Posted inଜାତୀୟ

ଦିଲ୍ଲୀ ଅଗ୍ନିକାଣ୍ଡ: ଫାୟାର ମ୍ୟାନ୍‌ ରାଜେଶ ଶୁକ୍ଳା ନିଆଁ ଭିତରୁ ୧୧ ଜଣଙ୍କ ଜୀବନ ବଞ୍ଚାଇଲେ

ନୂଆଦିଲ୍ଲୀ,୮।୧୨: ଦିଲ୍ଲୀର ଝାନ୍ସୀ ରୋଡଠାରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୪୩ ଲୋକଙ୍କ ମୃତ୍ୟୁ ଘଟିଛି। ଏଥିରେ ୫୬ ଜଣ ଆହତ ହୋଇଛନ୍ତି। ଏହି ଘଟଣାରେ ନିଜ ଜୀବନକୁ ଭୟ ନ କରି ନିଆଁ ଭିତରୁ ୧୧ ଜଣଙ୍କୁ ବଞ୍ଚାଇଛନ୍ତି ଫାୟାର ମ୍ୟାନ୍‌ ରାଜେଶ ଶୁକ୍ଳା। ଏବେ ସେ ସୋସିଆଲ୍‌ ମିଡ଼ିଆରେ ହିରୋ ପାଲଟି ଯାଇଛନ୍ତି। ନିଆଁ ଧାସରେ ତାଙ୍କ ଶରୀରର କେତେକ ସ୍ଥାନରେ ଫୋଟକା ହୋଇଛି। ଏବେ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଛି।


All Right Reserved By Dharitri.Com

ନେହେରୁ ମେମୋରିଆଲ ହେଲା କଂଗ୍ରେସ ମୁକ୍ତ

ନୂଆଦିଲ୍ଲୀ,୬।୧୧: ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ୍‌ ନେହେରୁଙ୍କ ସ୍ମୃତିରେ ନିର୍ମିତ ହୋଇଥିବା ନେହେରୁ ମେମୋରିଆଲ ଏବେ କଂଗ୍ରେସ ମୁକ୍ତ ହୋଇଛି। ଏହାର ପୁନର୍ଗଠନ କରାଯାଇଛି। ଏଥିରେ ଥିବା...

ଅର୍ଥ ବ୍ୟବସ୍ଥାକୁ ନେଇ ମୋଦିଙ୍କ ଉପରେ ବର୍ଷିଲେ ମନମୋହନ

ମୁମ୍ବାଇ,୧୭।୧୦: ଦେଶର ଆର୍ଥିିକ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ। ମହାରାଷ୍ଟ୍ରରେ ସେ ଯୋଗ ଦେଇଥିବା ଏକ...

ଅଯୋଧ୍ୟା ଯିବେ ଶିବସେନା ମୁଖ୍ୟ

ମୁମ୍ବାଇ,୯।୧୧: ଗୋଟିଏ ପଟେ ମହାରାଷ୍ଟ୍ର ରାଜନୀତିକୁ ନେଇ ଚର୍ଚ୍ଚାରେ ଅଛନ୍ତି ଶିବସେନା ମୁଖ୍ୟ ଉଦ୍ଧବ ଠାକରେ। ଅନ୍ୟପଟେ ଶନିବାର ସୁପ୍ରିମକୋର୍ଟ ଅଯୋଧ୍ୟା ଜମି ବିବାଦକୁ ନେଇ...

ପୋଷ୍ଟରରେ ଧମକ ନେଇ ଡିଜିପି କହିଲେ : ଆତଙ୍କବାଦୀଙ୍କ କଥା ଖୁବ୍‌ଶୀଘ୍ର ବୁଝିବୁ

ଜମ୍ମୁ/ଶ୍ରୀନଗର,୧୯ା୯(ପି.ଟି.): କେନ୍ଦ୍ର ସରକାରଙ୍କ ଜମ୍ମୁ-କଶ୍ମୀର ସମ୍ପର୍କିତ ନିଷ୍ପତ୍ତିକୁ ୪୫ ଦିନ ପୂରିଥିଲେ ହେଁ ଉପତ୍ୟକାରେ ସ୍ଥିତି ସ୍ବାଭାବିକ ହୋଇପାରି ନାହିଁ। ସଶସ୍ତ୍ର ଆତଙ୍କବାଦୀମାନେ ସ୍ଥାନୀୟ ଲୋକଙ୍କୁ...

ମହିଳା ଓ ଛାତ୍ରୀଙ୍କ ସୁରକ୍ଷା ପାଇଁ ରାଜୌରୀରେ ପିଙ୍କ୍‌ ଭ୍ୟାନ୍‌ ସେବା ଆରମ୍ଭ

ଶ୍ରୀନଗର,୧୨।୧୦: ମହିଳା ଓ ଛାତ୍ରୀଙ୍କ ସୁରକ୍ଷା ପାଇଁ ଜମ୍ମୁ-କଶ୍ମୀର ରାାଜୌରୀରେ ପିଙ୍କ୍‌ ଭ୍ୟାନ୍‌ ସେବା ଆରମ୍ଭ ହୋଇଛି। ଅନ୍ତର୍ଜାତୀୟ ବାଳିକା ଶିଶୁ ଦିବସ ପାଳନ ଅବସରରେ...

ଆସାମ ଏନ୍‌ଆର୍‌ସି ସଂଯୋଜକଙ୍କ ବିରୋଧରେ ମାମଲା ଦାଏର: ଜାଣିଶୁଣି ତାଲିକାରୁ ନାମ ବାଦ୍‌ ଦେଇଥିବା ଅଭିଯୋଗ

ଗୁଆହାଟୀ,୫।୯: ଆସାମ ଏନ୍‌ଆର୍‌ସି ସଂଯୋଜକ ପ୍ରତୀକ ହଜେଲାଙ୍କ ବିରୋଧରେ ମାମଲା ୨ଟି ମାମଲା ଦାଏର ହୋଇଛି। ସେ ଜାଣିଶୁଣି ତାଲିକାରୁ ଲୋକଙ୍କ ନାମ ବାଦ୍‌ ଦେଇଥିବା...

ଚୋରା ସୁନା କାରବାର: ଚେର ଲମ୍ବିଛି ମ୍ୟାନ୍‌ମାର୍‌ରୁ ଦିଲ୍ଲୀ

ନୂଆଦିଲ୍ଲୀ,୧।୭: ମ୍ୟାନ୍‌ମାର୍‌-ଭାରତ ସୀମାରେ ବେଧଡ଼କ ଚୋରା ସୁନା କାରବାର ଜାରି ରହିଛି। ଏହି କାରବାରର ଚେର ସୀମାବର୍ତ୍ତୀ ଅଞ୍ଚଳରୁ ରାଜଧାନୀ ଦିଲ୍ଲୀ ପର୍ଯ୍ୟନ୍ତ ଲମ୍ବିଛି। ଇମ୍ଫାଲରେ...

ହରିୟାଣାରେ ଲାଗୁହେବ ଏନ୍‌ଆର୍‌ସି

ଚଣ୍ଡିଗଡ଼,୧୬ା୯(ପି.ଟି.): ଆସାମ ପରେ ହରିୟାଣାରେ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ଲାଗୁ ହେବ ବୋଲି ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟର ରବିବାର ଘୋଷଣା କରିଛନ୍ତି। ଅକ୍ଟୋବରରେ...

Leave a comment

Your email address will not be published. Required fields are marked *