ଆଜି ରାଜ୍ୟରେ ୧୩୮୯ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ସୋମବାର ୩୦ ଜିଲାରୁ ୧୩୮୯ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୩, ୨୧୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭୯୮ ଜଣ ଚିହ୍ନଟ ହୋଇଥିବା ବେଳେ ୫୯୧ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୪୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୦୧ ଏବଂ ସୁନ୍ଦରଗଡ଼ରୁ ୧୦୦ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳ ୬୯, ବାଲେଶ୍ୱର ୫୯, ବରଗଡ଼ ୭୧, ଭଦ୍ରକ ୫୨, ବଲାଙ୍ଗୀର ୭୦, ବୌଦ୍ଧ ୭, ଦେବଗଡ଼ ୯, ଢେଙ୍କାନାଳ ୨୦, ଗଜପତି ୪, ଗଞ୍ଜାମ ୧୧, ଜଗତସିଂହପୁର ୫୩, ଯାଜପୁର ୪୬, ଝାରସୁଗୁଡ଼ା ୩୫, କଳାହାଣ୍ଡି ୨୭, କନ୍ଧମାଳ ୧୮, କେନ୍ଦ୍ରାପଡ଼ା ୮୦, କେନ୍ଦୁଝର ୪୯, କୋରାପୁଟ ୧୩, ମାଲକାନଗିରି ୨୫, ମୟୂରଭଞ୍ଜ ୫୫, ନବରଙ୍ଗପୁର ୨୪, ନୟାଗଡ଼ ୨୨, ନୂଆପଡ଼ା ୫୯, ପୁରୀ ୫୮, ରାୟଗଡ଼ା ୧୦, ସମ୍ବଲପୁର ୩୪ ଏବଂ ସୋନପୁରରୁ ୩୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୩,୨୧୪ରେ ପହଞ୍ଚିଥିବା ବେଳେ ୨,୭୭,୫୬୪ ଜଣ ସୁସ୍ଥ ହୋଇଛନ୍ତି। ୧୪,୨୫୭ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଦିନିଆ ରଥଯାତ୍ରାକୁ ତୀବ୍ର ବିରୋଧ

ପୁରୀ ଅଫିସ,୩୧।୧: ଚଳିତବର୍ଷ ରଥଯାତ୍ରା ପାଇଁ ପୁରୀରେ ଗୁରୁବାର ରଥକାଠ ଅନୁକୂଳ ହୋଇଛି। ଠିକ୍‌ ଏହିଦିନ ଇସ୍କନ ପକ୍ଷରୁ ମୁମ୍ବାଇରେ ଅନୁଷ୍ଠିତ ହୋଇଛି ରଥଯାତ୍ରା। ଏହି...

୨ ବ୍ରାଉନସୁଗାର ବ୍ୟବସାୟୀ ଗିରଫ

ଯାଜପୁର ଟାଉନ,୧୨।୯(ଡିଏନଏ): ଯାଜପୁର ସହରରେ ଅନେକ ଯୁବକ ବ୍ରାଉନସୁଗାର ସେବନ କରୁଛନ୍ତି। ଏହି ସହରର ବିଭିନ୍ନ ମଠ, ମନ୍ଦିର ଓ ନଦୀପଠା ଆଦି ନିଛାଟିଆ ସ୍ଥାନରୁ...

ମତ୍ସ୍ୟଜେଟି ମୁହାଣ ଖନନ ଦାବିରେ ମତ୍ସ୍ୟଜୀବୀଙ୍କ ଆନ୍ଦୋଳନ

ଛତ୍ରପୁର,୨୭।୭(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଗୋପାଳପୁର ପୋର୍ଟ ପରିସରରେ ଥିବା ମତ୍ସ୍ୟଜେଟିର ମୁହାଣ ଖନନ ଦାବିରେ ଶନିବାର ମତ୍ସ୍ୟଜୀବୀଙ୍କ ପକ୍ଷରୁ ଧାରଣା ଦିଆଯିବା ସହ ଆନ୍ଦୋଳନ ଆରମ୍ଭ...

ଘରୋଇ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା ଜମା ପ୍ରସଙ୍ଗ:ଭିଜିଲାନ୍ସ ତଦନ୍ତ ଦାବି କଲେ ଭାଜପା, ଶ୍ରୀଜଗନ୍ନାଥ ସେନା

ପୁରୀ ଅଫିସ, ୮।୩: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ୟେସ୍‌ ବ୍ୟାଙ୍କରେ ଜମା ରଖାଯିବାକୁ ନେଇ ବିଭିନ୍ନ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।...

ଆଜି ରାଜ୍ୟରୁ ୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ରାଜ୍ୟରୁ ସୋମବାର ୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୯୯୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

କରୋନା ଭାଇରସ: ୩ଟି ଭ୍ୟାକ୍ସିନକୁ ମିଶାଇ ପ୍ରଥମଥର କରାଯିବ ଅଧ୍ୟୟନ, ଭାରତ ବାୟୋଟେକ ମାଗିଲା ଅନୁମତି

ନୂଆଦିଲ୍ଲୀ,୮ ।୨: ଦେଶରେ ପ୍ରଥମଥର ଲାଗି କରୋନା ମହାମାରୀ ପାଇଁ ଉଦ୍ଦିଷ୍ଟ ଥିବା ୩ଟି ଭ୍ୟାକ୍ସିନକୁ ମିଶାଇ ଚିକିତ୍ସା ଅଧ୍ୟୟନ ଆରମ୍ଭ କରାଯିବ । ହାଇଦ୍ରାବାଦ...

ସୌର ପ୍ରକଳ୍ପ ପାଇଁ ୭୦ କୋଟି ବ୍ୟୟବରାଦ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ରାଜ୍ୟରେ ୨୦୨୨ ସୁଦ୍ଧା ୨୨୫୦ ମେଗାଓ୍ବାଟ୍‌ ସୌରଶକ୍ତି ଉତ୍ପାଦନ ପାଇଁ ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ଓଡ଼ିଶା ଅଣପାରମ୍ପରିକ ନୀତି -୨୦୧୬ ଅନୁଯାୟୀ ଏହି...

ଶିଳ୍ପ ଥାଇ ନିଯୁକ୍ତି ଆଶାୟୀ ନିରାଶ

ଯାଜପୁର ଅଫିସ/ଅନୁଗୋଳ ଅଫିସ୍‌/ରାୟଗଡ଼ା ଅଫିସ୍‌,୧୩ା୧୦: ଖଣିଜ ସମ୍ପଦରେ ଭରପୂର ଜିଲାରେ ଶିଳ୍ପ ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଆଗ୍ରହ ଦେଖାଇ ଆସୁଛନ୍ତି। ସରକାର ସେମାନଙ୍କୁ ଜମି, ପାଣି,...

Advertisement
Archives

Model This Week