଯତ୍ନଶୀଳ। ସ୍କ୍ରବ୍‌ ଓ କ୍ଲିନ୍‌ଅପ୍‌ କରାଇବା...

ଶ୍ୱାସରୋଗୀଙ୍କ ପାଇଁ ଉପକାରୀ ଟମାଟୋ

ଶ୍ୱାସରୋଗୀଙ୍କ ପାଇଁ ଏପରି କିଛି ଖାଦ୍ୟ ନାହିଁ ଯାହା ନିଃଶ୍ୱାସପ୍ରଶ୍ୱାସକୁ ଠିକ୍‌ କରିପାରିବ। କିନ୍ତୁ କିଛି ଫଳ ଓ ପରିବା ରହିଛି ଯାହା ଶ୍ୱାସରୋଗୀଙ୍କ ଲାଗି...

ଗଣ୍ଠି ଯନ୍ତ୍ରଣା ସହ ଏସବୁ ସମସ୍ୟାରୁ ମୁକ୍ତି ଦିଏ ମେଥି ଶାଗ

ପ୍ରାୟ ସମସ୍ତଙ୍କୁ ଶାଗ ଖାଇବା ପସନ୍ଦ। ଅନେକ ଉପାଦେୟ ଗୁଣରେ ଭରପୂର ଥାଏ ଶାଗ। କେଶ ସମସ୍ୟାରୁ ନାନାଦି ରୋଗ ପାଇଁ ଶାଗ ଖାଇବା ଲାଭଦାୟକ।...

ମେଦବହୁଳତାରୁ ଦୂରେଇ ରହିବା ପାଇଁ ଖାଆନ୍ତୁ ଏହି ପରିବା…

ସବୁଜ ପନିପରିବା ଦେହ ପାଇଁ ଉପକାରୀ । ଡାକ୍ତରମାନେ ସବୁଜ ପନିପରିବା ଖାଇବା ଉପରେ ଗୁରୁତ୍ୱ ଦେଇଥାଆନ୍ତି। କାରଣ ଏଥିରେ ପ୍ରଚୁର ପରିମାଣରେ ଭିଟାମିନ ଥାଏ।...

ତକିଆ କିଣିବା ବେଳେ ଏସବୁ ବିଷୟ ପ୍ରତି ଧ୍ୟାନ ଦିଅନ୍ତୁ

ନିଦ ନ ଆସିବାର ବହୁ କାରଣ ହୋଇପାରେ। ପ୍ରାୟ ସମୟରେ କୌଣସି ବନ୍ଧୁବାନ୍ଧବଙ୍କ ଘରକୁ ବା ବାହାରକୁ ଗଲେ କିଛି ଲୋକଙ୍କୁ ସୁଖଦ ନିଦ୍ରା ହୋଇ...

ଏହି ୪ ରୋଗରୁ ମୁକ୍ତି ପାଇବାକୁ ଚାହୁଁଛନ୍ତି କି, ଖାଲି ପାଦରେ ଘାସ ଉପରେ ଚାଲନ୍ତୁ

ସାଧାରଣତଃ ପାର୍କ ହେଉ କି ପଡିଆରେ ଲୋକଙ୍କୁ ଜୋତା କିମ୍ବା ଚପଲ ପିନ୍ଧି ବ୍ୟାୟାମ କରିବା ଦେଖାଯାଏ। ଚପଲ ପିନ୍ଧି ଚାଲିବା ଅପେକ୍ଷା ବିନା ଚପଲରେ...

ସମ୍ପର୍କରେ ବିଚ୍ଛେଦଠୁ ଦୂରେଇ ରହିବା ଲାଗି ଜାଣନ୍ତୁ କିଛି ଟିପ୍ସ

ସମ୍ପର୍କ ମଧ୍ୟରେ ସାଧାରଣ ମନୋମାଳିନ୍ୟ ଏକ ସାଧାରଣ ଘଟଣା। ମାତ୍ର ଅନେକ ସମୟରେ ଛୋଟ କଥା ବଢ଼ି ସମ୍ପର୍କ ବିଚ୍ଛେଦ ପର୍ଯ୍ୟନ୍ତ ପହଞ୍ଚିଥାଏ। ଆଧୁନିକ ଜୀବନଶୈଳୀ,...

Leave a comment

Your email address will not be published. Required fields are marked *