Posted inଜାତୀୟ

ମାଲଗାଡ଼ି ଦୁର୍ଘଟଣା ଗ୍ରସ୍ତ: ୭ ବଗି ଲାଇନଚ୍ୟୁତ

ଦିବ୍ରୁଗଡ଼,୮।୧୨: ଆସାମରେ ଏକ ମାଲଗାଡ଼ି ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏହାର ୭ ବଗି ଲାଇନଚ୍ୟୁତ ହୋଇଛି। ସ୍ଥାନୀୟ ଦିବ୍ରୁଗଡ଼ରେ ଥିବା ନାହାରକାଟିଆ ରେଳଷ୍ଟେଶନ ନିକଟରେ ଏହା ଘଟିଛି। ତେବେ ଏଥିରେ କେହି ହତାହତ ହୋଇ ନାହାଁନ୍ତି। ଖବର ପାଇ ରେଳ ବିଭାଗ ଉଚ୍ଚ କର୍ତ୍ତୃପକ୍ଷ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ଏହି ରେଳପଥ ଦେଇ ସମସ୍ତ ଟ୍ରେନ୍‌ ଚଳାଚଳକୁ ସାମୟିକ ବାତିଲ କରାଯାଇଛି। ସୂଚନାଯୋଗ୍ୟ ପୂର୍ବରୁ ଗତ ନଭେମ୍ବରରେ ଏଠାରେ ଏକ ଯାତ୍ରୀବାହୀ ଟ୍ରେନ୍‌ର ୨ ବଗି ଲାଇନଚ୍ୟୁତ ହୋଇଥିଲା।


All Right Reserved By Dharitri.Com

୯୦ ବର୍ଷ ବୟସରେ ପୁଲ୍‌-ଅପ୍‌ସ: ଚର୍ଚ୍ଚାରେ ଅବସରପ୍ରାପ୍ତ ଏୟାର ମାର୍ଶାଲ

ନୂଆଦିଲ୍ଲୀ: ନିଜକୁ ଫିଟ୍‌ରଖିବା ଲାଗି ସମସ୍ତେ ଚାହାନ୍ତି। ହେଲେ ସମୟ ଅଭାବରୁ ଅଧିକାଂଶ ଜିମ୍‌ ଯିବା କିମ୍ବା ଶାରୀରିକ ପରିଶ୍ରମ କରିବା ପସନ୍ଦ କରି ନ...

ପରାଜୟ ସ୍ବୀକାର କରି କେଜରିଓ୍ବାଲଙ୍କୁ ଶୁଭେଚ୍ଛା ଜଣାଇଲେ କପିଳ

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳକୁ ଦେଖି ଭାଜତୀୟ ଜନତା ପାର୍ଟି(ଭାଜପା) ପ୍ରାର୍ଥୀ କପିଳ ମିଶ୍ରା ଏକପ୍ରକାର ନିଜର ପରାଜୟ ସ୍ବୀକାର କରିନେଇଛନ୍ତି। ମଡେଲ ଟାଉନ୍‌...

ସକାଳେ ପିଇଲେ ମଲ୍ଲୀ ପତ୍ର ରସ ମିଳିବ ଏସବୁ ଫାଇଦା…

ନିୟମିତ ମଲ୍ଲୀ ପତ୍ର ରସ ଚାମୁଚେ ପିଇଲେ ଅନେକ ଉପକାର ମିଳିଥାଏ। ଏହା କୃମି ନାଶ କରେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଚର୍ମ ରୋଗରେ...

ଭାଜପାର ପ୍ଲାନ ‘ବି’କୁ ନେଇ ମତ ରଖିଲେ ଫଡନବିସ

ମୁମ୍ବାଇ,୨୯।୧୦: ମହାରାଷ୍ଟ୍ରରେ ଶିବସେନାର ନଖରାମି ପରେ ଏବେ ଭାଜପା ପ୍ଲାନ ‘ବି’ ପ୍ରସ୍ତୁତିରେ ରହିଥିବା ଆଲୋଚନା ହେଉଛି। ଭାଜପାର ରାଜ୍ୟସଭା ଏମ୍‌ପି ସଞ୍ଜୟ କାକଡେ କହିଛନ୍ତି,...

୨ ଟ୍ରକ୍‌ ଡ୍ରାଇଭରଙ୍କୁ ହତ୍ୟାକଲେ ଆତଙ୍କବାଦୀ

ଶ୍ରୀନଗର,୨୫-୧୦:ଜମ୍ମୁ-କଶ୍ମୀରର ଶୋପିଆନ ଜିଲାରେ ୨ ଜଣ ଟ୍ରକ୍‌ ଡ୍ରାଇଭରଙ୍କୁ ଆତଙ୍କବାଦୀ ଗୁଳିକରି ହତ୍ୟା କରିଛନ୍ତି। ସେମାନେ ଗୁରୁବାର ସନ୍ଧ୍ୟାରେ ସେଓ ଆଣିବାକୁ ଟ୍ରକ୍‌ ନେଇ ଯାଇଥିଲାବେଳେ...

ହାଇଦ୍ରାବାଦ ଏନକାଉଣ୍ଟରକୁ ନେଇ ପ୍ରଶ୍ନ ଉଠାଇଲେ ମାନେକା ଗାନ୍ଧୀ: କହିଲେ, ଦେଶ ପାଇଁ ଏହା ଏକ ଭୟାନକ ଘଟଣା

ନୂଆଦିଲ୍ଲୀ, ୬।୧୨: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପା ନେତ୍ରୀ ମାନେକା ଗାନ୍ଧୀ ହାଇଦ୍ରାବାଦ ଏନକାଉଣ୍ଟର ଉପରେ ପ୍ରଶ୍ନ ଉଠାଇଛନ୍ତି। ସେଠାରେ ଯାହା ଘଟିଛି ତାହା ଠିକ୍‌...

ନାଗରିକତ୍ୱ ପାଇଁ ଦେବାକୁ ପଡ଼ିବ ଧର୍ମର ପ୍ରମାଣ

ନୂଆଦିଲ୍ଲୀ,୨୮।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଅନ୍ତର୍ଗତ ଏବେ ପାକିସ୍ତାନ, ଆଫଗାନିସ୍ତାନ, ବାଂଲାଦେଶରୁ ଆସିଥିବା ଶରଣାର୍ଥୀଙ୍କୁ ଭାରତୀୟ ନାଗରିକତ୍ୱ ଲାଗି ଧର୍ମର ପ୍ରମାଣ ଦେବାକୁ ପଡ଼ିବ। ଏସବୁ...

ଇନ୍ଦିରା ଗାନ୍ଧୀଙ୍କୁ ମନେ ପକାଇ ଗୀତ ଲେଖି ଟୁଇଟ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୯।୧୧: ମଙ୍ଗଳବାର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ୧୦୨ ତମ ଜନ୍ମ ଦିବସ ଅବସରରେ ନାତୁଣୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଭାବୁକ ହୋଇଯାଇଛନ୍ତି। ସେ ଇନ୍ଦିରାଙ୍କ...

Leave a comment

Your email address will not be published. Required fields are marked *